Sign in
Sign in
Recover your password.
A password will be e-mailed to you.
Browsing Category
ସ୍ପେସିଆଲ
ପ୍ରକାଶ ପାଇଲା ସିବିଏସଇ ଦଶମ ପରୀକ୍ଷାଫଳ, ପାସ୍ ହାର ୯୩.୧୨ ପ୍ରତିଶତ
ନୂଆଦିଲ୍ଲୀ: ସିବିଏସଇ ଦଶମ ରେଜଲ୍ଟ ପ୍ରକାଶିତ । ଏବର୍ଷ ଦେଶର ପାସ ହାର ରହିଛି ୯୩.୧୨% । ଗତବର୍ଷ ତୁଳନାରେ ଦେଶରେ କମିଛି ପାସ ହାର । ଚଳିତବର୍ଷ ୨୪,୪୮୦ ସ୍କୁଲରେ ପରୀକ୍ଷା ଦେଇଥିଲେ ୩୪ ଲକ୍ଷ ୮୦ହଜାର ଛାତ୍ରଛାତ୍ରୀ । ଚଳିତବର୍ଷ ଦିଲ୍ଲୀଠାରୁ ଓଡ଼ିଶା ରିଜିଅନରେ ଭଲ ରେଜଲ୍ଟ ହୋଇଛି ।…
DMD ରୋଗୀଙ୍କୁ ମିଳିବ ୧୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା, ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
ଭୁବନେଶ୍ୱର: DMD ବା ଡକ୍ନେ ମସ୍କ୍ୟୁଲାର୍ ଡେଷ୍ଟ୍ରୋଫି ରୋଗୀଙ୍କୁ ବଡ଼ ଉପହାର ଦେଇଛନ୍ତି ରାଜ୍ୟ ସରକାର। ଏଣିକି ଡିଏମ୍ଡି ଆକ୍ରାନ୍ତଙ୍କୁ ୧୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ମିଳିବ। ଡିଏମ୍ଡି ହେଉଛି ଏକ ଜିନ୍ଗତ ରୋଗ। ମାନବ ଶରୀରରେ ମାଂଶପେଶୀକୁ କାର୍ଯ୍ୟକ୍ଷମ ରଖୁଥିବା…
ସୁନା ପରେ ରୁପା ଭାଙ୍ଗିଲା ରେକର୍ଡ: ସର୍ବକାଳୀନ ସର୍ବାଧିକ ଦରରେ ପହଞ୍ଚିଲା
ନୂଆଦିଲ୍ଲୀ: ସୁନା ଦର ଗତକାଲି ସର୍ବକାଳୀନ ସର୍ବାଧିକ ସ୍ତରରେ ପହଞ୍ଚିବା ପରେ ଆଜି ରୂପା ମଧ୍ୟ ସର୍ବକାଳୀନ ଉଚ୍ଚତମ ସ୍ତରରେ ପହଞ୍ଚିଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ଆଜି ମଧ୍ୟ ସୁନା ଏବଂ ରୂପା ଦର ବୃଦ୍ଧି ପାଇବାରେ ଲାଗିଛି। ସୁନା ବିଷୟରେ କହିବାକୁ ଗଲେ ଆଜି ଏହା ୨୮ କିମ୍ବା…
କେନ୍ଦୁପତ୍ର ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ଦ୍ବିତୀୟ ପର୍ଯ୍ୟାୟରେ ମିଳିବ ୧୧୧ କୋଟି ଟଙ୍କାର ସହାୟତା
ଭୁବନେଶ୍ୱର: କେନ୍ଦୁପତ୍ର ହିତାଧିକାରୀ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କା ସହୟତା ପାଇବେ । ଉପକୃତ ହେବେ ୮ ଲକ୍ଷରୁ ଅଧିକ ହିତାଧିକାରୀ । ୨୦୨୨ ଫସଲ ବର୍ଷରେ ସର୍ବକାଳୀନ ରେକର୍ଡ ପରିମାଣର ସହାୟତା – ୧୯୪ କୋଟି । କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି। ଏହାସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ ଗୃହପାଳିତ ପ୍ରାଣୀମାନେ ମଧ୍ୟ ମୃତ୍ୟୁବରଣ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ଲୋକଙ୍କ ପରିବାର ପାଇଁ କେବଳ ଏକ ଅପୂରଣୀୟ…
ଆପଣଙ୍କ ବୟସ ଅନୁସାରେ କେତେ ଓଜନ ରହିବା ଆବଶ୍ୟକ ?
ଜଣେ ମଣିଷ ପାଇଁ ସୁସ୍ଥ ଶରୀର ଯେତିକି ଆବଶ୍ୟକ ସଠିକ ଓଜନ ମଧ୍ୟ ସେତିକି ଆବଶ୍ୟକ । ତେବେ ସଠିକ ଓଜନ କଣ? ଜଣେ ମଣିଷ ଶରୀରର କେଉଁ ବୟସରେ ସଠିକ ଓଜନ କେତେ ରହିବା ଆବଶ୍ୟକ? ଆଜି ଆମେ ଆପଣଙ୍କୁ କହିବୁ ଏସମ୍ପର୍କରେ.
ନବଜାତ ବା ସଦ୍ୟଜାତ ଶିଶୁ ପୁତ୍ରର ଓଜନ ୩.୩ କିଲୋଗ୍ରାମ ଓ…
ପାଣିପାଗ ! ୨୦୬୦ ଯାଏଁ ରହିବ ହିଟ୍ ୱେଭ୍ , ଭୟଭୀତ କରୁଛି ଆଇଏମଡି ର ଏହି ରିପୋର୍ଟ
ନୂଆଦିଲ୍ଲୀ: ଆସନ୍ତା ୪୦ ବର୍ଷ ଯାଏଁ ହିଟ୍ ୱେଭ୍ ଜାରି ରହିବ । ହିଟ୍ ୱେଭ୍ ର ସମୟ ବା ଦିନ ଆହୁରି ବୃଦ୍ଧି ହେବ । ଆହୁରି ୧୨ ରୁ ୧୮ ଦିନ ବୃଦ୍ଧି ପାଇବ ବୋଲି ଆଇଏମଡି ପକ୍ଷରୁ ବୂର୍ବାନୁମାନ କରାଯାଇଛି । ମଙ୍ଗଳବାର ଦିନ ପ୍ରକାଶିତ ପାଣିପାଗ ବିଭାଗ (ଆଇଏମଡି) ର ଏକ ନୂତନ ରିପୋର୍ଟ…
ବ୍ରିଟେନରେ ନିର୍ମାଣ ହେବ ଜଗନ୍ନାଥ ମନ୍ଦିର, ୨୦୨୪ ବେଳକୁ ପ୍ରଥମ ପର୍ଯ୍ୟାୟ ନିର୍ମାଣ ଶେଷ
ବ୍ରିଟେନରେ ନିର୍ମାଣ ହେବ ଜଗନ୍ନାଥ ମନ୍ଦିର । ଏଥିପାଇଁ ୟୁକେ ଚାରିଟି ପକ୍ଷରୁ ପାଣ୍ଠି ସଂଗ୍ରହ କରାଯାଉଛି । ଏହି ନିକଟରେ ଚାରିଟିକୁ ମିଳିଛି ୨୫୦ କୋଟି ଟଙ୍କାର ଦାନ । ଭାରତ ବାହାରେ ପ୍ରଥମ ଥର ପାଇଁ ମନ୍ଦିର ନିର୍ମାଣ ସକାଶେ ଏତେ ବଡ଼ ରକମର ଦାନ କରାଯାଇଛି । ଓଡ଼ିଆ ଉଦ୍ୟେଗୀ…
ବିଜେଡି ନୂଆ କାର୍ଯ୍ୟାଳୟ ‘ଶଙ୍ଖ ଭବନ’
ଭୁବନେଶ୍ୱର : ଲୋକାର୍ପିତ ହେଲା ବିଜେଡି କାର୍ଯ୍ୟାଳୟ । ପବିତ୍ର ଅକ୍ଷୟ ତୃତୀୟ ଅବସରରେ ବିଜୁ ଜନତା ଦଳର ନୂଆ କାର୍ଯ୍ୟାଳୟ ଶଙ୍ଖ ଭବନର ଉଦଘାଟନ କରିଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନସେବା, ତ୍ୟାଗ ଓ ସ୍ବାଭିମାନର ପ୍ରତୀକ ସାଜିବ ଶଙ୍ଖ ଭବନ ।
ଭୁବନେଶ୍ବର…
ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା । ଭୁବନେଶ୍ବର ଓୟୁଏଟି ପରିସରରେ ରାଜ୍ୟସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିବେ ଅଖିମୁଠି ଅନୁକୂଳ । ଚାଷୀଙ୍କ ମଙ୍ଗଳ ପାଇଁ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ ସହ ଏହି ପବିତ୍ର ଦିନରେ ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ ।…