Sign in
Sign in
Recover your password.
A password will be e-mailed to you.
Browsing Category
ସ୍ପେସିଆଲ
ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି
ପୁରୀ: ଶେଷ ହୋଇଛି ଶ୍ରୀଜିଉଙ୍କ ସୁନାବେଶ । ଶ୍ରୀଭୁଜ, ଶ୍ରୀପୟର, ହରିଡ଼ା ମାଳି, ବାହାଡ଼ା ମାଳି, ଘାଗଡ଼ା ମାଳି, ଶଙ୍ଖ, ଚକ୍ର, ଗଦା, ପଦ୍ମ, ହଳ ମୂଷଳ, ମୁକୁଟ, ସବୁକିଛି ସୁନା । ସୁବର୍ଣ୍ଣ ବିଭୂଷିତ ଦାରୁବ୍ରହ୍ମଙ୍କ ଆଭାରେ ଦାଉ ଦାଉ ଦିଶିଲେ ରଥତ୍ରୟ । ଗତକାଲି ବିଳମ୍ବିତ ରାତି ୧ଟା…
କାଠମାଣ୍ଡୁରେ ସମ୍ମାନିତ ହେବେ ପଦ୍ମଶ୍ରୀ ହଳଧର ନାଗ
ବରଗଡ: ବିଶ୍ବସ୍ତରୀୟ ମଞ୍ଚରେ ନେପାଳର କାଠମାଣ୍ଡୁରେ ସମ୍ମାନିତ ହେବେ ପଦ୍ମଶ୍ରୀ ହଳଧର ନାଗ । ଏଥିପାଇଁ ଆଜି ସେ କାଠମାଣ୍ଡୁ ଗସ୍ତ କରିଛନ୍ତି । ବରଗଡ ଜିଲ୍ଲା ତଥା ସାରା ଓଡିଶାର ଗର୍ବ ଓ ଗୌରବ ପଦ୍ମଶ୍ରୀ ହଳଧର ନାଗଙ୍କ ଦ୍ବାରା ସମ୍ବଲପୁରୀ ଭାଷାରେ ଲିଖିତ କବିତା ସାରା ବିଶ୍ବରେ ନାମ…
ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ ଇଣ୍ଡିଆକୁ ପ୍ରଶଂସା କଲେ ସୁନ୍ଦର ପିଚାଇ, ଗୁଗୁଲର ବଡ ପ୍ଲାନ ବିଷୟରେ କଲେ ଆଲୋଚନା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୧ ରୁ ୨୩ ଜୁନ୍ ମଧ୍ୟରେ ତିନି ଦିନିଆ ଆମେରିକା ଗସ୍ତରେ ଥିଲେ। ଏହି ସମୟରେ ସେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ଉପରାଷ୍ଟ୍ରପତି କମଲା ହାରିସ ଏବଂ ଅନ୍ୟାନ୍ୟ ବିଶିଷ୍ଟ ନେତା ତଥା ଅଗ୍ରଣୀ ଆମେରିକୀୟ କମ୍ପାନୀଗୁଡିକର ବରିଷ୍ଠ…
ଏହି ୩ ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଲା ଆରବିଆଇ
ନୂଆଦିଲ୍ଲୀ : ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଦେଶର ତିନୋଟି ବଡ ବ୍ୟାଙ୍କ ଉପରେ ଜରିମାନା ଲଗାଇଲା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ)। ତେବେ ସେହି ବ୍ୟାଙ୍କଗୁଡିକ ମଧ୍ୟରେ ଜମ୍ମୁ-କଶ୍ମୀର ବ୍ୟାଙ୍କ, ବ୍ୟାଙ୍କ ଅଫ ମହାରାଷ୍ଟ୍ର ଏବଂ ଆକ୍ସିସ ବ୍ୟାଙ୍କ ରହିଛି। ଆରବିଆଇ…
ଶ୍ରୀମନ୍ଦିର ସିଂହଦ୍ଵାରର ନୂତନ ରୂପାଦ୍ବାର ସ୍ଥାପନ ନିମନ୍ତେ ପ୍ରସ୍ତୁତି ଆରମ୍ଭ
ପୁରୀ : ଶ୍ରୀମନ୍ଦିରର ସିଂହଦ୍ଵାରର ନୂତନ ରୂପାଦ୍ବାର ସ୍ଥାପନ କରାଯିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ପୂର୍ବ ନିଷ୍ପତ୍ତି ଅନୁଯାୟୀ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନ ଯାତ୍ରାରେ ବାହାରିବା ପରେ କାମ ଆରମ୍ଭ ହେବ। ସେହି ନିଷ୍ପତ୍ତି ଅନୁସାରେ ସିଂହଦ୍ବାରରେ କାମ ଆରମ୍ଭ ହୋଇଛି। ପ୍ରଥମେ…
ଆଜି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଭକ୍ତଙ୍କ ସହ ଭଗବାନ ହେବେ ଏକାଠି
ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ସକାଳ ସାଢ଼େ ୯ଟାରେ ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ…
ସାରା ରାଜ୍ୟରେ ନିଆଁ ବର୍ଷା, ଫିକା ପଡ଼ିପାରେ ରଜ ମଉଜ
ଭୁବନେଶ୍ବର: ସାରା ରାଜ୍ୟରେ ନିଆଁ ବର୍ଷା । ଦିନ ସାଢେ ଦୁଇଟା ସୁଦ୍ଧା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି ସମ୍ବଲପୁର । ସମ୍ବଲପୁରରେ ୪୫.୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ହୀରାକୁଦରେ ୪୪.୪ ଡିଗ୍ରୀ ତାତି ରେକର୍ଡ ହୋଇଥିବାବେଳେ ରାଜଧାନୀ ଭୁବନେଶ୍ବରରେ ୪୩.୮ ରହିଛି ତାପମାତ୍ରା ।…
ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ 5T ସଚିବ
କେନ୍ଦୁଝର: ଦୁଆର ମୁହଁରେ ପହଞ୍ଚିଛି ପ୍ରଶାସନ । ଲୋକଙ୍କ ସମସ୍ୟା ଶୁଣି ତତକ୍ଷଣାତ ସମାଧାନ ପାଇଁ ନିଆଯାଉଛି ପଦକ୍ଷେପ । ବିକାଶର ସମୀକ୍ଷା ଫର୍ଦ୍ଦରେ ସାମିଲ ହେବ କେନ୍ଦୁଝର । ଆଜିଠୁ ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯାଇ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବେ 5T ସଚିବ ଭିକେ ପାଣ୍ଡିଆନ । ସକାଳ…
ଅଣସର ଘରେ ମହାପ୍ରଭୁଙ୍କର ଚାଲିଛି ଗୁପ୍ତସେବା, ଆଜି ଷଷ୍ଠୀରେ ଲାଗିହେବ ଓଷ
ପୁରୀ: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବାପରେ ଜ୍ବରରେ ପଡ଼ିଛନ୍ତି ଶ୍ରୀଜିଉ । ଅଣସର ଘରେ ଚାଲିଛି ଗୁପ୍ତସେବା । ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବାୟତ । ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଶ୍ରୀଅଙ୍ଗରେ ଲାଗି ହୋଇଛି ଫୁଲୁରୀ ତେଲ । ପୂର୍ବ ପରମ୍ପରା ଅନୁଯାୟୀ…
ସମସ୍ତ ଚେଷ୍ଟା ହେଲା ବିଫଳ ଶେଷରେ ଜୀବନ ହାରିଲା ଦନ୍ତା
ଢେଙ୍କାନାଳ : ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ବନାଞ୍ଚଳ ଅନ୍ତର୍ଗତ ଗୁରିଲୋ ଗ୍ରାମ୍ୟ ଜଙ୍ଗଲ ରେ ଦୁଇ ଦିନ ଧରି ଅସୁସ୍ଥ ଥିବା ଦନ୍ତା ହାତୀ ର ଆଜି ସକାଳ ସମୟରେ ମୃତ୍ୟୁ ଘଟିଛି ଦୁଇଦିନ ଧରି ବନ ବିଭାଗ ର କର୍ମଚାରୀ ଓ ଡାକ୍ତରୀ ଦଳ ଅକ୍ଲାନ୍ତ ପରିଶ୍ରମ କରି ଚିକିତ୍ସା କରିବା ସହ ସେବା ଯତ୍ନ ନେବା…