Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ- ବିଦେଶ
ମାର୍ଚ୍ଚ ୯ ରେ ଶ୍ରୀମଦ୍ ଭଗବଦଗୀତା ଶ୍ଲୋକ ଉପରେ ୨୧ଜଣ ବିଦ୍ଵାନଙ୍କ ବ୍ୟାଖ୍ୟା ଥିବା ପାଣ୍ଡୁଲିପି ଉନ୍ମୋଚନ କରିବେ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୯, ୨୦୨୧ରେ ନୂଆଦିଲ୍ଲୀର ଲୋକ କଲ୍ୟାଣ ମାର୍ଗଠାରେ ଶ୍ରୀମଦ୍ ଭଗବଦଗୀତା ଶ୍ଲୋକ ଉପରେ ୨୧ ଜଣ ବିଦ୍ଵାନଙ୍କ ବ୍ୟାଖ୍ୟା ସହିତ ୧୧ ଅଧ୍ୟାୟ ବିଶିଷ୍ଟ ପାଣ୍ଡୁଲିପି ଉନ୍ମୋଚନ କରିବେ । ଏହି ଅବସରରେ ଜମ୍ମୁ ଏବଂ କଶ୍ମୀର ଲେଫ୍ଟନାଣ୍ଟ…
ମାର୍ଚ୍ଚ ୯ ତାରିଖରେ ଭାରତ ଓ ବାଂଲାଦେଶ ମଧ୍ୟରେ ‘ମୈତ୍ରୀ ସେତୁ’ର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
-ତ୍ରିପୁରାରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ଉଦଘାଟନ ସହିତ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୯, ୨୦୨୧ ମଧ୍ୟାହ୍ନ ୧୨ରେ ଭିଡିଓ କନଫରେନ୍ସିଂ ଜରିଆରେ ଭାରତ ଓ ବାଂଲାଦେଶ ମଧ୍ୟରେ ‘ମୈତ୍ରୀ ସେତୁ’ର ଉଦଘାଟନ କରିବେ। ଏହି…
ଜନଔଷଧୀ ଯୋଜନା ଗରିବଙ୍କୁ ଉଚ୍ଚ ଚିକିତ୍ସା ଖର୍ଚ୍ଚରୁ ସୁରକ୍ଷା ଦେଇଛି: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀଜନଔଷଧୀ ଦିବସ ଉତ୍ସବ ପାଳନ ଅବସରରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଦେଶର ୭୫୦୦ତମ ଜନଔଷଧୀ କେନ୍ଦ୍ରକୁ ଶିଲଂର ନିଗ୍ରିହିମ୍ସ ଠାରେ ଜାତି ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମ…
ଗୁଜରାଟର କେୱଡ଼ିଆଠାରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ମିଳିତ କମାଣ୍ଡର୍ସ ସମ୍ମିଳନୀର ଉଦଯାପନୀ ଅଧିବେଶନରେ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର କେୱଡ଼ିଆଠାରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ମିଳିତ କମାଣ୍ଡର୍ସ ସମ୍ମିଳନୀର ଉଦଯାପନୀ ଅଧିବେଶନରେ ଉଦବୋଧନ ଦେଇଛନ୍ତି। ଏହି ସମ୍ମିଳନୀର ଢାଞ୍ଚା ଏବଂ ଏଜେଣ୍ଡାକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ। ଏହି…
‘ନିର୍ଭୟ’ର ସପ୍ତମ ବାର୍ଷିକ ଉତ୍ସବରେ କେନ୍ଦ୍ରମନ୍ତ୍ରୀ
-ସ୍ୱାଭିମାନୀ, ସ୍ୱାବଲମ୍ବୀ ଓ ଆତ୍ମନିର୍ଭର ହେବା ପାଇଁ ବ୍ୟକ୍ତି ନିର୍ଭୟ ହେବା ଦରକାର – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର: ସମାଜରେ ନିର୍ଭୟ ହେବା ଦରକାର । ବିଶେଷଭାବରେ ସ୍ୱାଭିମାନୀ, ସ୍ୱାବଲମ୍ବୀ ଓ ଆତ୍ମନିର୍ଭର ହେବା ପାଇଁ ବ୍ୟକ୍ତି ଜଣକ ନିର୍ଭୟ ହେବା ଦରକାର । ନିର୍ଭୟ…
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୮,୩୨୭ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୮,୩୨୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୦୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୧,୭୩,୭୬୧ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…
ସେରା ୱିକ୍ ୨୦୨୧ରେ ପ୍ରଧାନମନ୍ତ୍ରୀଙ୍କ ଦୀକ୍ଷାନ୍ତ ଭାଷଣ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ସେରା ୱିକ ୨୦୨୧ରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଛନ୍ତି। ଏହି ଅବସରରେ ତାଙ୍କୁ ‘ସେରା ୱିକ ଗ୍ଲୋବାଲ ଏନର୍ଜି ଓ ଏନଭାଇରନମେଣ୍ଟ ଲିଡରଶିପ ପୁରସ୍କାର’ରେ ସମ୍ମାନିତ କରାଯାଇଥିଲା। ସେ କହିଥିଲେ ଯେ “ମୁଁ…
୨୦୨୦-୨୧ ବର୍ଷ ପାଇଁ ଉପଭୋକ୍ତାଙ୍କୁ ୮.୫୦ ପ୍ରତିଶତ ସୁଧ ପ୍ରଦାନ ଲାଗି ସୁପାରିସ କଲା କେନ୍ଦ୍ରୀୟ ବୋର୍ଡ
ନୂଆଦିଲ୍ଲୀ: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ), କେନ୍ଦ୍ରୀୟ ଟ୍ରଷ୍ଟି ବୋର୍ଡର ୨୨୮ତମ ବୈଠକ ଜମ୍ମୁ-କଶ୍ମୀରର ଶ୍ରୀନଗରଠାରେ କେନ୍ଦ୍ର ଶ୍ରମ ଓ ନିୟୋଜନ ରାଷ୍ଟ୍ରମନ୍ତ୍ରୀ (ସ୍ଵାଧୀନ) ଶ୍ରୀ ସନ୍ତୋଷ କୁମାର ଗଙ୍ଗୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ବୈଠକରେ ଶ୍ରମ ଓ ନିୟୋଜନ ସଚିବ…
ଦଶ ଲକ୍ଷରୁ କମ ଜନସଂଖ୍ୟା ବିଶିଷ୍ଟ ସହର ବର୍ଗରେ ଭୁବନେଶ୍ୱରକୁ ଦ୍ୱିତୀୟ ସ୍ଥାନ
ନୂଆଦିଲ୍ଲୀ: କେନ୍ଦ୍ର ଆବାସ ଏବଂ ସହରାଂଚଳ ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଶ୍ରୀ ହରଦୀପ ସିଂ ପୁରୀ ଆଜି ସହଜ ଜୀବନ ଧାରଣ ବା ଇଜ ଅଫ ଲିଭିଂ ସୂଚକାଙ୍କ (ଇଓଏଲଆଇ)ର ଚୂଡ଼ାନ୍ତ ରାଙ୍କିଙ୍ଗ ଘୋଷଣା କରିଛନ୍ତି । ଏଥିସହିତ ମନ୍ତ୍ରୀ ଶ୍ରୀ ପୁରୀ ନଗରପାଳିକା ସୂଚକାଙ୍କ (ଏମପିଆଇ)…
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୭,୪୦୭ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୭,୪୦୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୮୯ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୧,୩୯,୫୧୬ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା…