Browsing Category

Lokal news

ରାୟପୁରର ଏକ ଫ୍ୟାକ୍ଟ୍ରିରେ ଦୁର୍ଘଟଣା, ୬ ମୃତ

ଛତିଶଗଡ଼, : ରାୟପୁରର ଏକ ଫ୍ୟାକ୍ଟ୍ରିରେ ଦୁର୍ଘଟଣା । ଫ୍ୟାକ୍ଟ୍ରି ନିର୍ମାଣ ବିଭାଗର ଛାତ ଭୁଶୁଡି ୬ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଛି । ଏଥିସହ ଅନ୍ୟ ୬ ଜଣ ମଧ୍ୟ ଗମ୍ଭୀର ଆହତ ହୋଇଛନ୍ତି । ସୂଚନାନୁଯାୟୀ, ନିର୍ମାଣ ବିଭାଗର ଛାତ ଭୁଶୁଡିବା ଫଳରେ ଶ୍ରମିକମାନେ ପୋତି ହୋଇଥିଲେ ବୋଲି ପୋଲିସ…

ଜିନ୍ଦଲ ଷ୍ଟିଲ ଦ୍ୱାରା ଅନୁଗୁଳରେ ଭାରତର ଅନ୍‌୍ୟତମ ବୃହତ ବ୍ଲାଷ୍ଟ ଫର୍ଣ୍ଣେସ କାର୍ଯ୍ୟକ୍ଷମ

ଅନୁଗୁଳ, : ପ୍ରସିଦ୍ଧ ଶିଳ୍ପପତି ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଜିନ୍ଦଲ ଷ୍ଟିଲ୍‌, ଅନୁଗୁଳ ଷ୍ଟିଲ୍ ପ୍ଲାଣ୍ଟରେ ଦେଶର ଅନ୍‌ଯତମ ସର୍ବବୃହତ ବ୍ଲାଷ୍ଟ ଫର୍ଣ୍ଣେସ କାର୍ଯ୍ୟକ୍ଷମ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭରଶୀଳ ଭାରତର ସ୍ୱପ୍ନକୁ ସାକାର କରିବାରେ ଏକ ମାଇଲଖୁଣ୍ଟ…

ନାଲକୋର ୪୪ତମ ବାର୍ଷିକ ସାଧାରଣ ବୈଠକ

ଭୁବନେଶ୍ୱର, : ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧୀନସ୍ଥ ନବରତ୍ନ ଲୋକ ଉଦ୍ୟୋଗ, ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍ (ନାଲକୋ) ପକ୍ଷରୁ ଆଜି ଭୁବନେଶ୍ୱରସ୍ଥିତ କର୍ପୋରେଟ କାର୍ଯ୍ୟାଳୟରେ ଏହାର ୪୪ତମ ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ୍ ମୋଡରେ…

ମୋତେ ଦେଶ ବିରୋଧୀ କହି ଫିଲ୍ମ ରିଲିଜ୍ ବନ୍ଦ କରିଦେଲେ, ଏବେ ପାକିସ୍ତାନ ସହ ମ୍ୟାଚ୍ କେମିତି ଖେଳୁଛି ଭାରତ

ନୂଆଦିଲ୍ଲୀ, : ପହଲଗାମ ଆତଙ୍କବାଦୀ ଆକ୍ରମଣ, ପାକିସ୍ତାନୀ ଅଭିନେତା ହାନିଆ ଆମିରଙ୍କ ସହ ତାଙ୍କ ଫିଲ୍ମ ସରଦାରଜୀ ୩କୁ ନେଇ ବିବାଦ ଏବଂ ଭାରତ ଓ ପାକିସ୍ତାନ ମ୍ୟାଚ୍‌କୁ ନେଇ ଗାୟକ-ଅଭିନେତା ଦିଲଜିତ୍‌ ଦୋସାଞ୍ଜ ତାଙ୍କର ନୀରବତା ଭାଙ୍ଗିଛନ୍ତି । ମାଲେସିଆରେ ତାଙ୍କ କନସର୍ଟରେ ଭାଷଣ ଦେଇ…

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ

ମାଲକାନଗିରି, : ଗୁରୁବାର ସୁକନ୍ୟା ସମୃଦ୍ଧି ଯୋଜନା ନେଇ ଏକ ସଚେତନତା କାର୍ଯ୍ୟକ୍ରମ କରିଛନ୍ତି ସାଂସଦ ଇଂ.ବଳଭଦ୍ର ମାଝୀ । ଗୁରୁବାର ପୂର୍ବାହ୍ନରେ ମାଲକାନଗିରି ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ମୁଖ୍ୟ ଶାଖା ଠାରେ ମୁଖ୍ୟଅତିଥି ଭାବେ ସାଂସଦ ଇଂ ମାଝୀ ଯୋଗ ଦେଇ ୧୦ ବର୍ଷରୁ କମ୍‌ ବାଳିକାମାନଙ୍କର…

ଆଜିଠୁ କିଟ୍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର, : କିଟ୍‌ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ୨୬ତାରିଖରୁ ଆରମ୍ଭ ହେଉଛି । ପ୍ରଥମ ଥର କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ୩ ଦିନିଆ ସମାବର୍ତ୍ତନ ହେଉଛି । ଏହି ସମାବର୍ତ୍ତନ ଉତ୍ସବ ତିନି ଦିନ ଧରି ଆୟୋଜିତ ହେବା ଫଳରେ ବହୁ ସଂଖ୍ୟାରେ ସ୍ନାତକ ଛାତ୍ରଛାତ୍ରୀ ସେମାନଙ୍କ ପିତାମାତା ତଥା…

ଖାରବେଳ ଭବନ ପରିସରରେ ସାମୂହିକ ସ୍ୱଚ୍ଛତା ଅଭିଯାନ

ଭୁବନେଶ୍ୱର, ଦେଶବ୍ୟାପୀ ସ୍ୱଚ୍ଛତା ହିଁ ସେବା ଅଭିଯାନର ଅଂଶବିଶେଷ ସ୍ୱରୂପ ଖାରବେଳ ଭବନ ପରିସରରେ ଗୁରୁବାର ଏକ ସାମୂହିକ ସ୍ୱଚ୍ଛତା ଅଭିଯାନ ‘ଏକ ଦିନ ଏକ ଘଣ୍ଟା ଏକ ସାଥ‘ ସଫଳତାର ସହ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ଏବଂ ବାଣିଜ୍ୟ ଏବଂ ପରିବହନ…

ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜିତ ହେବ ଏସୀୟ ଟେବୁଲ ଟେନିସ୍ ଟିମ୍ ଚାମ୍ପିୟନସିପ

ଭୁବନେଶ୍ୱର, : ଓଡ଼ିଶାରେ ପ୍ରଥମ ଥର ପାଇଁ ଏସୀୟ ଟେବୁଲ ଟେନିସ୍ ଟିମ୍ ଚାମ୍ପିୟନସିପ୍‌ ପ୍ରତିଯୋଗିତାର ଆୟୋଜନ କରାଯିବ । ଅକ୍ଟୋବର ମାସ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟର ଠାରେ ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍ ଟିମ୍…

‘ସ୍ୱଚ୍ଛତା ହିଁ ସେବା ୨୦୨୫’ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : ସ୍ୱଚ୍ଛତା ହି ସେବା ୨୦୨୫ ଅଭିଯାନ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ଅବସରରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ଆୟୋଜିତ ଗଣସଫେଇ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ,…

ଚୋରି ଅଭିଯୋଗରେ ୩ ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

ବ୍ୟାସନଗର, : ଯାଜପୁର ରୋଡ ଆଦର୍ଶ ଥାନା ଅନ୍ତର୍ଗତ ମୁଣ୍ଡମାଳ ଅଞ୍ଚଳର ସୁବାଷ ଚନ୍ଦ୍ର ମିଶ୍ର ଅଭିଯୋଗ କରିଥିଲେ କି ଗତ ୨୪.୦୮.୨୫ ମଧ୍ୟରାତ୍ରିରେ କିଛି ଅଜଣା ଦୁର୍ବୃତ ତାଙ୍କ ଘରୁ କବାଟ ଭାଙ୍ଗି ସୁନା ଅଳଙ୍କାର ଏବଂ ନଗଦ ଟଙ୍କା ଚୋରି କରିଥିବାର । ଏହି ଆଧାରରେ ଯାଜପୁର ରୋଡ ଥାନା ମାମଲା ନଂ…