Browsing Category

ରାଜ୍ୟ

ନଭେମ୍ବର ପରେ ପୁଣି ବଢ଼ିଲା ଆକ୍ରାନ୍ତଙ୍କ ସଂଖ୍ୟା : ସ୍ଥିତି ବିଗିଡ଼ିଲେ ଲକ୍ ଡାଉନ୍

ଭୁବନେଶ୍ୱର: ପରିସ୍ଥିତି ବିଗିଡ଼ିଲେ ଲକଡାଉନ୍ ହୋଇପାରେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି । ରାଜ୍ୟରେ କରୋନା ସ୍ଥିତି ନେଇ ସେ କହିଛନ୍ତି ଯେ ରାଜ୍ୟ ସରକାର ପରିସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି । ଲୋକଙ୍କୁ ସଚେତନ କରାଯାଉଛି । ଜିଲ୍ଲାପାଳ ଓ ଏସପିଙ୍କୁ ସଜାଗ ରଖାଯାଇଛି । କରୋନା…

ବହୁ ଚର୍ଚ୍ଚିତ ଅଞ୍ଜନା ଗଣଦୁଷ୍କର୍ମ ମାମଲା : ୨୨ବର୍ଷ ପରେ ଗିରଫ ହେଲା ମୁଖ୍ୟ ଅଭିଯୁକ୍ତ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ବାରଙ୍ଗ ଗଣଦୁଷ୍କର୍ମ ମାମଲାରେ ୨୨ ବର୍ଷ ପରେ ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ଜେଲ୍ ଗଲା । ସିବିଆଇ ସ୍ପେଶାଲ କୋର୍ଟରେ ହାଜର ପରେ ଅଭିଯୁକ୍ତ ବିବନ ଜେଲ୍ ଯାଇଛି । ସିବିଆଇ ଆଖିରେ ଧୂଳି ଦେଇ ୨୨ ବର୍ଷ ଧରି ବୁଲୁଥିବା ବିବନ । ବହୁ ଚର୍ଚ୍ଚିତ ୧୯୯୯…

୫-ଟି ଛାଟ : ୩୪ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବାଧ୍ୟତାମୂଳକ ଅବସର । ଶିକ୍ଷକଙ୍କୁ ୫-ଟି ଛାଟ । କାର୍ଯ୍ୟରେ ଅବହେଳା ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲାର ୩୪ ଜଣ ଶିକ୍ଷକଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ପ୍ରାଥମିକ ବିଦ୍ୟାଳୟର ୧୫ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ମାଧ୍ୟମିକ…

ଲୋକାଭିମୁଖୀ ବଜେଟ୍: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ବଜେଟକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଏହା ଏକ ଲୋକାଭିମୁଖୀ ଓ ବିକାଶୋନ୍ମୁଖୀ ବଜେଟ । ଆମ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶା ଯାତ୍ରାପଥରେ ବଜେଟ୍ ସହାୟକ ହେବ । ଗତବର୍ଷର ଅଧିକାଂଶ ସମୟ କୋଭିଡ୍ ଲକଡାଉନରେ ହରାଇଥିଲୁ । ସେଭଳି ସ୍ଥିତିରୁ…

୧ ଲକ୍ଷ ୭୦ହଜାର କୋଟିର ବଜେଟ୍: ଶିକ୍ଷା-ସ୍ୱାସ୍ଥ୍ୟ ଓ ନିଯୁକ୍ତି ଉପରେ ଫୋକସ୍

ଭୁବନେଶ୍ୱର: ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବର୍ଷ ୨୦୨୧-୨୨ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି । ଆଜି ବିଧାନସଭାରେ ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିରଞ୍ଜନ…

ଆଜି ପ୍ରଧାନମନ୍ତ୍ରୀ ଆଇଆଇଟି ଖଡଗପୁରର ୬୬ତମ ସମାର୍ବତନ ଉତ୍ସବକୁ ସମ୍ବୋଧିତ କରିବେ

ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ  ଆଜି  ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଇଆଇଟି ଖଡଗପୁରର ୬୬ ତମ ସମାବର୍ତନ ଉତ୍ସବକୁ ସମ୍ବୋଧିତ କରିବେ । ଏହି ଅବସରରେ ପଶ୍ଚିମବଙ୍ଗର ରାଜ୍ୟପାଳ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଏବଂ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ…

ପ୍ରତିରକ୍ଷା କ୍ଷେତ୍ରରେ ବଜେଟରେ ହୋଇଥିବା ବ୍ୟବସ୍ଥାର ତୁରନ୍ତ କାଯ୍ୟ୍ୟକାରିତା ସମ୍ପର୍କିତ ୱେବିନାରରେ…

ନୂଆଦିଲ୍ଲୀ: ପ୍ରତିରକ୍ଷା କ୍ଷେତ୍ରରେ ବଜେଟରେ ନିଆଯାଇଥିବା ପଦକ୍ଷେପ ଗୁଡିକୁ ପ୍ରଭାବୀ ଢ଼ଙ୍ଗରେ ତ୍ୱରାନ୍ୱିତ କରିବା ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ୱେବିନାରରେ ଅଭିଭାଷଣ ଦେବା ଅବସରରେ ପ୍ରକାଶ କରିଛନ୍ତି । ପ୍ରତିରକ୍ଷା କ୍ଷେତ୍ରକୁ ଆତ୍ମନିର୍ଭରଶୀଳ କରିବା ନେଇ ବିଶେଷ…

ଶୈବପୀଠ କପିଳାସରେ ମହାଶିବରାତ୍ରୀ ପାଇଁ କଟକଣା: ଆସିପାରିବେନି ଜିଲ୍ଲା ବାହାରର ଶ୍ରଦ୍ଧାଳୁ

ଢ଼େଙ୍କାନାଳ: ଆସନ୍ତା ମାର୍ଚ୍ଚ ୧୧ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମହାଶିବରାତ୍ରୀ ଉପଲକ୍ଷେ ରାଜ୍ୟର ଅନ୍ୟତମ ଶୈବପୀଠ ଢ଼େଙ୍କାନାଳର କପିଳାସ ପୀଠରେ ଜିଲ୍ଲା ପ୍ରଶାସନ ପକ୍ଷରୁ କରୋନା କଟକଣା ଜାରୀ କରାଯାଇଛି । ପ୍ରତ୍ୟେକ ବର୍ଷ କପିଳାସ ସ୍ଥିତ ପ୍ରଭୁ ଚନ୍ଦ୍ରଶେଖରଙ୍କ ଏହି ଜାଗର ଯାତ୍ରା…

୧ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍

ଭୁବନେଶ୍ୱର: ରାଜ୍ୟ ଅର୍ଥମନ୍ତ୍ରୀ ଶ୍ରୀ ନିରଂଜନ ପୂଜାରୀ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ଉପସ୍ଥାପନ କରି ମନ୍ତ୍ରୀ ଶ୍ରୀ ପୂଜାରୀ କହିଥିଲେ ଯେ କୋଭିଡ଼ ମହାମାରୀ ମାନବଜାତିକୁ ବଡ଼ ସଂକଟରେ ପକାଇଥିଲା, ସରକାରଙ୍କ ସକାରାତ୍ମକ…

୨୦୨୦-୨୧ ଆର୍ଥିକ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ମୋଟ ରାଜସ୍ୱ ଓ ପ୍ରାପ୍ତି ବାବଦକୁ ୬୭୮୮୩ କୋଟି ୩୭ ଲକ୍ଷ ଟଙ୍କା ଆଦାୟ…

ଭୁବନେଶ୍ୱର: ଚଳିତ ଆର୍ଥିକ ବର୍ଷ ୨୦୨୦-୨୧ ଆର୍ଥିକ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ମୋଟ ରାଜସ୍ୱ ଓ  ପ୍ରାପ୍ତି ବାବଦକୁ ୬୭୮୮୩ କୋଟି ୩୭ ଲକ୍ଷ ଟଙ୍କା ଆଦାୟ ହୋଇଛି । ଏହା ଲକ୍ଷ୍ୟ ଧାର୍ଯ୍ୟ  ପରିମାଣର ୫୫ ପ୍ରତିଶତ ଅଟେ ।  ସଭ୍ୟ ଅଶ୍ୱିନୀ କୁମାର ପାତ୍ରଙ୍କ ଦ୍ୱାରା ପଚରା ଯାଇଥିବା ମୂଳ ପ୍ରଶ୍ନ…