Browsing Category

Lokal news

ଦିଲ୍ଲୀ ଏମ୍ସ ଏୟାରଲିଫ୍ଟ ହୋଇପାରନ୍ତି ଅଭିଜିତ ମଜୁମଦାର

ଭୁବନେଶ୍ୱର, : ଓଡ଼ିଶାର ଲୋକପ୍ରିୟ ସଙ୍ଗୀତ ନିଦେ୍ର୍ଦଶକ ଅଭିଜିତ ମଜୁମଦାରଙ୍କ ଚିକିତ୍ସା ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରିଛନ୍ତି । ଅଭିଜିତ ବର୍ତ୍ତମାନ ଏମ୍ସ-ଭୁବନେଶ୍ୱରର ଆଇସିୟୁରେ ଭେଣ୍ଟିଲେଟର ସହାୟତାରେ ଚିକିତ୍ସାଧୀନ ଅଛନ୍ତି ।…

ଅସ୍ତରଙ୍ଗରେ ଆଉ ଦେଖିବାକୁ ମିଳୁନି ଇଲିସି ମାଛ

ଅସ୍ତରଙ୍ଗ,: ଓଡିଶାର ଭୌଗୋଳିକ ଦୃଷ୍ଟିକୋଣରୁ ପୂର୍ବଭାରତର ଉପକୂଳ ରାଜ୍ୟ ଭାବେ ପରିଚିତ । ଓଡ଼ିଶାର ଦୀର୍ଘ ୪୮୦ କିଲୋମିଟର ଉପକୂଳ ଅଞ୍ଚଳକୁ ବଙ୍ଗୋପସାଗର ଘେରି ରହିଛି । ସେହିଭଳି ଓଡିଶା ମଧ୍ୟରେ ଅନେକ ଛୋଟ ବଡ଼ ନଦୀ ପ୍ରବାହିତ ହେଉଅଛି । ତା ଭିତରୁ ମହାନଦୀ ହେଉଛି ଓଡ଼ିଶାର ସବୁଠାରୁ ବଡ଼ନଦୀ…

ଭୁବନେଶ୍ୱର ଗାଡ଼କଣ ଅଳିଆ ଗଦା ସ୍ଥିତି ସମୀକ୍ଷା କରିବେ ପ୍ରଦୂଷଣ ନିୟନ୍ତ୍ରଣ ବୋଡ

ଭୁବନେଶ୍ୱର, : ଭୁବନେଶ୍ୱର ମହାନଗର ନିଗମ ବିନା କୌଣସି ସ୍ୱୀକୃତିରେ ଗାଡ଼କଣ ଠାରେ ଦୀର୍ଘ ବର୍ଷ ଧରି ବେଆଇନ ଭାବେ ଅଳିଆ ଗଦାଇ ଅଧା ଭୁବନେଶ୍ୱରକୁ ହନ୍ତସନ୍ତ କରି ଆସୁଛି । ସୈନିକ ସ୍କୁଲ ଭଳି ଗୌରବମୟ ଅନୁଷ୍ଠାନର ଜମିକୁ ମାଡି ବସି ଦୁର୍ଗନ୍ଧ ସୃଷ୍ଟି କରି ଲକ୍ଷ ଲକ୍ଷ ଲୋକଙ୍କୁ ମରଣ ମୁହଁକୁ…

ପୂର୍ବତନ ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ତଥା ବର୍ତ୍ତମାନର ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ

ନୂଆପଡା ୮/୯ ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ବର୍ତ୍ତମାନ ର ବିଧାୟକ ରାଜେନ୍ଦ୍ର ଢୋଲକିଆ ପରଲୋକରେ। ତାଙ୍କର ମୃତ୍ୟୁରେ ସାରା ଜିଲ୍ଲାରେ ଶୋକର ବାତାବରଣ ଖେଳିଯାଇଛି। ନୂଆପଡା ନିର୍ବାଚନ ମଣ୍ଡଳୀରୁ ଚାରିଥର ବିଧାୟକ ହୋଇଥିବା ଶ୍ରୀ ଢୋଲକିଆ ଜଣେ ନିଷ୍କପଟ ତଥା ନିଷ୍ଠା ବାନ ସମାଜସେବୀ ଥିଲେ।…

ଭୁବନେଶ୍ୱରରେ ଅନ୍ତର୍ଜାତୀୟ ସ୍ୱଚ୍ଛ ବାୟୁ ଦିବସ ପାଳିତ

ଭୁବନେଶ୍ୱର,: ନୀଳ ଆକାଶ ପାଇଁ ଆନ୍ତର୍ଜାତୀୟ ସ୍ୱଚ୍ଛ ବାୟୁ ଦିବସ ଅବସରରେ, ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ପରିବେଶ ଅଧ୍ୟୟନ କେନ୍ଦ୍ରର ଯୁଗ୍ମ ସହଯୋଗରେ ରବିବାର ସ୍ଥାନୀୟ ଫରେଷ୍ଟ ପାର୍କରେ ନୀଳ ଆକାଶ ପାଇଁ ଆନ୍ତର୍ଜାତୀୟ…

ସାର ସ୍ଥିତିର ସମୀକ୍ଷା କଲେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର, : ଶନିବାର ଲୋକସେବା ଭବନଠାରେ ସମବାୟ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୃଙ୍ଖଳିତ ସାର ଯୋଗାଣର ସ୍ଥିତି ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ମିଳିଥିବା ସୂଚନା ଅନୁସାରେ, ଚଳିତ ସେପ୍ଟେମ୍ବର ମାସରେ ମୋଟ୍‌ ୮୦,୦୧୪ ମେଟ୍ରିକ ଟନ୍…

ଦିଲ୍ଲୀ ଗସ୍ତରେ ନବୀନ-ମନମୋହନ: ରାଜ୍ୟ ରାଜନୀତିରେ ବଡ଼ ହଲଚଲ!

ଭୁବନେଶ୍ୱର, : ଓଡ଼ିଶାର ରାଜନୈତିକ ମହଲରେ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି । କାରଣ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକା ସାଥିରେ ଦିଲ୍ଲୀ ଗସ୍ତରେ ଅଛନ୍ତି । ଏହି ଗସ୍ତ ଉପରାଷ୍ଟ୍ରପତି ନିର୍ବାଚକୁ ନେଇ ସଙ୍କେତ ଦେଉଛି ବୋଲି ଅନୁମାନ କରାଯାଉଛି ।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଇଁ “ସେବା ପକ୍ଷ” ଭାବେ ପାଳନ କରିବ ଗଞ୍ଜାମ ଜିଲ୍ଲା ବିଜେପି

ବ୍ରହ୍ମପୁର. ୭/୯ : ସେବା ହିଁ ପରମ ଧର୍ମକୁ ଚରିତାର୍ଥ କରିବାକୁ ଯାଇ ସମାଜର ଗରିବ, ଶୋଷିତ ବର୍ଗର ଉତ୍‌ଥାନ ନିମନ୍ତେ ବିଶ୍ୱର ସବୁଠୁ ଲୋକପ୍ରିୟ ନେତା ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନେକ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି । ନିରନ୍ତର ସେବା ଓ ଅକ୍ଲାନ୍ତ ପରିଶ୍ରମ ବଳରେ ଯଶସ୍ୱୀ…

କଲେଜ ନିର୍ବାଚନ ବନ୍ଦ ପାଇଁ ଅଭିଭାବକ ମହାସଂଘର ଦାବି

ଭୁବନେଶ୍ୱର,: କଲେଜମାନଙ୍କରେ ବର୍ତ୍ତମାନ ଗଣ୍ଡଗୋଳିଆ ସ୍ଥିତି ଲାଗିରହିଛି । ଏହି ସମୟରେ ଆଗରୁ ବନ୍ଦ ହୋଇ ରହିଥିବା କଲେଜ ନିର୍ବାଚନ ପ୍ରକ୍ରିୟା ପୁନଃ·ଲୁ କରିବା ପାଇଁ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ସୂଚନା ମିଳୁଛି । ହେଲେ ବର୍ତ୍ତମାନର ପରିସ୍ଥିତି ନିର୍ବାଚନ ପରି·ଳନା ପାଇଁ ଅନୁକୂଳ ନୁହେଁ ।…

୨୪ ଘଣ୍ଟା ମଧ୍ୟରେ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, - ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।…