Sign in
Sign in
Recover your password.
A password will be e-mailed to you.
Browsing Category
main stories
ବିଚାରଧୀନ ପେନସନ ଉପରେ ସମୀକ୍ଷା
ରାୟଗଡ଼, : ରାୟଗଡ ଜିଲ୍ଲାବାସୀଙ୍କ ରହିଥିବା ବିଭିନ୍ନ ପେନସନ ସମସ୍ୟାର ସମାଧାନ ପାଇଁ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ରାୟଗଡରେ ଏକ ପେନସନ ଅଦାଲତ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଓଡିଶା ସାଧାରଣ ପ୍ରଶାସନ ଓ ପେନସନ ଅଭିଯୋଗରେ ଆୟୋଜିତ କାର୍ଯ୍ୟକ୍ରମରେ ନିର୍ଦ୍ଦେଶକ ତଥା ସାଧାରଣ…
ଶ୍ରମିକମାନଙ୍କ ପେଟ ପାଟଣା ସହିତ ଖେଳ ଖେଳୁଛି କମ୍ପାନୀ
ପାରାଦୀପ, : ଶ୍ରମିକମାନଙ୍କ ପେଟ ପାଟଣା ସହିତ ଖେଳ ଖେଳୁଛି ପିପିଏଲ କମ୍ପାନୀ । ବିନା କାରଣରେ ବର୍ଷ ବର୍ଷ ଧରି କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କୁ କରାଯାଉଛି ଛଟେଇ । ଯାହାକୁ ନେଇ ବିନା କାରଣରେ ଛଟେଇ ହୋଇଥିବା ଶ୍ରମିକମାନେ ବିଗତ ଦିନରେ ପାରାଦୀପ ଅତିରିକ୍ତ ଜିଲ୍ଲପାଳଙ୍କ ଦ୍ୱାରସ୍ଥ…
ହାଇକୋର୍ଟ ଗଲେ ଭିଜିଲାନ୍ସ ଦ୍ୱାରା ବନ୍ଧା ହୋଇଥିବା ଆଇଏଏସ ଧୀମନ ଚକମା
ଭୁବନେଶ୍ୱର, : ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ୨୦୨୧ ବ୍ୟାଚ୍ ଆଇଏଏସ ଅଫିସର ଧୀମନ ଚକମା । ଭବାନୀପାଟଣା ଭିଜିଲାନ୍ସ କୋର୍ଟରେ ଜାମିନ ଖାରଜ ହେବା ପରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚକମା । କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ଉପଜିଲ୍ଲାପାଳ ଭାବରେ କାର୍ଯ୍ୟ କରୁଥିଲା ବେଳେ…
ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, : ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ…
୬୭ ବର୍ଷରେ ପଦାର୍ପଣ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ/ଭୁବନେଶ୍ୱର, : ସେବା, ସଂଘର୍ଷର ସଫଳ ଗାଥା ଦ୍ରୌପଦୀ ମୁର୍ମୁ । ଓଡ଼ିଶାର ଗର୍ବ, ଗୌରବ ମହାମହିମ ରାଷ୍ଟ୍ରପତିଙ୍କର ଶୁକ୍ରବାର ଜନ୍ମଦିନ । ୬୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ରାଷ୍ଟ୍ରପତି । ରାଇରଙ୍ଗପୁରର ଏକ ଅଖ୍ୟାତ ପଲ୍ଲୀ ଉପରବେଡାରେ ଜନ୍ମଗ୍ରହଣ କରିଥିବା ପ୍ରଥମ ନଗରିକଙ୍କୁ…
ଖଣି, ଶିଳ୍ପ ଦୁର୍ଘଟଣା ରୋକିବ ଏଆଇ: ଉତ୍ପାଦନ ବଢ଼ାଇବ, ଶକ୍ତି ବ୍ୟବହାର କମାଇବ
ଭୁବନେଶ୍ୱର,: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର କରି ଖଣି ଓ ବୃôହ କାରଖାନା ଗୁଡ଼ିକରେ ଦୁର୍ଘଟଣାକୁ ରୋକାଯାଇପାରିବୟ କେବଳ ସେତିକି ନୁହେଁ, ଏହା ବିଦ୍ୟୁ୍ତ ଶକ୍ତି ବ୍ୟବହାର କମ୍ କରିବା ଏବଂ ଉତ୍ପାଦନ ବଢ଼ାଇବାରେ ମଧ୍ୟ ସହାୟକ ହୋଇପାରିବୟ ପ୍ରାଇମ୍ସ ପାଟନର୍ସ ସହଯୋଗରେ ଆସୋଚାମ୍…
ଓଡ଼ିଶା କେବଳ ଗୋଟିଏ ରାଜ୍ୟ ନୁହେଁ ଭାରତର ଉଜ୍ଜ୍ୱଳ ନକ୍ଷତ୍ର : ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ରାଜ୍ୟସ୍ତରୀୟ ସମାରୋହରେ ଅଧ୍ୟକ୍ଷତା କରିଛନ୍ତି । ଓଡ଼ିଶାର ସାମଗ୍ରିକ ବିକାଶ ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ପାନୀୟ ଜଳ, ଜଳସେଚନ, କୃଷି…
ମନ୍ତ୍ରୀଙ୍କ ଯାଜପୁର ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ ଓ ସମୀକ୍ଷା
ଯାଜପୁର, : ଗୁରୁବାର ଓଡ଼ିଶାର ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବସେବା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯାଜପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଡାଇରିଆ ରୋଗୀଙ୍କୁ ରେଟି ଚିକିତ୍ସା ବ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ…
ରଥଯାତ୍ରା ପ୍ରସ୍ତୁତିର ଅନୁଧ୍ୟାନ କଲା ମନ୍ତ୍ରୀ କମିଟ
ପୁରୀ, : ନିକଟ ହୋଇ ଆସିଲାଣି ଚଳିତ ବର୍ଷର ରଥଯାତ୍ରା । ସମସ୍ତ କାର୍ଯ୍ୟକୁ ଚୁଡାନ୍ତ ରୂପ ଦେବାକୁ ସରକାର, ପ୍ରଶାସନ ଓ ସେବାୟତମାନେ ତତ୍ପର । ରଥଯାତ୍ରା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ମନ୍ତ୍ରୀ କମିଟି ଗୁରୁବାର ରଥଯାତ୍ରା ପ୍ରସ୍ତୁତିର ଅନୁଧ୍ୟାନ କରିବା ସହିତ ବିଭିନ୍ନ କାର୍ଯ୍ୟର…
କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ର୍ୟାଙ୍କିଂ ୨୦୨୬: ଓଡ଼ିଶାରେ ଶୀର୍ଷରେ କିଟ
ଭୁବନେଶ୍ୱର, : କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ର୍ୟାଙ୍କିଂ ୨୦୨୬ ଆଜି ପ୍ରକାଶ ପାଇଥିବାବେଳେ ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିଛି । ଏହା ସହିତ ସମଗ୍ର ଭାରତରେ କିଟ୍ ବିଶ୍ୱବିଦ୍ୟାଳୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବେଳେ…