Sign in
Sign in
Recover your password.
A password will be e-mailed to you.
Browsing Category
main stories
ଶୃଙ୍ଖଳିତ ରଥଯାତ୍ରା ପାଇଁ ମକ ଡ୍ରିଲ
ପୁରୀ, : ଆଗାମୀ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ଲାଗି ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ୱୟର ଏକ ମକ ଡ୍ରିଲ ଅନୁଷ୍ଠିତ ହୋଇଯାଇଛି । ଟାଉନ ଥାନା ପରିସରର ସମନ୍ୱିତ ନିୟନ୍ତ୍ରଣ କକ୍ଷ (ଇଣ୍ଟିଗ୍ରେଟେଡ କମାଣ୍ଡ ଓ କଣ୍ଟ୍ରୋଲ କେନ୍ଦ୍ର)ରେ ଅନୁଷ୍ଠିତ ଏହି ମକ ଡ୍ରିଲରେ ଅଧ୍ୟକ୍ଷତା…
ଜାତୀୟ ଶିକ୍ଷା ନୀତି ସମ୍ପର୍କରେ ପାଠଚକ୍ର ଓ ଅଧ୍ୟାପକ ସମ୍ମେଳନର ନୂଆ କର୍ମକର୍ତ୍ତା ମନୋନୟନ
ଭୁବନେଶ୍ୱର, : ରବିବାର ନିଖିଳ ଭାରତ ଓଡ଼ିଆ ଅଧ୍ୟାପକ ସମ୍ମେଳନର ଅଷ୍ଟାଦଶ ବାର୍ଷିକ ଉତ୍ସବ ଓ ‘ଜାତୀୟ ଶିକ୍ଷା ନୀତି ୨୦୨୦: ଓଡ଼ିଆ ଓ ଆଦିବାସୀ ଭାଷା -ସାହିତ୍ୟ\' ବିଷୟରେ ଏକ ଜାତୀୟ ପାଠଚକ୍ର କିସ୍ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ନୂତନ ଶିକ୍ଷାନୀତି ଓଡ଼ିଆ ଓ ଅନ୍ୟାନ୍ୟ…
ଆମରି ଶିଶୁ ୱେବ ପୋର୍ଟାଲ୍ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା
ଭୁବନେଶ୍ୱର, : ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ଠାରେ ଶିଶୁମାନଙ୍କ ଯତ୍ନ, ସୁରକ୍ଷା ଓ ପୁନର୍ବାସ ସେବାକୁ ସୁଦୃଢ କରିବା ଉଦ୍ଦେଶ୍ୟରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କ କରକମଳରେ ଆମରି ଶିଶୁ ୱେବ ପୋର୍ଟାଲ୍…
ସାଇବର ସୁରକ୍ଷା ପାଇଁ ବ୍ୟାପକ ଜନସଚେତନତା ଏକାନ୍ତ ଆବଶ୍ୟକ: ରାଜ୍ୟପାଳ
ଭୁବନେଶ୍ୱର, : ସଂପ୍ରତି ବିଶ୍ୱରେ ସାଇବର ଅପରାଧ ବୃଦ୍ଧି ପାଉଥିବା ପରିପ୍ରେକ୍ଷୀରେ ଏହା ଏକ ସ୍ପର୍ଶକାତର ପ୍ରସଙ୍ଗ ହୋଇଛି ଏବଂ ସାଇବର ସୁରକ୍ଷା ବ୍ୟକ୍ତି, ସଂଗଠନ ଏବଂ ସରାକରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି । ଏଣୁ ସାଇବର ସୁରକ୍ଷା ପାଇଁ ବ୍ୟାପକ ଜନସଚେତନା ଏକାନ୍ତ ଆବଶ୍ୟକ ବୋଲି…
ଇପିଏଫ୍ଓରେ ଯୋଡ଼ିହେଲେ ୧୯ ଲକ୍ଷ
ନୂଆଦିଲ୍ଲୀ: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (ଇପିଏଫ୍ଓ)ରେ ଚଳିତ ବର୍ଷ ଏପ୍ରିଲରେ୧୯.୧୪ ଲକ୍ଷ ସଦସ୍ୟ ଯୋଡ଼ି ହୋଇଛନ୍ତିୟ ସେଥିରୁ ୮.୪୯ ଲକ୍ଷ ହେଉଛନ୍ତି ନୂଆ ସଦସ୍ୟ । ବର୍ଦ୍ଧିତ ନିଯୁକ୍ତି ସୁଯୋଗ, କର୍ମଚାରୀ ଲାଭକୁ ନେଇ ସଚେତନତାରେ ବୃଦ୍ଧି ଓ ଇପିଏଫ୍ଓର ଆଉଟ୍ରିଚ୍ କାର୍ଯ୍ୟକ୍ରମ…
ନ୍ୟୁ ରାୟପୁରରେ ସୁରକ୍ଷାକର୍ମୀଙ୍କ ସହ ମତ ବିନିମୟ କରିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ
ଛତିଶଗଡ଼, : କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଛତିଶଗଡ଼ର ନ୍ୟୁ ରାୟପୁରରେ ସୁରକ୍ଷାକର୍ମୀଙ୍କ ସହ ମତ ବିନିମୟ କରିଛନ୍ତିୟ ଏହି ମତ ବିନିମୟ କାର୍ଯ୍ୟକ୍ରମରେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ, ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା, କେନ୍ଦ୍ର ଗୃହ ସଚିବ, ଗୁଇନ୍ଦା…
ବ୍ରହ୍ମପୁର ହେବ କ୍ରୀଡ଼ା ହବ୍; ଆସିକାରେ ଯୁବ ଶକ୍ତି ସମାବେଶରେ କହିଲେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର କେବଳ ଭୁବନେଶ୍ଵର ନୁହେଁ ସମ୍ବଲପୁର ଓ ବ୍ରହ୍ମପୁରରେ ହେବ କ୍ରୀଡ଼ା ହବ୍। ଆସିକା ବିଜ୍ଞାନ ମହାବିଦ୍ୟାଳୟ ଖେଳ ପଡ଼ିଆରେ ଆୟୋଜିତ ଯୁବ ଶକ୍ତି ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନରେ କହିଛନ୍ତି। ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ଗଞ୍ଜାମ ଜିଲ୍ଲା ପ୍ରମୁଖ ଭୂମିକା…
ଆସିକା ଯୁବ ବିକାଶ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଆସିକା :- ବ୍ରହ୍ମପୁର ଆସିକା ନିର୍ବାଚନ ମଣ୍ଡଳୀ ର ବିଜ୍ଞାନ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ଯୁବ ବିକାଶ ସମ୍ମିଳନୀରେ ଯୋଗ ଦେଲେ ଓଡିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଯୁବ ଗୋଷ୍ଠି ନିମନ୍ତେ କ୍ରୀଡାର ଭିତିଭୂମି ର ବିକାଶ ନିମନ୍ତେ ଓଡ଼ିଶାର ୩୧୪ ବ୍ଲକ ରେ ୪୧୨୪ କୋଟି ଟଙ୍କା ବ୍ୟୟ ରେ…
ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର, ଅଭିଯୋଗ ଶୁଣିଲେ ସମାଧାନ ପାଇଁ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଲେ
ଧର୍ମଗଡ଼ : କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରତି ବ୍ଲକ ରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜନ ହେଉଥିବା ବେଳେ ସୋମବାର କୋକସରା ବ୍ଲକ ସଭାଗୃହ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଶୁଣାଣି ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତହୋଇଯାଇଛି। କୋକସରା ବିଡ଼ିଓ ଡ଼. ହିମାଞ୍ଚଳ ମାଝୀଙ୍କ…
ଶ୍ୟାମା ପ୍ରସାଦ ମୁଖାର୍ଜୀ ଙ୍କ ବଳିଦାନ ଦିବସରେ ସ୍ମୃତି ଚାରଣ କଲେ ବିଜେପି କର୍ମକର୍ତ୍ତା
ଧର୍ମଗଡ଼ : ଡ଼. ଶ୍ୟାମା ପ୍ରସାଦ ମୁଖାର୍ଜୀ ଙ୍କ ବଳିଦାନ ଦିବସ ଅବସରରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଭାରତୀୟ ଜନତା ପାର୍ଟି ପକ୍ଷରୁ କୋକସରା ସଦର ମହକୁମା ଠାରେ ଜନ ନାୟକ ଡ଼. ଶ୍ୟାମା ପ୍ରସାଦ ମୁଖାର୍ଜୀ ଙ୍କ ବଳିଦାନ ଦିବସ ପାଳନ କରାଯାଇଛି। ଏହି ଅବସରରେ ଆୟୋଜିତ ସ୍ମୃତି ଚାରଣ ସଭା ରେ…