Browsing Category

Lokal news

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

ଭୁବନେଶ୍ୱର, 23/7: ଓଡିଆ, ବଙ୍ଗଳା, ଅହମିଆ, ସାନ୍ତାଳୀ, ବୋଡୋ, ମଣିପୁରୀ, ନେପାଳୀ, ମୈଥିଳି ଆଦି ପୂର୍ବାଞ୍ଚଳୀୟ ଭାଷାରେ ସୃଷ୍ଟି ହୋଇଛି ଅଗଣିତ କାଳଜୟୀ ସାରସ୍ୱତ କୃତି । ଗଦ୍ୟ, ପଦ୍ୟ, ନାଟକ ତଥା ସମାଲୋଚନା କ୍ଷେତ୍ରରେ ଏସବୁ ଭାଷାର ସାମୂହିକ ଅବଦାନ ଭାରତୀୟ ସାହିତ୍ୟ ଭଣ୍ଡାରକୁ ସମୃଦ୍ଧ…

ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର, 23/7: ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ ପାଇଁ ହେଉଥିବା…

ମା’ ତାରିଣୀ ପୀଠ, ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର…

ଭୁବନେଶ୍ୱର, ୨୩ା୭: ବୁଧବାର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା' ତାରିଣୀ ପୀଠ, ଯାଜପୁର ମା' ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ସମୀକ୍ଷା ବୈଠକରୁ ଜଣାଯାଇଛି ଯେ, ଘଟଗାଁ ମା' ତାରିଣୀ ମନ୍ଦିରର…

କିଛି ଦିନ ପରେ ଅଗଷ୍ଟ ପନ୍ଦର କିନ୍ତୁ କାକୀ ମନ୍ଦିର ଛକରେ ଆଉ ଉଡ଼ୁନି ପତାକା

ପୁରୁଷୋତ୍ତମପୁର ସହରର କାଳୀ ମନ୍ଦିର ଛକରେ ଏକ ବର୍ଷ ଦଶ ମାସ ପୂର୍ବରୁ ଅର୍ଥାତ ୩୧/0୮/୨୦୨୩ ରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ଵାରା ପୂର୍ବତନ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଙ୍କ କର କମଳ ରେ ଏବଂ ପୂର୍ବତନ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣୀ ବୈଦ୍ୟ,କାର୍ଯ୍ୟନିର୍ବାହୀ ଅଧିକାରୀ ସୌମ୍ୟ…

ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣା ବେଜେଡି, କଂଗ୍ରେସକୁ ହାଇକୋର୍ଟଙ୍କ ନୋଟିସ

କଟକ, : ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଜଳିଯିବା ଘଟଣାକୁ ନେଇ ରୁଜୁ ମାମଲାରେ ହାଇକୋର୍ଟରେ ମଙ୍ଗଳବାର ଆଡ଼ଭୋକେଟ ଜେନେରାଲ ପକ୍ଷ ରଖିଥିଲେ । କ୍ରାଇମବ୍ରାଞ୍ଚ ତଦନ୍ତ ସଂକ୍ରାନ୍ତ ରିପୋର୍ଟ ଅଦାଲତରେ ଦାଖଲ କରିଥିଲେ । ଅପରପକ୍ଷରେ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ ବେଜେଡି ଏବଂ…

ସବୁ ପଞ୍ଚାୟତରେ ପହଞ୍ଚିବ ଆର୍ଥିକ ଅନ୍ତର୍ଭୁକ୍ତୀକରଣ

ଭୁବନେଶ୍ୱର,: କେନ୍ଦ୍ର ସରକାର ଚଳିତ ମାସ ୧ରୁ ଆରମ୍ଭ କରିଥିବା ଜାତୀୟ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଓ ସାଚୁରେସନ୍ ଅଭିଯାନ ରାଜ୍ୟର ୬୨୧ଟି ପଞ୍ଚାୟତରେ ପହଞ୍ଚିଛି । ଆସନ୍ତା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ତିନି ମାସିଆ ଅଭିଯାନ ରାଜ୍ୟର ସମସ୍ତ ୬୭୯୪ ପଞ୍ଚାୟତରେ ପହଞ୍ଚିବ…

ରାଜ୍ୟରେ ହେବ ୬ ନୂଆ ବୟନ ପା

ଭୁବନେଶ୍ୱର,: ରାଜ୍ୟ ସରକାର ଛଅଟି ନୂଆ ବୟନ, ପୋଷାକ ଓ ଓୟାରେବଲ୍ ପାର୍କ ବିକାଶ କରୁଛନ୍ତି । ଏହି ପାର୍କଗୁଡ଼ିକରେ ଅତ୍ୟାଧୁନିକ ସୁବିଧାସୁଯୋଗ ରହିବ । ବୟନ କ୍ଷେତ୍ରର କମ୍ପାନୀଗୁଡ଼ିକ ସିଧାସଳଖ ଆସି ସେହି ପାର୍କଗୁଡ଼ିକରେ ନିଜ କାରଖାନା ବସାଇ ପାରିବେ । ଚଳିତ ମାସ ୨୫ରେ ଭୁବନେଶ୍ୱରରେ…

ରାଜଭବନରେ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର, ୨୨ା୭: ମଙ୍ଗଳବାର ରାଜଭବନରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ସାକ୍ଷାତ ସମୟରେ ଶାସନ, ବିପର୍ଯ୍ୟୟ ପରିଚାଳନା ଏବଂ ରାଜ୍ୟର ସାମଗ୍ରିକ ବିକାଶ ସଂପର୍କରେ ଆଲୋଚନା…

ସୁଭଦ୍ରା ସମୀକ୍ଷାର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : ସୁଭଦ୍ରା ଆଜି ଓଡ଼ିଶାର କୋଣେ ଅନୁକୋଣରେ ପହଂଚି ମା ଓ ଭଉଣୀମାନଙ୍କର ଆର୍ôଥକ ଆବଶ୍ୟକତାକୁ ପୂରଣ କରୁଛି ଏବଂ ସେମାନଙ୍କ ଇଛା ତଥା ସ୍ୱପ୍ନକୁ ନୂଆ ରୂପ ପ୍ରଦାନ କରୁଛି । ରାଜ୍ୟର ମହିଳାମାନଙ୍କ ଆର୍ôଥକ ସଶକ୍ତିକରଣ ସୁଭଦ୍ରା ଯୋଜନା ଆରମ୍ଭର ମୂଳ ଲକ୍ଷ୍ୟ । ସୁଭଦ୍ରା ସହାୟତା…

ସୋସିଆଲ ମିଡିଆ ରେ ଜାତିଆଣ ଆକ୍ଷେପ,ୟୁଟୁବର ବିରୋଧ ରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କଲେ ଏସଟି,ଏସସି…

ଧର୍ମଗଡ : ୟୁଟୁବ କ୍ରେଜି ବୟ ଦେବ ଅଫିସିଆଲ ନାମରେ ଚେନାଲ ଖୋଲି କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଖଇର ପଦର ଅଞ୍ଚଳ ର ଜଣେ ୟୁଟୁବର ଦେବ କୁମାର ଆଚାର୍ଯ୍ୟ ପଶ୍ଚିମ ଓଡିଶାରଲୋକପ୍ରିୟ କଳାକାର ରୁକୁ ସୁନା ଙ୍କ ନାମରେ ଗତ ୧୭/୦୭ ରେ ନିଜ ୟୁଟୁବ ମିଡିଆ ରେ ଜାତିଆଣ ଆକ୍ଷେପ କରିଥିବା ଓ…