Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ- ବିଦେଶ
ଭାରତ-ମରିସସ ମଧ୍ୟରେ ଅର୍ଥନୈତିକ ସହଯୋଗ ଓ ସହଭାଗିତା ଚୁକ୍ତିକୁ କ୍ୟାବିନେଟର ଅନୁମୋଦନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଭାରତ ଓ ମରିସସ ମଧ୍ୟରେ ସ୍ୱାକ୍ଷରିତ ହେବାକୁ ଥିବା ବ୍ୟାପକ ଅର୍ଥନୈତିକ ସହଯୋଗ ଓ ସହଭାଗିତା ଚୁକ୍ତି (ସିଇସିପିଏ) ଅନୁମୋଦନ ଲାଭ କରିଛି । ସିଇସିପିଏର ମୁଖ୍ୟାଂଶ ଭାରତ ଓ ମରିସସ ମଧ୍ୟରେ…
କିଶୋର ନ୍ୟାୟ (ଶିଶୁଙ୍କ ଯତ୍ନ ଓ ସୁରକ୍ଷା) ଆଇନ, ୨୦୧୫ରେ ସଂଶୋଧନକୁ କ୍ୟାବିନେଟ୍ ରେ ଅନୁମୋଦନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ପ୍ରସ୍ତାବକ୍ରମେ କିଶୋର ନ୍ୟାୟ (ଶିଶୁଙ୍କ ଯତ୍ନ ଓ ସୁରକ୍ଷା) ଆଇନ (ଜୁଭେନାଇଲ ଜଷ୍ଟିସ୍ ଆକ୍ଟ), ୨୦୧୫ରେ ସଂଶୋଧନକୁ ମଞ୍ଜୁରି ମିଳିଛି । ଏହାଫଳରେ…
ଆଜି ପ୍ରଧାନମନ୍ତ୍ରୀ ଆସାମରେ ‘ମହାବାହୁ-ବ୍ରହ୍ମପୁତ୍ର’ର ଶୁଭାରମ୍ଭ କରିବେ ଏବଂ ଦୁଇଟି ସେତୁର ଆଧାରଶିଳା ରଖିବେ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଙ୍ଗ ଜରିଆରେ ଆଜି ଆସାମରେ ‘ମହାବାହୁ-ବ୍ରହ୍ମପୁତ୍ର’ର ଶୁଭାରମ୍ଭ କରିବେ, ଧୁବରୀ ଫୁଲବାଡ଼ି ସେତୁର ଆଧାରଶିଳା ରଖିବେ ଏବଂ ମଜୁଲି ସେତୁର ନିର୍ମାଣ ନିମନ୍ତେ ଅପରାହ୍ନ ୧୨ଟାରେ ଭୂମିପୂଜା କରିବେ । ଏହି ଅବସରରେ କେନ୍ଦ୍ର…
ବିଶ୍ୱ ଅର୍ଥନୀତିର ପୁନଃଉଦ୍ଧାର ପାଇଁ ତୈଳ ଉତ୍ପାଦନକୁ ସ୍ୱାଭାବିକ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…
ନୂଆଦିଲ୍ଲୀ/ଭୁବନେଶ୍ୱର: ସାଉଦିଆରବର ଉର୍ଜା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଆୟୋଜିତ ୧୧ତମ ଆଇଏଫ-ଆଇଏ-ଓପେକ ଭର୍ଚୁଆଲ ଆଲୋଚନାଚକ୍ରରେ ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସାମିଲ ହୋଇ ବିଶ୍ୱ ଅର୍ଥନୀତିକୁ ସ୍ୱାଭାବିକ ସ୍ଥିତିକୁ ଆଣିବା ପାଇଁ ଉତ୍ପାଦନ ହ୍ରାସକୁ ସ୍ୱାଭାବିକ କରିବାକୁ…
କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ
-ଭୁବନେଶ୍ୱର ଲାଇଫ୍ ସାଇନ୍ସ ଇନଷ୍ଟିଚ୍ୟୁଟ୍ ଠାରେ ସେଂଟର ଅଫ୍ ଏକ୍ସିଲେନ୍ସ
-ଅନ୍ ମେରାଇନ୍ ବାୟୋ-ଟେକ୍ନୋଲୋଜି ପ୍ରତିଷ୍ଠା କରାଯାଉ - ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର: ଅପାର ସମ୍ଭାବନାର ରାଜ୍ୟ ଓଡିଶାରେ ସମୁଦ୍ର କୂଳ ତଥା ପ୍ରାକୃତିକ ପରିବେଶ ସୁରକ୍ଷାର ସନ୍ତୁଳନକୁ ଆଖିରେ…
ଆଜି ନାସକମ ଟେକ୍ନୋଲୋଜି ଏବଂ ଲିଡରସିପ ମଂଚକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାସକମ ଟେକ୍ନୋଲୋଜି ଏବଂ ଲିଡରସିପ ମଂଚ (ଏନଟିଏଲଏଫ)କୁ ଆଜି ମଧ୍ୟାହ୍ନ ୧୨:୩୦ ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିବେ ।
ଏନଟିଏଲଏଫର ୨୯ ତମ ଅଧିବେଶନ ୧୭ ରୁ ୧୯ ଫେବୃଆରୀ ୨୦୨୧ ମଧ୍ୟରେ ଆୟୋଜିତ ହେଉଛି । ଏହା…
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୧,୬୧୦ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୧,୬୧୦ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୦୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୯,୩୭,୩୨୦ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…
ଗୃହସ୍ଥ ଜ୍ଞାନ ଏବଂ ଯୋଗ-ଆୟୁର୍ବେଦ କରୋନା ମୁକାବିଲାରେ ବଡ଼ ଭୂମିକା ନିର୍ବାହ କରିଥିଲା: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଶ୍ରୀରାମଚନ୍ଦ୍ର ମିଶନର ୭୫ତମ ବର୍ଷ ପୂର୍ତ୍ତି ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦ୍ବୋଧନ ଦେଇଛନ୍ତି। ସେ ତାଙ୍କ ଭାଷଣରେ ଜନସାଧାରଣଙ୍କ ମଧ୍ୟରେ ଶାନ୍ତି, ସୁସ୍ଥତା, ନିରାମୟତା, ଆଧ୍ୟାତ୍ମିକତାର ଯଥାର୍ଥ ଭାବନା ସ୍ଥାପନ କରିବାକୁ ଆହ୍ୱାନ ଦେଇଛନ୍ତି । ଯୋଗକୁ…
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ସିଓପି୨୬ ଅଧ୍ୟକ୍ଷ ଆଲୋକ ଶର୍ମା ଏମପି
ନୂଆଦିଲ୍ଲୀ: ମିଳିତ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମ୍ମେଳନର ଅଧ୍ୟକ୍ଷ ଆଲୋକ ଶର୍ମା ଏମପି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ସିଓପି୨୬ ହେଉଛି ଜଳବାୟୁ ପରିବର୍ତ୍ତନ ଉପରେ ମିଳିତ ଜାତିସଂଘ ବ୍ୟବସ୍ଥା ସମ୍ମିଳନୀର ନିର୍ଣ୍ଣୟକାରୀ ସଂସ୍ଥା । ଏହାର ୨୬ତମ…
ଜନନାୟକ ଓ ଯୋଦ୍ଧାମାନଙ୍କୁ ଇତିହାସ ସମ୍ମାନ ଦେଇ ନ ଥିବାରୁ ଆମେ ଭ୍ରମ ସଂଶୋଧାନ କରୁଛୁ-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଆମେ ସ୍ୱାଧୀନତାର ୭୫ତମ ବର୍ଷରେ ପ୍ରଦାର୍ପଣ କରୁଥିବା ସମୟରେ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଥିବା ଇତିହାସର ବୀର ଏବଂ ବୀରାଙ୍ଗନାମାନଙ୍କୁ ମନେ ପକାଇବା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ।
ଉତ୍ତର ପ୍ରଦେଶର…