Browsing Category

Lokal news

ମହିଳା ଟ୍ରାଫିକ କନେଷ୍ଟବଳ ହତ୍ୟା ଘଟଣାରେ ୩ ଗିରଫ

ଘଟଗାଁ, : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଘଟଗାଁ ରଜା ବନ୍ଧ ସାହି ଜଟିଆ ମହାନ୍ତଙ୍କ ଘର ବାଡ଼ିରେ ମହିଳା କନେଷ୍ଟବଳ ଶୁଭମିତ୍ରା ସାହୁକୁ ତଣ୍ଟି ଚିପି ହତ୍ୟା କରି ତାଙ୍କ ଘର ପାଖ ବାଡ଼ିରେ ପୋତା ଯାଇଥିଲା । ଘଟଣାର ପ୍ରଥମ ଅଭିଯୁକ୍ତ ଦୀପକ ରାଉତ ବୁଧବାର ଘଟଣାସ୍ଥଳର ସିନ୍ ରିକ୍ରିଏସନ…

‘ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନରେ ରାଜ୍ୟର ଦେଢ଼ କୋଟି ମହିଳା ଉପକୃତ ହେବେ’

ଭୁବନେଶ୍ୱର, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରଦେଶର ଧାରଠାରେ ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନର ଦେଶବ୍ୟାପୀ ଶୁଭାରମ୍ଭ କରିଛନ୍ତି । ମହିଳାମାନଙ୍କ ସ୍ୱାସ୍ଥ୍ୟ, ପୋଷଣ ଉପରେ ଫୋକସ ହୋଇଥିବା ଏହି କାର୍ଯ୍ୟକ୍ରମ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ…

ମୋଦିଙ୍କ ଜନ୍ମଦିନ ମା’ ତାରାତାରିଣୀଙ୍କ ମନ୍ଦିରରେ ସେବୟତମାନଙ୍କ ପକ୍ଷରୁ ସ୍ବତନ୍ତ୍ର ପୂଜାର୍ଚ୍ଚନା

ପୁରୁଷୋତ୍ତମପୁର,: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ସେବୟତମାନଙ୍କ ପକ୍ଷରୁ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ଫୋଟଚିତ୍ରକୁ ମା’ଙ୍କ ନିକଟରେ ରଖି ଶୁଭମନାସି ଅଖଣ୍ଡ ଦୀପ ସହ…

ନାରୀ ନିର୍ଯ୍ୟାତନା ବୃଦ୍ଧି ପ୍ରତିବାଦରେ ଆଜି ଆନ୍ଦୋଳନ ବିଜେଡ଼ି

ବ୍ରହ୍ମପୁର ନାରୀ ନିର୍ଯ୍ୟାତନା ବୃଦ୍ଧି ପ୍ରତିବାଦରେ ଆଜି ଆନ୍ଦୋଳନକୁ ଓହ୍ଲାଇଛି ବିଜେଡ଼ି । ସେହି କ୍ରମରେ ଗଞ୍ଜାମ ଜିଲ୍ଲା ମହିଳା ବିଜେଡ଼ି ପକ୍ଷରୁ ବ୍ରହ୍ମପୁର ଗଜପତି ନଗର ଛକରୁ ଏକ ବିରାଟ ବିକ୍ଷୋଭ ଶୋଭାଯାତ୍ରା ବାହାରି ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲ। ଆଇଜିଙ୍କ…

ସାର ପାଇଁ ହଟହଟା ସାନଖେମୁଣ୍ଡି ଚାଷୀ | ସରକାର ନିରବ

ସାନଖେମୁଣ୍ଡି: ସାର ପାଇଁ ଚାଷୀମାନେ ନାହିଁ ନଥିବା ସମସ୍ୟା ଭୋଗୁଛନ୍ତି। କେଉଁଠି ଘଣ୍ଟା ଘଣ୍ଟା ଲମ୍ବା ଧାଡ଼ି ତ କେଉଁଠି ସାରା ରାତି ଅନିଦ୍ରା ପରେ ବି ସାର ମିଳୁ ନାହିଁ। ଚାଷ ସମୟରେ ସାର ନ ପାଇ ଚାଷୀମାନେ ହତାଶ ହୋଇ ପଡ଼ିଛନ୍ତି। ସବୁ ଜାଣି ବି ସରକାର ନିରବ ରହିବା ସବୁଠୁ କ୍ଷୋଭ ପ୍ରକାଶ…

ମିଶନଶକ୍ତି ପୁନର୍ଗଠନକୁ ନେଇ ବଢୁଛି ଅସନ୍ତୋଷ

ହାଟଡିହି, : ନୂତନ ସରକାର ଆସିବା ପରେ ଗାଁମାନଙ୍କରେ ଥିବା ମିଶନଶକ୍ତି ଗୁଡ଼ିକୁ ପୁନର୍ଗଠନ ପାଇଁ ନିର୍ଦ୍ଦେଶ ଦେଇଥିଲେ । ସେତେବେଳେ ବି ମିଶନଶକ୍ତି ମହାସଂଘ ପକ୍ଷରୁ ଏପରି ନିଷ୍ପତ୍ତିକୁ ବିରୋଧ କରଯାଇଥିଲା । ଏବେ ସମସ୍ତ ଏସଏସଜି ଗ୍ରୁପର ସଭାପତି, ସମ୍ପାଦିକା ପରିବର୍ତ୍ତନ ସହ ଇସି ମେମ୍ବର…

ଜିଏସ୍‌ଟି ହ୍ରାସ ପରେ ବିଶେଷଜ୍ଞଙ୍କ ଆକଳନ: ୨ ଲକ୍ଷ କୋଟି ରାଜସ୍ୱ ହରାଇବେ ସରକାର

ନୂଆଦିଲ୍ଲୀ, : ଜିଏସ୍‌ଟି ହ୍ରାସ ଫଳରେ ସରକାରଙ୍କୁ ୪୮ ହଜାର କୋଟି ଟଙ୍କା କ୍ଷତି ହେବ ବୋଲି ଅର୍ଥ ମନ୍ତ୍ରାଳୟ ପୂର୍ବରୁ ଆକଳନ କରିଛି । କିନ୍ତୁ ଅନେକ ଅର୍ଥନୀତିଜ୍ଞ ଓ ଗବେଷଣା ଫାର୍ମ ଏଥିରେ ସହମତ ନାହାନ୍ତି । ସେମାନଙ୍କ ମତରେ ଏ ବାବଦ କ୍ଷତି ପରିମାଣ ୧.୫ ଲକ୍ଷରୁ ୨ ଲକ୍ଷ ଟଙ୍କା ମଧ୍ୟରେ…

୧୫ ମାସରେ ୧ ଲକ୍ଷ ୭ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : ସରକାରୀ ଚାକିରୀ କେବଳ ସୁରକ୍ଷିତ ଜୀବନ ଜୀବିକା ପ୍ରଦାନ କରିନଥାଏ, ଏହା ହେଉଛି ଜନସେବାର ଏକ ପ୍ରକୃଷ୍ଟ ଓ ପ୍ରଭାବୀ ମାଧ୍ୟମ ବୋଲି ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତି ମେଳା ଅବସରରେ ନବ ନିଯୁକ୍ତ ଅଧିକାରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି । ସୂଚନାଯୋଗ୍ୟ ଯେ,…

ସୁଭଦ୍ରାର ଏକ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ପାଳିବ \”ଧନ୍ୟବାଦ ମୋଦି’ ଉତ୍ସବ : ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ…

ଭୁବନେଶ୍ୱର, : ଆସନ୍ତା ୧୭ ତାରିଖରେ ସୁଭଦ୍ରା ଯୋଜନା ସଫଳ ଭାବରେ ଏକ ବର୍ଷ ପୂରଣ କରିବାକୁ ଯାଉଛି । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମଗ୍ର ଓଡ଼ିଶାରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇବା ନିମନ୍ତେ ସୁଭଦ୍ରାର ଏକ ବର୍ଷ…

୧୨ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର, : ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓୟୁଏଟି ସ୍ଥିତ କନଭେନସନ ସେଣ୍ଟର ଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ଟି ଜିଲ୍ଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ୱର୍ଣ୍ଣିମ ଇତିହାସରେ ଆଉ ଏକ ଅଧ୍ୟାୟ…