Browsing Category

Lokal news

ଓଟିଇଟି ପ୍ରଶ୍ନ ଲିକ୍ ଘଟଣା: ଜିତନ୍‌, ବିଜୟଙ୍କୁ ୬ ଘଣ୍ଟା ଜେରା

କଟକ, : ସ୍ପେସାଲ୍‌ ଓଟିଇଟି ପ୍ରଶ୍ନ ଲିକ୍ ଘଟଣା । ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଓ ରାୟଗଡ଼ା ଜିଲ୍ଲାର ଏକ୍ସକ୍ୟାଡର୍ ଶିକ୍ଷକ ସଂଘ ନେତା ବିଜୟ କୁମାର ମିଶ୍ରଙ୍କୁ କ୍ରାଇମ୍‌ବ୍ରାଞ୍ଚ ଦୁଇ ଦିନିଆ ରିମାଣ୍ଡରେ ଆଣିଛି । ତଦନ୍ତକାରୀ ଟିମ୍ ଦୁଇ ଅଭିଯୁକ୍ତଙ୍କୁ ଚୌଦ୍ୱାର ଜେଲରୁ…

ଆଇଟିଆଇ ଉନ୍ନତିକରଣ ପାଇଁ ଜାତୀୟ ଯୋଜନା ଉପରେ ପରାମର୍ଶଦାତା କର୍ମଶାଳା

ଭୁବନେଶ୍ୱର, : ଭୁବନେଶ୍ୱରର ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ରାଜ୍ୟରେ ବୈଷୟିକ ଶିକ୍ଷାର ଭବିଷ୍ୟତ ଗଠନ ପାଇଁ ନୀତି ନିର୍ଦ୍ଧାରକ, ଶିଳଳ୍ପୋଦ୍ୟୋଗୀ ଏବଂ ତାଲିମ ବିଶେଷଜ୍ଞଙ୍କୁ ଏକତ୍ରିତ କରି ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ଉପରେ ଏକ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ ହୋଇଯାଇଛି…

ସ୍ୱଚ୍ଛ ନିରାପଦ ବୃହତ ପାନୀୟ ଜଳ ଯୋଗାଇବା ନେଇ ପ୍ରକଳ୍ପଗୁଡ଼ିକର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର, : ସମଗ୍ର ଓଡ଼ିଶାବାସୀଙ୍କୁ ସ୍ୱଚ୍ଛ ନିରାପଦ ପାନୀୟ ଜଳ ଯୋଗାଇବା ପାଇଁ ସରକାର ସଙ୍କଳ୍ପବଦ୍ଧ ଅଛନ୍ତି । ରାଜ୍ୟରେ ଗ୍ରାମାଂଚଳରେ ଏହି କାର୍ଯ୍ୟକୁ ଉଚିତ ଭାବରେ କାର୍ଯ୍ୟକାରୀ କରି ସମସ୍ତ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ବୃହତ ପାନୀୟ…

ଆଜିଠୁ ଲଘୁଚାପ, ୩ ଦିନ ଧରି ୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର, : ବୁଧବାର ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବୁଧବାରଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା…

ଓଡିଶା ମେରାଇନ ବାୟୋଟେକ୍ନୋଲୋଜି ରିସର୍ଚ୍ଚ ଏଣ୍ଡ ଇନୋଭେସନ କରିଡୋରର ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଭୁବନେଶ୍ୱର, : ଓଡିଶାକୁ ମେରିନ ବାୟୋଟେକ୍ନୋଲୋଜି ଏବଂ ବ୍ଲୁ ଅର୍ଥନୀତି ମାନ୍ୟରେ ବିଶ୍ୱ ମାନଚିତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ର ଭାବରେ ପରିଚିତ କରାଯିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଙ୍ଗଳବାର ଓଡିଶା ମେରାଇନ ବାୟୋଟେକ୍ନୋଲୋଜି ରିସର୍ଚ୍ଚ ଏଣ୍ଡ ଇନୋଭେସନ କରିଡୋରର…

ସମାଜସେବୀ ଙ୍କ ଦେହାନ୍ତ

କଟକ : ପୂର୍ବତନ ରେଳ କର୍ମଚାରୀ ତଥା ସମାଜସେବୀ ସୁରପ୍ରସାଦ ବିଶ୍ୱାଳ ଙ୍କ ବାର୍ଦ୍ଧକ୍ୟ ଜନିତ ମୃତ୍ୟୁ ଶନିବାର ଦିନ କଟକ ମହାନଦୀ ବିହାର ବାସ ଭବନ ରେ ହୋଇ ଯାଇଛି l ସେ ଜଣେ ମିଷ୍ଟଭାଷୀ, ପରପୋକାରୀ ବଦାନ୍ଯ ବ୍ୟକ୍ତି ଥିଲେ, ମୃତ୍ଯୁବରଣ ପୂର୍ବ ରୁ ଛପଡା ଗ୍ରାମ ରେ ଏକ ମନ୍ଦିର ନିର୍ମାଣ…

ଅନଲାଇନରେ ବିକ୍ରି ହେବନି ମହାପ୍ରସାଦ: ଆଇନ୍‌ମନ୍ତ୍ରୀ

ଭୁବନେଶ୍ୱର, : ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି, ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ ଏବଂ ରାଜ୍ୟ ସରକାର । ଭାରତର ଅନ୍ୟ ମନ୍ଦିର ତୁଳନାରେ…

କ୍ରପ୍ ୱେଦର୍ ୱାଚ୍ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, : କୃଷି ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ପ୍ରମୁଖ ଶାସନ ସଚିବ ଡ଼. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ କ୍ରପ୍‌ ୱେଦର୍ ୱାଚ୍ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟରେ ଫସଲର ସ୍ଥିତି, ପାଣିପାଗ, ସାର ଯୋଗାଣ ସ୍ଥିତି ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା । ଭାରତର…

କନକ ବର୍ଦ୍ଧନ ସିଂହଦେଓଙ୍କ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟାନ୍ୱୟନ ସମୀକ୍ଷା

ଭୁବନେଶ୍ୱର, ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଏବଂ ପ୍ରଧାନମନ୍ତ୍ରୀ-କୁସୁମ ଭଳି ଶକ୍ତି ବିଭାଗର ପ୍ରମୁଖ ଯୋଜନାଗୁଡ଼ିକର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି । ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଯୋଜନା…

୧୩ରେ ଲଘୁଚାପ, ଆଜିଠୁ ବଡ଼ ବର୍ଷା

ଭୁବନେଶ୍ୱର, : ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ । ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଦକ୍ଷିଣ…