Browsing Category

main stories

ଡ଼ହଗାଁ ଓ ଆମପାଣି ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ, ଚାଷି ଙ୍କୁ ଉନ୍ନତ ଚାଷ ସମ୍ପର୍କରେ ବୈଷୟିକ…

ଧର୍ମଗଡ଼ ; କୃଷି ଓ କୃଷକ ମନ୍ତ୍ରଣାଳୟ ଭାରତ ସରକାର ଙ୍କ ପକ୍ଷରୁ ଦେଶ ର କୃଷି ଓ କୃଷକ ଙ୍କ ମାନଦଣ୍ଡ କୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ। ଏହି ଅଭିଯାନ ମାଧ୍ୟମରେ ରାଜ୍ୟର ଚାଷି ମାନଙ୍କୁ ଉନ୍ନତ ମାନର କୃଷି ବୈଷୟିକ ଜ୍ଞାନ କୌଶଳ ବିକାଶ ପାଇଁ…

ଜିଲ୍ଲା ସ୍ତରୀୟ ଟେବୁଲ ଟପ୍ ଓ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ବୈଠକ

ଛତ୍ରପୁର ତା.୧୧ .୦୬.୨୦୨୫ ଗଞ୍ଜାମ ଜିଲ୍ଲା ସ୍ତରୀୟ ଟେବୁଲ ଟପ୍ ଓ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ବୈଠକ ବୁଧବାର ଦିନ ଋଷିକୂଲ୍ୟା ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଜିଲ୍ଲା ଜରୁରୀକାଳିନ ବିଭାଗର ଡେପୁଟି କଲେକ୍ଟର ଅଭିଷେକ ସାହୁ ପ୍ରାରମ୍ଭିକ ସୂଚନା ପ୍ରଦାନ କରି…

୮ ଦିନ ହେଲା ପୁରୁଷୋତ୍ତମପୁରରେ ମୋବାଇଲ ସେବା ବନ୍ଦ, ଆନ୍ଦୋଳନକୁ ଓହ୍ଲାଇବେ ଉପଭୋକ୍ତା

ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦିନକୁ ଦିନ ବିଏସ୍‌ଏସ୍‌ଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ବିୁଦ୍ୟତ୍‌ ଚାଲିଗଲେ ମୋବାଇଲ ନେଟ୍‌ଓ୍ବର୍କ ମଧ୍ୟ ଚାଲିଯାଉଛି। ଏ ପରିସ୍ଥିତି ଏଠାରେ ଦୀର୍ଘଦିନ ହେଲା ଲାଗି ରହିଥିବା ବେଳେ ଗତ ୪ରୁ ସମ୍ପୂର୍ଣ୍ଣ ରୂପେ ମୋବାଇଲ ସେବା ସହର ସାରା…

ନୂଆ ଫିଚର ଫୋନ ୟୁଜରଙ୍କ ପାଇଁ ଫୋନପେ ଚାଲୁ କରିବ ୟୁପିଆଇ ପେମେଣ୍ଟ

ଭୁବନେଶ୍ୱର,: ଫୋନପେ ଲିମିଟେଡ (“ଫୋନପେ”), ଫିଚର ଫୋନଗୁଡ଼ିକ ପାଇଁ ୟୁପିଆଇ ମାଧ୍ୟମରେ ପେମେଣ୍ଟ ଚାଲୁ କରିବାକୁ ବାର୍ତାଳାପଭିତିକ ଯୋଗାଯୋଗର ପ୍ଲାଟଫର୍ମ ଗପସପର ମାଲିକାନାରେ ଥିବା ‘ଜିଏସପପେ’ ଟେକ୍ନୋଲୋଜି ଷ୍ଟାକରୁ ଏକ ଆଇପି କିଣିବା ବିଷୟରେ ଘୋଷଣା କରିଛି । ଜିଏସପେ ହେଉଛି ଫିଚର ଫୋନଗୁଡ଼ିକ…

ରେକର୍ଡ ସ୍ତରରେ ରୁପା ଦର

ନୂଆଦିଲ୍ଲୀ,: ବିଗତ କିଛି ମାସ ହେବ ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି ସୁନା ଓ ରୁପା ଦର । ମାତ୍ର କିଛି ଦିନର ବ୍ୟବଧାନ ପରେ ଦେଶରେ ସୁନା ଓ ରୁପାର ଚାହିଦା ପୁଣି ଥରେ ବଢ଼ିଛି । ସୁନା ଦର ୧୦ ଗ୍ରାମ ପିଛା ୧ ଲକ୍ଷ ଟଙ୍କା ନିକଟତର ହେଉଥବାବେଳେ ରୁପା ମୂଲ୍ୟ ମଧ୍ୟ ଲକ୍ଷେ ଟଙ୍କା ଉପରକୁ…

ଦ ଗ୍ରେଟ୍ ଇଣ୍ଡିଆନ କପିଲ ଶୋ’କୁ ଫେରିଲେ ସିଦ୍ଧୁ

ମୁମ୍ବାଇ, : ବଲିଉଡର ଜଣାଶୁଣା କମେଡିଆନ୍ କପିଲ ଶର୍ମାଙ୍କ ଲୋକପ୍ରିୟ ଶୋ' ଦି ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶୋ' ଏହାର ତୃତୀୟ ସିଜିନ୍ ସହିତ ଦର୍ଶକଙ୍କ ମନୋରଞ୍ଜନ କରିବାକୁ ଆସୁଛି । ଏହି ସମୟରେ, ଶୋ'ର ନିର୍ମାତାମାନେ ଏକ ବଡ଼ ଘୋଷଣା କରିଛନ୍ତି । ପ୍ରକୃତରେ, ନବଜୋତ ସିଂହ ସିଦ୍ଧୁ ଏହି ନୂତନ…

ଅନ୍ତର୍ଜାତୀୟ କ୍ରିକେଟରୁ ନିକୋଲସ ପୂରନଙ୍କ ଅବସର

ନୂଆଦିଲ୍ଲୀ, : ଟି-୨୦ କ୍ରିକେଟରେ ଅନ୍ୟତମ ବିସ୍ଫୋରକ ବ୍ୟାଟର ତଥା ୱେଷ୍ଟଇଣ୍ଡିଜର ଷ୍ଟାର କ୍ରିକେଟର ନିକୋଲସ ପୂରନ ସମସ୍ତଙ୍କୁ ଚକିତ କରିବା ଭଳି ପଦକ୍ଷେପ ନେଇଛନ୍ତି । ମାତ୍ର ୨୯ ବର୍ଷ ବୟସରେ ସେ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି । ଏହାର ଅର୍ଥ ୱେଷ୍ଟଇଣ୍ଡିଜ ପାଇଁ ପୂରନଙ୍କୁ…

ଆଇସିସି ହଲ୍ ଅଫ୍ ଫେମରେ ମହେନ୍ଦ୍ର ସିଂହ ଧୋନୀ

ନୂଆଦିଲ୍ଲୀ, ୧୦ା୬: କ୍ରିକେଟର ସର୍ବୋଚ୍ଚ ସଂସ୍ଥା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ଆଇସିସି ହଲ୍ ଅଫ୍ ଫେମରେ ସାମିଲ କରିଛି । ମହେନ୍ଦ୍ର ସିଂହ ଧୋନୀ ଆଇସିସି ହଲ୍ ଅଫ୍ ଫେମରେ ସାମିଲ ହେବାରେ ୧୧ତମ ଭାରତୀୟ କ୍ରିକେଟର ।…

ପ୍ରକାଶ ପାଇଲା ଓଜେଇଇ-୨୦୨୫ ପରୀକ୍ଷା ଫଳାଫଳ

ଭୁବନେଶ୍ୱର, ୧୦ା୬: ଓଜେଇଇ-୨୦୨୫ ଫରୀକ୍ଷା ଫଳ ପ୍ରକାଶ ପାଇଛି । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମନ୍ତ୍ରୀ ତଥା ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଏହି ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି । ପରୀକ୍ଷା ଫଳାଫଳ ପୁସ୍ତିକା ଉନ୍ମୋଚନ ବେଳେ ମନ୍ତ୍ରୀଙ୍କ ସମେତ ବିଭାଗର ଶାସନ…

କମିଶନରେଟ ପୋଲିସ ପାଇଁ ୪୨୫ଟି ଦୁଇ ଚକିଆ ଯାନ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦ା୬ : ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଅର୍ବାନ ପୋଲିସ ଆରକ୍ଷୀ ଉପଆୟୁକ୍ତଙ୍କ ନବନିର୍ମିତ କାର୍ଯ୍ୟାଳୟର ଉଦ୍ଘାଟନ କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୨୭୨ ବର୍ଗମିଟର ଅଞ୍ଚଳରେ ୭ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ଚାରିମହଲା ବିଶିଷ୍ଟ ଏହି ନୂତନ କାର୍ଯ୍ୟାଳୟ…