Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଶ୍ରୀ ନରେନ୍ଦ୍ର ଚଞ୍ଚଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ନୂଆଦିଲ୍ଲୀ: ଶ୍ରୀ ନରେନ୍ଦ୍ର ଚଞ୍ଚଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଲୋକପ୍ରିୟ ଭଜନ ଗାୟକ ନରେନ୍ଦ୍ର ଚଞ୍ଚଲଙ୍କ ଦେହାନ୍ତ ଖବର ମୋତେ ଅତ୍ୟନ୍ତ ଦୁଃଖ ପହଞ୍ଚାଇଛି । ସେ ନିଜର ମଧୁର ସ୍ୱର ସହିତ…
ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଦକ୍ଷତା ବିକାଶ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ ଶୁକ୍ରବାର ବିଭିନ୍ନ ସରକାରୀ ଆଇଟିଆଇ,ପଲିଟେକ୍ନିକ୍,ଇଂଜିନିୟରିଂ କଲେଜ ଓ ଦକ୍ଷତା ବିକାଶ କେନ୍ଦ୍ରଗୁଡ଼ିକରେ ଚାଲୁ ରହିଥିବା ଦକ୍ଷତା ବିକାଶ ପ୍ରକଳ୍ପ ସବୁର କାର୍ଯ୍ୟ ସମୀକ୍ଷା କରିଥିଲେ…
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୪,୨୫୬ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୪,୨୫୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୫୨ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୬,୩୯,୬୮୪ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା…
ନେତାଜୀ ଭାରତମାତାର ଅମୂଲ୍ୟ ରତ୍ନ – ମୁଖ୍ୟମନ୍ତ୍ରୀ
ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ଉତ୍ସବ ଆରମ୍ଭ
କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ଭାରତୀୟ ମୁକ୍ତି ସଂଗ୍ରାମର ମହାନ୍ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ପବିତ୍ର ଜନ୍ମ ଦିବସ । ଆଜିଠାରୁ ସାରା ଦେଶରେ ନେତାଜୀଙ୍କର ୧୨୫ତମ…
ନେତାଜୀ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେତାଜୀ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ - ଓଡ଼ିଶାର ବରପୁତ୍ର, ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ତାଙ୍କର ଦୃଢ ଆତ୍ମବିଶ୍ୱାସ, ଅନନ୍ୟ ବିଚାରଧାରା ଓ…
ଜିଲ୍ଲାରେ ୭୩ ଟି ଗ୍ରାମକୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କଲା ଗଜପତି ଜିଲ୍ଲା ପ୍ରଶାସନ
ପାରଳାଖେମୁଣ୍ଡି: ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ଭେକ୍ଷଣ ଅନୁସାରେ ଓଡ଼ିଶାରେ ବାଲ୍ୟବିବାହର ସ୍ଥିତି ଶତକଡ଼ା ୨୧ ପ୍ରତିଶତ ଥିଲା ବେଳେ ଗଜପତି ଜିଲ୍ଲାର ସ୍ଥିତି ତାହାଠାରୁ ବି ଖରାପ ଅଛି। ତେଣୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଆସନ୍ତା ୨୦୨୪ ପୂର୍ବରୁ ବାଲ୍ୟବିବାହର ସ୍ଥିତି ଶତକଡ଼ା ୧୦…
ଶୁଭ୍ରାଙ୍କ ନୂଆ ଠିକଣା ଝାରପଡ଼ା ଜେଲ୍
ଭୁବନେଶ୍ୱର:ଭୁବନେଶ୍ୱର ଝାରପଡ଼ା ଜେଲ୍ କୁ ଗଲେ ରୋଜଭ୍ୟାଲି ଚିଟଫଣ୍ଡ ସଂସ୍ଥାର ନିର୍ଦ୍ଦେଶିକା ଶୁଭ୍ରା କୁଣ୍ଡୁ । ୫ ଦିନର ରିମାଣ୍ଡ ସରିବା ପରେ ତାଙ୍କୁ ଆଜି ଭୁବନେଶ୍ୱର ଆଣାଯାଇ ସିବିଆଇ କୋର୍ଟରେ ହାଜର କରାଯାଇଥିଲା । ପରେ ତାଙ୍କୁ ଚିଟଫଣ୍ଡ ଠକେଇ ମାମଲାରେ ଜେଲ୍ ଯିବାକୁ ପଡ଼ିଛି । ଗତ ୫ ଦିନ…
ମୁଥୁଟ ଫାଇନାନ୍ସରୁ ୨୫ କେଜି ସୁନା ଲୁଟିନେଲେ ଡକାୟତ
ଚେନ୍ନାଇ: ସୁନା ବନ୍ଧା ରଖି ଲୋକଙ୍କୁ ଋଣ ଦେଉଥିବା ମୁଥୁଟ ଫାଇନାନ୍ସର ତାମିଲନାଡୁ ସ୍ଥିତ ହୋସୁର ବ୍ରାଞ୍ଚରେ ଆଜି ବଡ଼ ଧରଣର ଡକାୟତି ହୋଇଛି । ବନ୍ଧୁକଧାରୀ ଦୁର୍ବୃତ୍ତମାନେ ସ୍ପଷ୍ଟ ଦିବାଲୋକରେ ଉକ୍ତ ବ୍ରାଞ୍ଚରୁ ୨୫ କେଜି ସୁନା ଓ ୯୬ ହଜାର ଟଙ୍କା ଲୁଟ କରିଛନ୍ତି । ଏହି ଲୁଟ ସୁନାର ମୂଲ୍ୟ…
ଲାଲୁଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ
ରାଞ୍ଚି: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ବିଗିଡ଼ି ଯାଇଛି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ଉପରେ ନଜର ରଖିଛନ୍ତି । ଏହି ଖବର ମିଳିବା ପରେ ବିହାରରେ ଥିବା ତାଙ୍କ ପୁଅ…
ମମତାଙ୍କ ହାତ ଛାଡ଼ିଲେ ଆଉ ଜଣେ ମନ୍ତ୍ରୀ
କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ପୁଣିଥରେ ଝଟକା ଲାଗିଛି । ମମତାଙ୍କ ସରକାରରେ ଥିବା ଜଙ୍ଗଲ ମନ୍ତ୍ରୀ ରାଜୀବ ବାନାର୍ଜୀ ଆଜି ରାଜ୍ୟ କ୍ୟାବିନେଟ୍ରୁ ଇସ୍ତଫା ଦେଇଛନ୍ତି । ଏ ସମ୍ପର୍କରେ ସେ ମମତାଙ୍କୁ ଗୋଟିଏ ଚିଠି ଲେଖିଛନ୍ତି ।…