Browsing Category

ରାଜ୍ୟ

ଅନ୍ଧାର କବଜାରେ ଗୁରୁପ୍ରିୟା ସେତୁ

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳର ଲାଇଫ ଲାଇନ କୁହାଯାଉଥିବା ଗୁରୁପ୍ରିୟା ସେତୁରେ ଜଳୁନି କିଛି ଲାଇଟ ଏବଂ ଅଚଳ ହୋଇଯାଇଛି ସିସି କ୍ୟାମେରା। ତେବେ ବର୍ତ୍ତମାନ ଶୀତ ଋତୁ ଚାଲିଥିବା ସହ ନୂଆ ବର୍ଷର ଆସର ହେତୁ ସ୍ୱାଭିମାନ ଅଂଚଳର ଏହି ଗୁରୁପ୍ରିୟା ସେତୁ ଏକ ପର୍ଯ୍ୟଟନ ସ୍ଥଳୀରେ ପରିଣତ…

ମାହାଙ୍ଗା ବିଜେପି ପ୍ରଵାରୀଙ୍କୁ ଅତି ନିର୍ମମ ଭାବେ ହତ୍ୟା

ଭୁବନେଶ୍ୱର: ମାହାଙ୍ଗା ଥାନା ନୃତାଙ୍ଗ ପଂଚାୟତ ଯଂକୋଟି ଗ୍ରାମ ନିକଟରେ ପୂର୍ବ ଶତ୍ରୁତାକୁ ନେଇ ନୃତାଙ୍ଗ ଗ୍ରାମର ତଥା ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ ତଥା ବିଜେପି ପ୍ରଵାରୀ କୁଳମଣି ବରାଳଙ୍କୁ ପୂର୍ବ ଶତ୍ରୁତାକୁ ନେଇ ଅତି ନିର୍ମମ ଭାବରେ ହତ୍ୟା କରାଯାଇଛି । ତାଙ୍କ ସହ ତାଙ୍କର ଜଣେ ସହଯୋଗୀ…

ଆସନ୍ତା ୧୧ରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ

୩ ମାସ ଚାଲିବ ପାଠପଢା ଭୁବନେଶ୍ୱର: ଜାନୁଆରୀ ୧୧ ତାରିଖରୁ କଲେଜ ଓ ବିଶ୍ୱ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଜାନୁଆରୀ ୧୧ରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବା ସହ ମାର୍ଚ୍ଚ ୧୫ର ପର୍ଯ୍ୟନ୍ତ…

ଅପରାଜିତା ସର୍ବଶ୍ରେଷ୍ଠ ସାଂସଦ

ଭୁବନେଶ୍ୱର: ୨୦୨୦ ବର୍ଷ ପାଇଁ ଦେଶର ସର୍ବଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ବେଷ୍ଟ ପାର୍ଲାମେଣ୍ଟାରିଆନ ଏସିଆ ପୋଷ୍ଟ ଓ ଫେମ ଇଣ୍ଡିଆ ପକ୍ଷରୁ ସର୍ବଭାରତୀୟ ସ୍ତରରେ ସର୍ଭେ ପରେ ଏହି ଘୋଷଣା ହୋଇଛି । ଏହାପରେ ଅପରାଜିତା ଷଡଙ୍ଗୀଙ୍କ ନିକଟକୁ…

ରାଜ୍ୟର ପ୍ରଥମ ଜିଲ୍ଲା ସଂଗ୍ରହାଳୟ ଲୋକାର୍ପିତ

ସଂଗ୍ରହାଳୟରେ ଲୋକକଳା ଓ ପ୍ରାଚୀନ କିର୍ତ୍ତିରାଜିର ଝଲକ୍ ବୌଦ୍ଧ: ରାଜ୍ୟର ପ୍ରଥମ ଜିଲ୍ଲା ସଂଗ୍ରହାଳୟ ଭାବରେ ବୌଦ୍ଧ ରାଜତନ୍ତ୍ର ସମୟର ଶହେ ବର୍ଷର କଚେରୀ କୋଠାକୁ ଭିଡିଓ କନଫରେନସିଂ ମାଧ୍ୟମରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଏହି ସଂଗ୍ରହାଳୟରେ ଐତିହାସିକ…

୮ରୁ ଖୋଲିବ ସ୍କୁଲ୍: ଶନି-ରବିବାର ପାଠପଢ଼ା

ଭୁବନେଶ୍ୱର: ସବୁ ଆଶଙ୍କା ଓ ଅନିଶ୍ଚିତତାରେ ପୂର୍ଣ୍ଣଚ୍ଛେଦ ପଡ଼ିଲା । ଦୀର୍ଘ ୯ମାସ ସ୍କୁଲ ବନ୍ଦ ରହିବା ପରେ ଆସନ୍ତା ୮ ତାରିଖରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ପାଠ ପଢ଼ିବାକୁ ଯିବେ । ମାଧ୍ୟମିକ ଶିକ୍ଷା…

ପୂର୍ବ ଭାରତର ଏଜୁକେସନ୍ ହବ୍ ଓଡ଼ିଶା: ନବୀନ ପଟନାୟକ

ଭୁବନେଶ୍ୱର: ଶିକ୍ଷା କ୍ଷେତ୍ରରେ ରାଜ୍ୟ ନିଜ ପ୍ରଭାବ ବଜାୟ ରଖିବା ସହ ପୂର୍ବ ଭାରତର ଏଜୁକେସନ୍ ହବ୍ ଭାବେ ଉଭା ହୋଇଛି ବୋଲି ସମ୍ବଲପୁର ଆଇଆଇଏମ୍ ଶିଳାନ୍ୟାସ ଉତ୍ସବ ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର ଆଇଆଇଏମ୍ ୨୦୧୫ରେ ପ୍ରତିଷ୍ଠା ହୋଇ ଇତିମଧ୍ୟରେ ଦେଶରେ ଏକ…

ମ୍ୟାନେଜ୍‌ମେଣ୍ଟ କ୍ଷେତ୍ରରେ ଓଡ଼ିଶାକୁ ଦେବ ନୂଆ ପରିଚୟ

ଆତ୍ମନିର୍ଭର ଭାରତରେ ଯୋଗଦାନ ନିମନ୍ତେ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ ସମ୍ବଲପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଇଆଇଏମ୍ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ସମାରୋହରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ…

କରୋନା ଯୋଦ୍ଧା ଅଙ୍ଗନବାଡି ଓ ଆଶା କର୍ମୀ ସମ୍ମାନିତ

ବୋରିଗୁମ୍ମା: ବୋରିଗୁମ୍ମା ସ୍ଥିତ ଡାକ ବଙ୍ଗଳା ଠାରେ କରୋନା ଯୋଦ୍ଧା ଅଙ୍ଗନବାଡି ଓ ଆଶା କର୍ମୀଙ୍କୁ ସମ୍ମାନିତ କରାଯାଇଛି । ଓଡ଼ିଶା ରାଇଜିଙ୍ଗ ଫାଉଣ୍ଡେସନ ତରଫରୁ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଜୟପୁର ବିଧାୟକ ଶ୍ରୀତାରାପ୍ରସାଦ ବାହିନୀପତି ଯୋଗ ଦେଇଥିଲେ । ତାଙ୍କ ବକ୍ତବ୍ୟରେ ସେ…

ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଜ୍ୟାକି-ଉର-ରେହେମାନ ଲଖଭି ଗିରଫ

ଲାହୋର: ୨୦୦୮ ମସିହା ନଭେମ୍ବର ମାସ ୨୬ ତାରିଖରେ ମୁମ୍ବାଇରେ ହୋଇଥିବା ଆକ୍ରମଣ ଘଟଣାର ମାଷ୍ଟର ମାଇଣ୍ଡ ତଥା ଲସ୍କର ଆତଙ୍କବାଦୀ ସଂଗଠନର ପ୍ରମୁଖ ଜାକି ଓର ରେହମାନ ଲଖବୀକୁ ଗିରଫ୍ କରାଯାଇଛି । ତାକୁ ଆତଙ୍କବାଦୀ ମାନଙ୍କୁ ସାହାଯ୍ୟ କରିବା, ସେମାନଙ୍କୁ ଆର୍ଥିକ ସହାୟତା ଦେବା ଅଭିଯୋଗରେ ଗିରଫ୍…