Browsing Category

ଦେଶ- ବିଦେଶ

କୌଣସି ନୂଆ ବ୍ୟବସ୍ଥା କଂଟେଟ ଉପରେ ପ୍ରତିବନ୍ଧକ ଲାଗୁ କରିବା ପାଇଁ କରାଯାଇ ନାହିଁ

ନୂଆଦିଲ୍ଲୀ:  ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ଦିଶାନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ, ୨୦୨୧ର ଭାଗ ଓଓଓର ନିୟମ ୧୬ ସଂକ୍ରାନ୍ତରେ କେତେକ ଭୁଲ ଧାରଣା ସୃଷ୍ଟି କରାଯାଇଛି । କୁହାଯାଉଛି ଯେ, ଜରୁରିକାଳୀନ ସ୍ଥିତିରେ ଡିଜିଟାଲ ମିଡିଆରେ ପ୍ରସାରିତ କେତେକ କଂଟେଟ  ଉପରେ…

ଆତ୍ମନିର୍ଭର ଭାରତ ନିର୍ମାଣ ଦିଗରେ ଇଣ୍ଡିଆ ଖେଳନା ମେଳା ୨୦୨୧ ହେଉଛି ଏକ ପ୍ରମୁଖ ପଦକ୍ଷେପ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଇଣ୍ଡିଆ ଖେଳନା ମେଳା ୨୦୨୧ ର ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ଏବଂ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ନିତିନ ଗଡକରୀ ଏବଂ କେନ୍ଦ୍ର ବୟନ…

ସମଗ୍ର ବିଶ୍ୱରେ କରୋନାରେ ଆଜି ପର୍ଯ୍ୟନ୍ତ ୧୧ କୋଟି ୩୯ ଲକ୍ଷ ୬୦ ହଜାର ୭୧ ଲୋକ ସଂକ୍ରମିତ

ନୂଆଦିଲ୍ଲୀ:  ସମଗ୍ର ବିଶ୍ୱରେ କରୋନାରେ  ଆଜି ପର୍ଯ୍ୟନ୍ତ ୧୧ କୋଟି ୩୯ ଲକ୍ଷ ୬୦ ହଜାର ୭୧ ଲୋକ ସଂକ୍ରମିତ ହୋଇସାରିଥିବା ବେଳେ ୨୫ ଲକ୍ଷ ୨୭ ହଜାର ୯୫୨ ଜଣ ଲୋକଙ୍କର ମୃତ୍ୟୁ ହୋଇଛି । କରୋନା ସଂକ୍ରମିତ ୮ କୋଟି ୯୫ ଲକ୍ଷ ୧୯ ହଜାର ୫୩୪ ଜଣ ସୁସ୍ଥ ହୋଇଥିବା ବେଳେ ୨ କୋଟି ୧୯ ଲକ୍ଷ ୧୨ ହଜାର…

ବାଜିଲା ବିଗ୍ ଫାଇଟ୍ ବିଗୁଲ : ୪ ରାଜ୍ୟ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା

-୮୨୪ ଆସନ ପାଇଁ ହେବ ନିର୍ବାଚନ -ମାର୍ଚ୍ଚ ୨୭ରେ ପ୍ରଥମ ପର୍ଯ୍ୟାୟ ଭୋଟ -ଆସାମରେ ୩ ପର୍ଯ୍ୟାୟରେ ହେବ ନିର୍ବାଚନ -କେରଳ ଓ ତାମିଲନାଡୁରେ ଗୋଟିଏ ପର୍ଯ୍ୟାୟ -ପଶ୍ଚିମବଙ୍ଗରେ ୮ ପର୍ଯ୍ୟାୟରେ ହେବ ଭୋଟ ନୂଆଦିଲ୍ଲୀ: ୪ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ବିଧାନସଭା…

ପ୍ରାଇଭେଟ୍ ହସ୍ପିଟାଲକୁ ଟୀକାରଣ ଅନୁମତି ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର:  ଓଡିଶାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହୋଇଥିବା ପ୍ରାଇଭେଟ୍ ହସ୍ପିଟାଲ ଗୁଡିକୁ କୋଭିଡ୍ ଟୀକାକରଣ ପାଇଁ ଅନୁମତି ଦେବାକୁ କେନ୍ଦ୍ରକୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର । ଏହିପରି ୧୮୩ଟି ଘରୋଇ…

ମହାରାଷ୍ଟ୍ରରେ ପୁଣି କରୋନା ଆତଙ୍କ: ୨୪ ଘଣ୍ଟାରେ ୯ ହଜାର ଆକ୍ରାନ୍ତ ଚିହ୍ନଟ

ମୁମ୍ବଇ: ମହାରାଷ୍ଟ୍ରରେ କରୋନାର ଦ୍ୱିତୀୟ ଲହର । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ପ୍ରାୟ ୪୦ ପ୍ରତିଶତ ଆକ୍ଟିଭ୍ କେସ୍ ରହିଛି । ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ପାଖାପାଖି ୯ ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୧୮ ରୋଗୀ ୱାସିମ ଜିଲ୍ଲାର ।…

ଆସନ୍ତା ୨୭ ତାରିଖ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ ଖେଳଣା ମେଳା

ନୂଆଦିଲ୍ଲୀ: ପ୍ରଧାମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୭ତାରିଖ ଦିନ ୧୧ଟାବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଭାରତୀୟ ଖେଳଣା ମେଳା ଉଦ୍‌ଘାଟନ କରିବେ । ଶିଶୁର ମନର ବିକାଶରେ ଖେଳଣାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ବେଳେ ତାହାର ମନସ୍ତାତ୍ୱିକ ଓ ବୋଧଶକ୍ତିର ବିକାଶ ମଧ୍ୟ କରିଥାଏ…

ପୁଡୁଚେରୀରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ

ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଡୁଚେରୀଠାରେ NH45-Aର ଚାରିଲେନ ବିଶିଷ୍ଟ ରାସ୍ତାର ଶିଳାନ୍ୟାସ କରିଛନ୍ତି । ଏହା କରାଇକାଲ ଜିଲ୍ଲା ଏବଂ କରାଇକାଲଠାରେ ମେଡିକାଲ କଲେଜର ନୂତନ କ୍ୟାମ୍ପସ ତଥା କରାଇକାଲ ଜିପମର ପ୍ରଥମ ଖଣ୍ଡକୁ ସଂଯୋଗ କରିବ । ଏହାଛଡା ଶ୍ରୀ ମୋଦୀ…

ଭାରତ ବନ୍ଦ ଆଜି

ଭୁବନେଶ୍ୱର: ଆଜି (ଶୁକ୍ରବାର) ବ୍ୟବସାୟ ସଂଘ ପକ୍ଷରୁ ଦେଶବ୍ୟାପୀ ଭାରତ ବନ୍ଦ ଡାକରା ଦିଆଯାଇଛି । ଜିଏସଟି, ବର୍ଦ୍ଧିତ ତୈଳ ଦର ଓ ଇ-ୱେ ବିଲ୍ ଭଳି ଏକାଧିକ ପ୍ରସଙ୍ଗ ବିରୋଧରେ ଟ୍ରେଡ୍ ୟୁନିୟନ ପକ୍ଷରୁ ଭାରତ ବନ୍ଦର ଡାକରା ଦିଆଯାଇଛି । କନଫରଡେସନ୍ ଅଫ୍ ଅଲ୍ ଇଣ୍ଡିଆ ଟ୍ରେଡରସ୍ ପକ୍ଷରୁ…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୬,୭୩୮ ନୂଆ ମାମଲା

ନୂଆଦିଲ୍ଲୀ:  ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୬,୭୩୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୩୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୦,୪୬,୯୧୪ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…