Sign in
Sign in
Recover your password.
A password will be e-mailed to you.
Browsing Category
Lokal news
ଶବ ଉପରେ ରାଜନୀତି କରୁଛନ୍ତି ବିରୋଧୀ: ବିଜେପ
ଭୁବନେଶ୍ୱର, : ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ପରେ ବିରୋଧୀ ଦଳ ଦ୍ୱାରା ଅଭିଯୋଗକୁ ନେଇ ବିଜେପି ପ୍ରତିକ୍ରିୟା ଦେଇଛି । ବିଜେପିର ପ୍ରବକ୍ତା ମନୋଜ ମହାପାତ୍ର କହିଛନ୍ତି ଯେ ଶାଗୁଣା ଯେମିତି ଶବକୁ ଚାହିଁ ବସିଥାଏ । ସେମିତି ଶବ ଉପରେ ରାଜନୀତି କରୁଛନ୍ତି ବିରୋଧୀ । ଏହା ହୀନ ରାଜନୀତି ।…
ପୋଲିସରଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ
ଵ୍ରହ୍ମପୁର, ୨/୮ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଓରଫ ମାଲ ନାହାକ ଆହତ ହୋଇଛି। ଗୋଳନ୍ଥରା ପୋଲିସ ଅଧିକାରୀଙ୍କ ଗୁଳି ସୁନୀଲଙ୍କ ବାମ ଗୋଢ଼ ଜଙ୍ଘ ପାଖରେ ବାଜିଛି। ସେ ଏବେ ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି। ସୁନୀଲ ନାଁ' ରେ ବିଭିନ୍ନ ଥାନାରେ ଏକାଧିକ …
ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା
ଭୁବନେଶ୍ୱର, ୧ା୮ : ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ ଓଟିଇଟି । ଏନେଇ ଶୁକ୍ରବାର ମାଧ୍ୟମିକ ଶିକ୍ଷା ପରିଷଦ (ପିଏସ୍ଇ) ପକ୍ଷରୁ ସୂଚନା ଦିଆଯାଇଛି । ଦୁଇଟି ସିଟିଂରେ ହେବ ସ୍ପେଶାଲ୍ ଓଟିଇଟି । ସକାଳ ୯ଟାରୁ ୧୧.୩୦ ଯାଏ ପେପର୍-୧ ପରୀକ୍ଷା ହେବ । ଦିନ ୨ଟାରୁ ସାଢେ ୪ଟା ଯାଏ ପେପର୍-୨…
ଭାରତୀୟ ରିଅଲ ଇଷ୍ଟେଟ୍ ଡେଭେଲପର୍ସ ଓଡ଼ିଶାର ଅଭିବୃଦ୍ଧିରେ ଯୋଗଦାନ ଜାରି ରଖନ୍ତୁ: ରାଜ୍ୟପାଳ
ଭୁବନେଶ୍ୱର, 1/7: ଭାରତୀୟ ରିଅଲ ଇଷ୍ଟେଟ୍ ଡେଭଲପର୍ସ କ୍ରେଡାଇ (ସିଆର୍ଇଡିଏଆଇ) ଓଡ଼ିଶାର ଅଭିବୃଦ୍ଧିରେ ଯୋଗଦାନ ଜାରି ରଖିବାକୁ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପାଟି ଆହ୍ୱାନ ଜଣାଇଛନ୍ତି । ଶୁକ୍ରବାର ଭୁବନେଶ୍ୱରଠାରେ ଭାରତୀୟ ରିଅଲ ଇଷ୍ଟେଟ୍ ଡେଭେଲପର୍ସର ଜାତୀୟସ୍ତରୀୟ ଏକ୍ସଟ୍ରାଅର୍ଡିନାରୀ…
ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ୫ ଦିନିଆ ପ୍ରଶିକ୍ଷଣ ଉଦଯାପିତ
ଭୁବନେଶ୍ୱର, 1/8: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ଇତିହାସ ଓ ଇଂରାଜୀ ବିଭାଗ ସ୍ନାତକୋତର ବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ଆରମ୍ଭ ହୋଇଥିବା ପାଂଚ ଦିନିଆ ପ୍ରଶିକ୍ଷଣ ଉଦଯାପିତ…
‘ଓଡ଼ିଶା ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣର ସହ ସେବା କରୁନ୍ତୁ’
ଭୁବନେଶ୍ୱର, 1/8: ରାଜସ୍ୱ ସେବା ହେଉଛି ଶାସନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସେବା ମଧ୍ୟରୁ ଅନ୍ୟତମ, ଯାହା ଜନସାଧାରଣଙ୍କ ସହ ପ୍ରତ୍ୟେକ୍ଷ ଭାବେ ଜଡିତ ହୋଇ ରହିଥାଏ । ଏଣୁ ଓଡ଼ିଶା ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣ ସହ ସେବା ଯୋଗାଇବାକୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି…
ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା ପ୍ରସ୍ତୁତି ସମୀକ୍ଷା, ପ୍ରତିଯୋଗିତାକୁ ସଫଳତାର ସହ…
ଭୁବନେଶ୍ୱର, 1/8: ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ସ କଂଟିନେଂଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା । ଶୁକ୍ରବାର କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଉକ୍ତ ପ୍ରତିଯୋଗିତା ଆୟୋଜନର…
କ୍ୟାବିନେଟ୍ ନିଷ୍ପତ୍ତି: ଜିଏସଟି ଆଇନରେ ସଂଶୋଧନ ଓ ଇଟାଭାଟି ରାଜସ୍ୱ ହାନି ରୋକିବାକୁ “ଟ୍ରାକ୍ ଆଣ୍ଡ…
ଭୁବନେଶ୍ୱର, ୧ା୮ : ବାଲି ଖନନ, ଇଟାଭାଟି ଓ ପାନମସଲା ଆଦି କ୍ଷେତ୍ରରେ ରାଜସ୍ୱ ହାନିକୁ ରୋକିବା ନିମନ୍ତେ ଏଣିକି "ଟ୍ରାକ୍ ଆଣ୍ଡ ଟ୍ରେସ୍' ବ୍ୟବସ୍ଥାକୁ ଉପଯୋଗ କରି ଜୋରିମାନା ଆଦାୟ କରାଯିବ । ଏଥିପାଇଁ ଜିଏସଟି ଆଇନ-୨୦୧୭ରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି । ଶୁକ୍ରବାର…
ଦୁର୍ଗମ ଅଞ୍ଚଳ ରେ ପୁଣି ଜନନୀ ଯନ୍ତ୍ରଣା, ବାଟ ରେ ଜନ୍ମ ହେଲା ନବଜାତ ଶିଶୁ
ଧର୍ମଗଡ : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ସାହାଜଖୋଲ ଜଙ୍ଗଲ ମଧ୍ୟରେ ଥିବା ଆଦିବାସୀ ବହୁଳ କୂଟରୁ ରାଜସ୍ବ ଗ୍ରାମ ଅଧୀନରେ ଥିବା ସର୍ଗିପାନି ଗାଁ ଉପାନ୍ତ ଅଞ୍ଚଳ ରେ ରହିଥିବା ବେଳେ ଜଙ୍ଗଲ ରାସ୍ତା ରେ ଆମ୍ବୁଲାନ୍ସ ଯିବା ସମ୍ଭବ ହେଉନାହିଁ।ଫଳରେ ଗର୍ଭବତୀ ଙ୍କୁ ଖଟିଆ ରେ…
ଭାଇ-ଭଉଣୀଙ୍କ ପବିତ୍ର ବନ୍ଧନର ସାକ୍ଷୀ: ଓରମାସ ରାକ୍ଷୀ
ଭୁବନେଶ୍ୱର, 31/7: ଭାରତୀୟ ସଂସ୍କୃତିରେ ରକ୍ଷା ବନ୍ଧନର ସ୍ଥାନ ସ୍ୱତନ୍ତ୍ର । ଭାଇ- ଭଉଣୀଙ୍କ ପବିତ୍ର ସ୍ନେହର ବନ୍ଧନର ସାକ୍ଷୀ ହୋଇଥାଏ ରାକ୍ଷୀ । ଶ୍ରାବଣ ପୂର୍ଣ୍ଣିମାର ମହାର୍ଘ୍ୟ ଅବସରରେ ରକ୍ଷା କବଚ ସଦୃଶ ଭାଇର ହାତରେ ଭଉଣୀ ବାନ୍ଧିଥାଏ ରାକ୍ଷୀ । ଭାଇଭଉଣୀଙ୍କ ପବିତ୍ର ବନ୍ଧନକୁ ସମ୍ମାନ…