Browsing Category

ଦେଶ- ବିଦେଶ

କୃଷି କ୍ଷେତ୍ରରେ ସହଯୋଗ ପାଇଁ ଫିଜି-ଭାରତ ବୁଝାମଣାପତ୍ରକୁ କ୍ୟାବିନେଟର ଅନୁମୋଦନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଭାରତ-ଫିଜି କୃଷି ସହଯୋଗ ବୁଝାମଣାପତ୍ରକୁ ଅନୁମୋଦନ କରାଯାଇଛି । ଏହି ବୁଝାମଣାପତ୍ର ଅନୁସାରେ କୃଷି ଏବଂ ତତ୍‍ସଂକ୍ରାନ୍ତ କ୍ଷେତ୍ରରେ ଦୁଇଦେଶର କୃଷକଙ୍କ ମଧ୍ୟରେ ସହଯୋଗ ଏବଂ ସେମାନଙ୍କ କଲ୍ୟାଣ…

ଶିକ୍ଷାକୁ କର୍ମସଂସ୍ଥାନ ଓ ଔଦ୍ୟୋଗିକ ସାମର୍ଥ୍ୟ ସହ ସଂଯୋଗ କରିବା ପାଇଁ ବଜେଟରେ ହୋଇଛି ଉଦ୍ୟମ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଶିକ୍ଷା କ୍ଷେତ୍ରରେ ବଜେଟରେ ହୋଇଥିବା ବ୍ୟୟ ବ୍ୟବସ୍ଥାକୁ ପ୍ରଭାବୀ ଢ଼ଙ୍ଗରେ ତ୍ୱରାନ୍ୱିତ କରିବା ନେଇ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଅଭିଭାଷଣ ରଖିଛନ୍ତି । ୱେବିନାରକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏକ ଆତ୍ମନିର୍ଭରଶୀଳ…

ବିଶ୍ୱ ବନ୍ୟପ୍ରାଣୀ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିବାଦନ

ନୂଆଦିଲ୍ଲୀ: ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ବନ୍ୟଜନ୍ତୁଙ୍କ ସୁରକ୍ଷା ଦିଗରେ କାର‌୍ୟ୍ୟ କରୁଥିବା ସମସ୍ତ ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିବାଦନ ଜଣାଇଛନ୍ତି । ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ବିଶ୍ୱ ବନ୍ୟପ୍ରାଣୀ ଦିବସରେ ବନ୍ୟଜନ୍ତୁ ସୁରକ୍ଷା ଦିଗରେ…

ଭାରତ ସାମୁଦ୍ରିକ ଶିଖର ସମ୍ମିଳନୀ-୨୦୨୧ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ

-ଭାରତ ସାମୁଦ୍ରିକ କ୍ଷେତ୍ରରେ ଶକ୍ତିଶାଳୀ ହେବା ସହ ନୀଳ ଅର୍ଥନୀତିରେ ବିଶ୍ୱରେ ଅଗ୍ରଣୀ ହେବାକୁ ଲକ୍ଷ୍ୟରଖିଛି : ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମୁଦ୍ରିକ ଭାରତ-୨୦୨୧ ଶିଖର ସମ୍ମିଳନୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି ।…

‘ହୁ’ର ଚେତାବନୀ ପ୍ରତି ୪ଜଣରେ ଜଣଙ୍କର ହେବ ଶ୍ରବଣ ସମସ୍ୟା

ଜେନେଭା: ସମଗ୍ର ବିଶ୍ୱ କରୋନା ମହାମାରୀ ସହିତ ଲଢ଼େଇ କରୁଥିବା ବେଳେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ) ନୂଆ ବିପଦ ସମ୍ପର୍କରେ ସତର୍କ କରାଇଛି । ‘ହୁ’ କହିଛି ଯେ ଆସନ୍ତା କିଛି ବର୍ଷ ମଧ୍ୟରେ ବିଶ୍ୱ ଜନସଂଖ୍ୟାର ଏକ ଚତୁର୍ଥାଂଶ ଲୋକ ଶୁଣିବା ଶକ୍ତି ହରାଇବା ଜନିତ ସମସ୍ୟାର ସମ୍ମୁଖୀନ…

ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଶ୍ରୀ ଜୟଦୀପ ଭଟ୍ଟନାଗର

ନୂଆଦିଲ୍ଲୀ:  ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଆଜି ଶ୍ରୀ ଜୟଦୀପ ଭଟ୍ଟନାଗର ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀ ଭଟ୍ଟନାଗର ୧୯୮୬ ବ୍ୟାଚର ଜଣେ ଭାରତୀୟ ସୂଚନା ସେବା ଅଧିକାରୀ । ସେ ପୂର୍ବରୁ ଦୂରଦର୍ଶନ ସମାଚାର ବିଭାଗରେ କାର୍ଯ୍ୟ କରିଛନ୍ତି ଏବଂ…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୨,୨୮୬ ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୨,୨୮୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୯୧ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୧,୨୪,୫୨୭ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା…

ଭାରତ ଟିକା କମ୍ପାନୀ ଉପରେ ସାଇବର ଆକ୍ରମଣ ପାଇଁ ଚୀନ୍ ର ଉଦ୍ୟମ

ନୂଆଦିଲ୍ଲୀ: କରୋନା ଟିକା ପ୍ରସ୍ତୁତି କ୍ଷେତ୍ରରେ ଭାରତଠାରୁ ପଛେଇଯିବା ପରେ ଚୀନ ଏବେ ଭାରତର ଟିକା ପ୍ରସ୍ତୁତକାରୀ କମ୍ପାନୀମାନଙ୍କ ଉପରେ ସାଇବର ଆକ୍ରମଣ କରିବାକୁ ଉଦ୍ୟମ କରୁଛି । କିଛି ସପ୍ତାହ ତଳେ ଚୀନ୍ ହ୍ୟାକରମାନେ ଭାରତର ଦୁଇ ଟିକା ପ୍ରସ୍ତୁତିକାରୀ କମ୍ପାନି ସିରମ୍ ଇନ୍ଷ୍ଟିଚ୍ୟୁଟ୍ ଓ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଟୀକା ନେଲେ

ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ରେ କରୋନା ଟିକା ର ପ୍ରଥମ ଡୋଜ ନେଇଛନ୍ତି । ଭାରତକୁ କରୋନାକୁ ମୁକ୍ତ କରିବାରେ ସହଯୋଗ କରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି । ସେ କହିଛନ୍ତି ଯେ ଫଫ ଆମର ଡାକ୍ତର ଏବଂ…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୬,୭୫୨ ନୂଆ ମାମଲା

ନୂଆଦିଲ୍ଲୀ:  ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୬,୭୫୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୧୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୦,୯୬,୭୩୧ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…