Browsing Category

Aducation

ଜିଲ୍ଲା ସ୍ତରୀୟ ୭୯ ତମ ସ୍ବାଧୀନତା ଦିବସ ଉପଲକ୍ଷେ ଅନୁଷ୍ଠିତ ଚିତ୍ରାଙ୍କନ, ପ୍ରବନ୍ଧ,

ଛତ୍ରପୁର ତା.୦୮.୦୮.୨୦୨୫ ଗଞ୍ଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ  ଗଞ୍ଜାମ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଚିତ୍ରାଙ୍କନ, ଓଡିଆ ବକ୍ତୃତା,ଇଂରାଜୀ ବକ୍ତୃତା,  ଦେଶାତ୍ମବୋଧ ସଙ୍ଗୀତ ଓ ପ୍ରବନ୍ଧ ପ୍ରତିଯୋଗିତା  ଅନୁଷ୍ଠିତ ହୋଇଯାଇଛି  । ମଙ୍ଗଳବାର ଦିନ…

ରାଜ୍ୟରେ ଅଭିଭାବକ ଶିକ୍ଷକ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, 30/7: ଚଳିତ ଶିକ୍ଷାବର୍ଷ ୨୦୨୫-୨୬ର ଦ୍ୱିତୀୟ ଅଭିଭାବକ, ଶିକ୍ଷକ-ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ ସାରା ରାଜ୍ୟରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ "ଆସ ସ୍କୁଲ ଯିବା ଅଭିଯାନ’, ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ପାଇଁ ନିରାପଦ…

ତାଏକ୍ସୋଣ୍ଡୋ ଚମ୍ପିଆନସିପରେ ଦିଭ୍ୟନ୍ସି କୃତିତ୍ୱ

ବ୍ରହ୍ମପୁର: ୨୦୨୫ ବର୍ଷ ପାଇଁ ସିବିଏସ୍‌ଇର ଆଞ୍ଚଳିକ ତାଏକ୍ସୋଣ୍ଡୋ ଚମ୍ପିଆନସିପ୍ ୨୪ ରୁ ୨୬ ତାରିଖ ଯାଏ ମେଘାଳୟର ର ଶିଙ୍ଗ °ସ୍ଥିତ ସ୍ଥିତ ବିଡିଡ଼ବ୍ଲୁ ଆନ୍ତର୍ଜାତୀୟ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଅଛି । ଏହି ପ୍ରତିଯୋଗିତାରେ ଓଡ଼ିଶା, ଆସାମ, Iମ, ଛତିଶଗଡ, ମେଘାଳୟ ଓ ପଶ୍ଚିମବଙ୍ଗ ଆଦି…

ଅଗଷ୍ଟ ୧ ତାରିଖରୁ କରିଛି ନୂଆ ନିୟମ ବିଇଏମସିର ଲାଇବ୍ରେରୀ

ବ୍ରହ୍ମପୁର ସହରର ପାଣିଟାଙ୍କି ଛକରେ ରହିଛି ବିଇଏମସିର ଲାଇବ୍ରେରୀ । ଏହି ଲାଇବ୍ରେରୀରେ ଛାତ୍ରଛାତ୍ରୀ ମାନେ ପାଠପଢ଼ିବା ନିମନ୍ତେ ସମସ୍ତ ପ୍ରକାରର ଆନୁସଙ୍ଗିକ ସୁବିଧା କରିଛି ବିଇଏମସି । ପାଠପଢ଼ିବା ନିମନ୍ତେ ପ୍ରାୟ ୧୫୦୦ ବହି ରହିଥିବା ବେଳେ ଲାଇବ୍ରେରୀରେ ଶୀତତାପ ନିୟନ୍ତ୍ରିତ ବ୍ୟବସ୍ଥା…

ପିଜିଟି ଶିକ୍ଷକଙ୍କ ୫ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, 28/7: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ଇତିହାସ ଓ ଇଂରାଜୀ ବିଷୟର ସ୍ନାତକୋତର ବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ ଶିରିପୁରସ୍ଥିତ ଇମେଜ୍ ଠାରେ…

ଗୋଷ୍ଟି ଶିକ୍ଷା ଅଧିକାରୀ ଙ୍କୁ ଦାବି ପତ୍ର ଦେଲେ ପ୍ରାଥମିକ ଶିକ୍ଷକ ସଙ୍ଘ

ସୋରଡ଼ା : ଗଞ୍ଜାମ ଜିଲ୍ଲା ସୋରଡ଼ା ଗୋଷ୍ଟି ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ରେ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଏକ ଦାବିପତ୍ର ଗୋଷ୍ଟି ଶିକ୍ଷା ଅଧିକାରୀ ଙ୍କୁ ପ୍ରଦାନ କରିଛନ୍ତି l ଶିକ୍ଷକ ଙ୍କ କହିବା ଅନୁଯାୟୀ ପ୍ରାଥମିକ ଶିକ୍ଷକ ମାନଙ୍କ ପାଖରେ ବର୍ତମାନ ସୁଦ୍ଧା ସମସ୍ତ ଶିକ୍ଷକଙ୍କ…

ସରସ୍ବତୀ ଶିଶୁ ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା

ପୁରୁଷୋତ୍ତମପୁର : ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିର ପରିସରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି | ବିଦ୍ୟାଳୟ ର ପ୍ରଧାନଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆ ଙ୍କ ପ୍ରେରଣା ରେ ତ୍ରିପୁରା ଗୁରୁମା, ପରିଚାଳନା କରିଥିଲେଏବଂ । ପ୍ରମୋଦିନୀ ଗୁରୁମା, ଅତିଥ୍‌ଙ୍କ…

ପିଜି ଛାତ୍ରଛାତ୍ରୀଙ୍କୁ ମାନସିକ ନିର୍ଯାତନା

ବ୍ରହ୍ମପୁର, : ବ୍ରହ୍ମପୁର ଏମକେସଜ ମେଡକାଲ କଲେଜ ଓ ହସପିଟାଲର ଶିଶୁ ବିଭାଗର ଆସୋସିଏଟ ପ୍ରଫେସର ଭାରତୀ ଦାସଙ୍କ ନାଁରେ ଅଭିଯୋଗ ଆଣିଛନ୍ତି ପିଜି ଛାତ୍ରଛାତ୍ରୀ। ମାନସିକ ନିର୍ଯାତନା ଦେଉଥୁବା ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି । ଡିନ୍ ପ୍ରଫେସର ଡାକୁର ସୁଚିତ୍ରା ଦାସ ଏବଂ ପ୍ରଫେସର…

ଗଙ୍ଗାଧର ମେହେର ବିଶବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା : ଅଧ୍ୟାପକ ଗିରଫ

ସମ୍ବଲପୁର,: ବାଲେଶ୍ୱର ଏଫଏମ୍ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ନିର୍ଯାତନା । ଏଥିରେ ମଧ୍ୟ ଜଣେ ଅଧ୍ୟାପକ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି । ଏଫଏମ୍ କଲେଜ ନିଆଁ ସାରା ଓଡ଼ିଶାରେ ହୁତୁହୁତୁ ହୋଇ ଜଳୁଥିବାବେଳେ ପୁଣି ଏହି ଘଟଣା ରାଜ୍ୟ ରାଜନୀତିକୁ ସରଗରମ…

ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି

କଟକ, ୧୫ା୭ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର କଟକଠାରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଇଛନ୍ତି । ସମାରୋହରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି, ଏହି ଶିକ୍ଷାନୁଷ୍ଠାନ ସ୍ୱାଧୀନତା ସଂଗ୍ରାମର ଏକ ସକ୍ରିୟ କେନ୍ଦ୍ର ଥିଲା ଏବଂ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ…