Browsing Category

ଦେଶ- ବିଦେଶ

ମିଜୋରମ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ

ନୂଆଦିଲ୍ଲୀ, ୧୪ା୭ : ମିଜୋରମ ମୁଖ୍ୟମନ୍ତ୍ରୀ ଲାଲଦୁହୋମା ସୋମବାର ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ଦୁଇ ନେତାଙ୍କ ସାକ୍ଷାତର ଫଟୋ ସେୟାର କରି ଏହି ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର ଏମ୍ସର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର, ୧୪ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଭୁବନେଶ୍ୱର ଏମ୍ସର ପଞ୍ଚମ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିଛନ୍ତି । ସମାରୋହରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଥିଲେ, ଗତ ୧୨ ବର୍ଷ ମଧ୍ୟରେ ଏମ୍ସ ଭୁବନେଶ୍ୱର ଉଲ୍ଲେଖନୀୟ ପ୍ରଗତି ହାସଲ କରିବା ଖୁସିର ବିଷୟ । ସେ କହିଥିଲେ,…

ପ୍ରଖ୍ୟାତ ତେଲୁଗୁ ଅଭିନେତା ତଥା ପୂର୍ବତନ ବିଧାୟକ କୋଟା ଶ୍ରୀନିବାସ ରାଓଙ୍କ ପରଲୋକ

ହାଇଦ୍ରାବାଦ, : ପ୍ରଖ୍ୟାତ ତେଲୁଗୁ ଅଭିନେତା ତଥା ପୂର୍ବତନ ଭାଜପା ବିଧାୟକ କୋଟା ଶ୍ରୀନିବାସ ରାଓଙ୍କର ୮୩ ବର୍ଷ ବୟସରେ ପରଲୋକ ହୋଇଛି । ରବିବାର ସକାଳେ ହାଇଦ୍ରାବାଦର ଫିଲ୍ମନଗର ସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ ନେଇଛନ୍ତି । ଦୀର୍ଘ ଦିନରୁ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ…

ସରକାରୀ ଦରମାରେ ଅସନ୍ତୁଷ୍ଟ କଙ୍ଗନା

ମୁମ୍ୱାଇ, : ବଲିଉଡର କଣ୍ଟ୍ରୋଭର୍ସି କ୍ୱିନ୍ କଙ୍ଗନା ରାଣାୱତ । ଅଭିନୟ ପରେ ରାଜନୀତିରେ ପାଦ ଦେଇଛନ୍ତି । ଏବେ କୁଆଡେ ସେ ରାଜନୀତିକୁ ନେଇ ପଶ୍ଚାତାପ କରୁଛନ୍ତି । ବିଜେପି ସାଂସଦ ତଥା ଅଭିନେତ୍ରୀଙ୍କ ବୟାନକୁ ନେଇ ଏହି ପ୍ରଶ୍ନ ଉଠିଛି । କେବଳ ସେତିକି ନୁହେଁ, ରାଜନୀତିକୁ ନେଇ ସେ ଦେଇଥିବା…

ଯାତ୍ରୀ ସୁରକ୍ଷାରେ ସୁଧାର ପାଇଁ ରେଳ ବଗିରେ ଲାଗିବ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ, : ସବୁଟ୍ରେନ୍‌ ବଗିରେ ସିସିଟିଭି କ୍ୟାମେରା ଲଗାଇବାକୁ ରେଳବାଇ ନିଷ୍ପତ୍ତି ନେଇଛି । ପରୀକ୍ଷାମୂଳକ ଭାବରେଯାତ୍ରୀବାହୀ ଟ୍ରେନ ବଗିରେ ସିସିଟିଭି କ୍ୟାମେରା ସ୍ଥାପନର ସକାରାତ୍ମକ ଫଳାଫଳକୁ ଆଧାର କରି ଏହି ନିଷ୍ପତ୍ତି ନିଆଯାଇଛି । ଏହି ପଦକ୍ଷେପ ଯାତ୍ରୀଙ୍କ ସୁରକ୍ଷାରେ…

୩ ଦିନରେ ୧୫ ହଜାର ଟଙ୍କା ମହଙ୍ଗା ହେଲା ସୁନା

ନୂଆଦିଲ୍ଲୀ : ଭାରତରେ ସୁନା ମୂଲ୍ୟ ୧୦ ଜୁଲାଇରୁ ୧୨ ଜୁଲାଇ ପର୍ଯ୍ୟନ୍ତ ଲଗାତାର ତିନି ଦିନ ବୃଦ୍ଧି ପାଇଛି । ଏହି ତିନି ଦିନରେ ୨୪ କ୍ୟାରେଟ୍ (୧୦୦ ଗ୍ରାମ) ସୁନାର ମୂଲ୍ୟ ୧୫,୩୦୦ ଟଙ୍କା ବୃଦ୍ଧି ପାଇଛି । ଏହି ସମୟ ମଧ୍ୟରେ ରୂପାର ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି । ଆମେରିକା ରାଷ୍ଟ୍ରପତି…

ରାଜ୍ୟସଭାକୁ ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧୩ା୭ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟସଭା ପାଇଁ ୪ ଜଣଙ୍କୁ ମନୋନୀତ କରିଛନ୍ତି । ସରକାରୀ ଓକିଲ ଉଜ୍ଜ୍ୱଳ ଦେବରାଓ ନିକମ, କେରଳର ବରିଷ୍ଠ ସମାଜସେବୀ ଏବଂ ଶିକ୍ଷାବିତ ସି. ସଦାନନ୍ଦନ ମାଷ୍ଟର, ଭାରତର ପୂର୍ବତନ ବୈଦେଶିକ ସଚିବ ହର୍ଷ ବର୍ଦ୍ଧନ ଶ୍ରୀଙ୍ଗଲା ଏବଂ ପ୍ରଖ୍ୟାତ…

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଜଗିବେ ୫୦ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ୱର, ୧୩ା୭: ରାଷ୍ଟ୍ରପତିଙ୍କ ଆଗମନ ପାଇଁ ରବିବାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ, ଡିସିପି ଜଗମୋହନ ମୀନା ଓ ଅତିରିକ୍ତ କମିଶନର ନରସିଂହ ଭୋଳ ଏମ୍ସରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୫୦ ପ୍ଲାଟୁନ ଫୋର୍ସ…

ପ୍ରିୟଙ୍କା ପାରମ୍ପରିକ ଭାବେ ସୁନ୍ଦର ନଥିଲେ: ପ୍ରଯୋଜକ ସୁନୀଲ ଦର୍ଶନ

ମୁମ୍ବାଇ, : ପ୍ରିୟଙ୍କା ଚୋପ୍ରା ଆଜି ଜଣେ ବିଶ୍ୱସ୍ତରୀୟ ଆଇକନ୍ ପାଲଟିଛନ୍ତି । ସେ କେବଳ ବଲିଉଡରେ ନୁହେଁ ବରଂ ହଲିଉଡରେ ମଧ୍ୟ ତାଙ୍କର ଅଭିନୟ ଦକ୍ଷତା ପ୍ରମାଣିତ କରିଛନ୍ତି । ବଲିଉଡରୁ ଦୂରେଇ ଯିବା ପରେ ସେ ଅନେକ ହଲିଉଡ ଫିଲ୍ମ ଏବଂ ଧାରାବାହିକରେ ଅଭିନୟ କରିଥିଲେ । ସେଠାରେ ତାଙ୍କୁ ଖୁବ୍…

ଅମିତାଭଙ୍କ ପାଖରୁ ଟଙ୍କା ଉଧାର ନେଇଥିଲେ ରତନ ଟାଟା

ନୂଆଦିଲ୍ଲୀ, : ଭାରତର ରତ୍ନ ରତନ ଟାଟା । ତାଙ୍କ ମୃତ୍ୟୁକୁ ୯ ମାସରୁ ଅଧିକ ସମୟ ବିତିଗଲାଣି । ହେଲେ ତାଙ୍କ ସହ ଜଡିତ କାହଣୀ ଏବେ ବି ଲୋକଙ୍କ ମଧ୍ୟରେ ଜୀବତ ରହିଛି । ଏମିତି ଏକ କାହାଣୀଟିଏ ବି ରହିଛି ବଲିଉଡର ବିଗ୍ ବି ଅମିତାଭ ବଚ୍ଚନଙ୍କ ସହ । ଅଭିନେତା ଥରେ କହିଥିଲେ ଯେ ରତନ ଟାଟା…