Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ- ବିଦେଶ
ଗଲୱାନ ସଂଘର୍ଷ ପରେ ପ୍ରଥମଥର ଚୀନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, : ଚୀନ୍ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଳିତ ମାସ ଅନୁଷ୍ଠିତ ହେବାକୁଥିବା ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ) ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ୨୦୨୦ ମସିହାରେ ପୂର୍ବ ଲଦାଖର ଗଲୱାନରେ ଦୁଇ ଦେଶର ସେନା ମଧ୍ୟରେ ସଂଘର୍ଷ ପରେ ଏହା ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀରେ ଗୃହମନ୍ତ୍ରୀ, ଜଳ ଶକ୍ତିମନ୍ତ୍ରୀ ଓ ଏଚ୍ଡି ସ୍ୱାମୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ/ ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନୂଆଦିଲ୍ଲୀ ଠାରେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି । ଏକ୍ସରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ବୁଧବାର ନୂଆଦିଲ୍ଲୀରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ…
କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି । ସେ ଏହାକୁ ଜନସେବା ପ୍ରତି ଅତୁଟ ସଂକଳ୍ପ ଓ ନିରନ୍ତର ପ୍ରୟାସର ପ୍ରତୀକ ବୋଲି କହିଛନ୍ତି । ସେ କହିଛନ୍ତି, କର୍ତ୍ତବ୍ୟ ଭବନ କେବଳ ନୀତି ଏବଂ ଯୋଜନାକୁ ଲୋକମାନଙ୍କ…
ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ କୋହଲି
ନୂଆଦିଲ୍ଲୀ, : ବିରାଟ କୋହଲି ପୁଣିଥରେ ଖବର ଶିରୋନାମାରେ ଅଛନ୍ତି । ଏଥର ସେ ତାଙ୍କ ଖେଳ ଯୋଗୁ ନୁହେଁ ବରଂ ଅନ୍ୟ କୌଣସି କାରଣରୁ ଖବର ଶିରୋନାମାରେ ଅଛନ୍ତି । ୩୬ ବର୍ଷୀୟ କ୍ରିକେଟର ଅଗଷ୍ଟ ୪ ତାରିଖରେ ତାଙ୍କ ଅଫିସିଆଲ ଏକ୍ସ ହ୍ୟାଣ୍ଡେଲରେ ଟ୍ୱିଟ୍ କରିଥିଲେ । ଯେଉଁଥିରେ ସେ ଇଂଲଣ୍ଡ ବିପକ୍ଷ…
ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର, : ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ । ସେ ତତ୍କାଳୀନ ସମାଜରେ ପ୍ରଚଳିତ ଏକାଧିକ କୁସଂସ୍କାର ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥିଲେ । ସେ…
ଭାରତରେ ଦ୍ୱିତୀୟ ଶୋ\’ରୁମ୍ ଖୋଲିବ ଟେସଲା
ନୂଆଦିଲ୍ଲୀ,: ଆମେରିକୀୟ ଇଲେକ୍ଟ୍ରିକ୍ ଗାଡ଼ି ନିର୍ମାତା ଟେସଲା ମୁମ୍ବାଇରେ ପ୍ରଥମ ଶୋରୁମ ଖୋଲିବା ପରେ ଏବେ ଭାରତରେ ନିଜର ଦ୍ୱିତୀୟ ଶୋରୁମ ଦିଲ୍ଲୀର ଏରୋସିଟିରେ ଆସନ୍ତା ଅଗଷ୍ଟ ୧୧ ତାରିଖରେ ଉଦ୍ଘାଟନ କରିବାକୁ ଯାଉଛି । ଏହି ନୂଆ ଶୋରୁମ ଏରୋସିଟିର ପ୍ରେଷ୍ଟିଜିୟସ୍ ୱାର୍ଲ୍ଡମାର୍କ ୩…
ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ନୂଆଦିଲ୍ଲୀ, : ସର୍ବପ୍ରଥମେ, ମୁଁ ରାଷ୍ଟ୍ରପତି ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତକୁ ହାର୍ଦ୍ଦିକ ସ୍ୱାଗତ କରୁଛି । ଏହି ବର୍ଷ ଭାରତ ଏବଂ ଫିଲିପାଇନ୍ସ ସେମାନଙ୍କର କୂଟନୈତିକ ସମ୍ପର୍କର ୭୫ତମ ବାର୍ଷିକୀ ପାଳନ କରୁଛନ୍ତି ଏବଂ ଏହି ପରିପ୍ରେକ୍ଷୀରେ, ତାଙ୍କର ଗସ୍ତର ବିଶେଷ ଗୁରୁତ୍ୱ ରହିଛି…
‘ଅପରେସନ୍ ସିନ୍ଦୂର\’ ବାବଦରେ ବିତର୍କ ଦାବି ବିରୋଧୀଙ୍କ ବଡ଼ ଭୁଲ୍\’
ନୂଆଦିଲ୍ଲୀ, : ସଂସଦ ଭବନରେ ମଙ୍ଗଳବାର ବିଜେପି ନେତୃତ୍ୱାଧୀନ ଏନଡିଏ ସଂସଦୀୟ ଦଳର ବୈଠକ ଅନୁଷ୍ଠିତ ହୋଇଛି । ସଂସଦ ଭବନର ଅଡିଟୋରିୟମରେ ଆୟୋଜିତ ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହା ସହିତ ‘ଅପରେସନ୍ ସିନ୍ଦୂର\' ଓ ‘ଅପରେସନ୍ ମହାଦେବ\'ର…
ଗିନିଜ୍ ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା ୨୦୨୫ : ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା(ପିପିସି) -୨୦୨୫ ଗୋଟିଏ ମାସରେ ସର୍ବାଧିକ ପଞ୍ଜୀକରଣ ପାଇଁ ଗିନିଜ୍ ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ରେଳ…
ସୁନା ମୂଲ୍ୟରେ ବଡ଼ ହ୍ରାସ, ରୂପା ମୂଲ୍ୟରେ ମଧ୍ୟ ସାମାନ୍ୟ ହ୍ରାସ
ନୂଆଦିଲ୍ଲୀ,: ଘରୋଇ ସୁନା ବଜାରରେ ଆଜି ସୁନା ମୂଲ୍ୟରେ ଏକ ବଡ଼ ହ୍ରାସ ଘଟିଛି । ସୁନା ଆଜି ୧,୪୫୦ ଟଙ୍କାରୁ ୧,୫୯୦ ଟଙ୍କା ପ୍ରତି ୧୦ ଗ୍ରାମ ପର୍ଯ୍ୟନ୍ତ ପୁଣି ଥରେ ଏକ ଲକ୍ଷ ଟଙ୍କାସ୍ତରରେ ହ୍ରାସ ପାଇଛି ।ତଥାପିଆଜି ରୂପା ମୂଲ୍ୟରେ ଆଜି ୧୦୦ ଟଙ୍କା ପ୍ରତି ଲୋଗ୍ରାମର ସାମାନ୍ୟ ହ୍ରାସ ରେକର୍ଡ…