Browsing Category

ଦେଶ- ବିଦେଶ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଫ୍ରାନ୍ସ ରାଷ୍ଟ୍ରପତିଙ୍କ କୂଟନୈତିକ ପରାମର୍ଶଦାତା ମିଃ. ଇମାନୁଏଲ ବୋନ

ନୂଆଦିଲ୍ଲୀ: ଫ୍ରାନ୍ସ ରାଷ୍ଟ୍ରପତିଙ୍କ କୂଟନୈତିକ ପରାମର୍ଶଦାତା ମିଃ. ଇମାନୁଏଲ୍ ବୋନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ଆତଙ୍କବାଦ ମୁକାବିଲା, ସାଇବର ସୁରକ୍ଷା, ପ୍ରତିରକ୍ଷା ଏବଂ ରଣନୈତିକ ସହଯୋଗ ଇତ୍ୟାଦି ସମେତ ବିଭିନ୍ନ ପ୍ରମୁଖ ପ୍ରସଙ୍ଗ ଉପରେ…

ଜିନ୍ଦଲର ଆଗାମୀ ଦିନର ରୋଡମ୍ୟାପ ଉପରେ କେନ୍ଦ୍ରମନ୍ତ୍ରୀଙ୍କୁ ଅଗବତ କଲେ ଜିନ୍ଦଲ ମୁଖ୍ୟ

ଆନୁଷଙ୍ଗିକ ଷ୍ଟିଲ୍ କ୍ଲଷ୍ଟରର ବିକାଶକୁ ସୁଗମ କରିବା ଉପରେ ଦୃଷ୍ଟି ଦେବାକୁ ଜିନ୍ଦଲକୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୦୩୦ ସୁଦ୍ଧା ବାର୍ଷିକ ୫୦ ମିଲିୟନ ଟନ ଇସ୍ପାତ ଇତ୍ପାଦନ ଜିନ୍ଦଲର ଲକ୍ଷ୍ୟ ନୂଆଦିଲ୍ଲୀ/ଭୁବନେଶ୍ୱର: ୨୦୩୦ ସୁଦ୍ଧା ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍…

ଜାତୀୟ ଐତିହ୍ୟର ସୁରକ୍ଷା ଓ ସଂରକ୍ଷଣ ପାଇଁ ବଦ୍ଧପରିକର ପ୍ରଧାନମନ୍ତ୍ରୀ -ଧର୍ମେନ୍ଦ୍ର ପ୍ରଧାନ

“ସ୍ୱଚ୍ଛ ବିନ୍ଦୁ ସାଗର ପ୍ରକଳ୍ପ”ର ଶୁଭ ଉଦଘାଟନ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ -ସ୍ୱଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ -ଖୁବ ଶୀଘ୍ର ବିନ୍ଦୁ ସାଗରର ପବିତ୍ର ଜଳ ହେବ ସ୍ୱଚ୍ଛ ଓ ନିର୍ମଳ -ପବିତ୍ର ଜଳ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୁଷ୍କରିଣୀର…

ଭଣ୍ଡାରା ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଭଣ୍ଡାରାରେ ଅଗ୍ନିକାଣ୍ଡରେ ଦଶ ଜଣ ଶିଶୁ ପ୍ରାଣ ହରାଇବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ କରି କହିଛନ୍ତି ଯେ ଭଣ୍ଡାରାରେ ଶିଶୁ ମାନଙ୍କର ଜୀବନ ଚାଲି ଯିବା ଘଟଣାରେ ସେ ଦୁଃଖିତ । ପୀଡିତ…

ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଦିନ ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସେ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ - ଦୀର୍ଘ ମାସର ବ୍ୟବଧାନ ପରେ ପବିତ୍ର ଏକାମ୍ର କ୍ଷେତ୍ରରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସର…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୮,୨୨୨ ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୮,୨୨୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୨୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୪,୩୧,୬୩୯ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା…

ଆମେରିକାରେ ପୁଣି କୋଭିଡ ଭୁତାଣୁ ଭାଙ୍ଗିଛି ପୁରୁଣା ରେକର୍ଡ, ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨,୯୦,୦୦୦ ନୂଆ ମାମଲା

ୱାଶିଂଟନ୍: କରୋନା ଭୁତାଣୁର ନୂଆ ଷ୍ଟ୍ରେନ ଆଜି ସାରା ବିଶ୍ୱକୁ ପ୍ରଭାବିତ କରିଛି । ଆମେରିକାରେ ଗତ ୨୪ ଘଣ୍ଟା ମଧ୍ୟରେ ଘଟିଥିବା ନୂତନ କରୋନା ଜୀବାଣୁ ସଂକ୍ରମଣ ଯାହା ଏକ ରେକର୍ଡ ସୃଷ୍ଟି କରିଛି । ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨ ଲକ୍ଷ ୯୦ ହଜାର…

ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ମାଧବସିଂହ ସୋଲଙ୍କି ପରଲୋକ

ଅହମଦାବାଦ: ବରିଷ୍ଠ କଂଗ୍ରେସ ନେତା ତଥା ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ମାଧବସିଂହ ସୋଲଙ୍କିଙ୍କର ଶନିବାର ସକାଳେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା । ୧୯୨୭ ମସିହା ଜୁଲାଇ ୩୦ରେ ଜନ୍ମିତ ସୋଲଙ୍କି ୧୯୭୬ରେ ସ୍ୱଳ୍ପ ସମୟ ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ…

ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଲଶ୍କର-ଏ-ତାଇବା କମାଣ୍ଡର ଜାକି ଉର ରେହମାନ ଲାଖଭିଙ୍କୁ ୧୫ ବର୍ଷ ଜେଲ୍ ଦଣ୍ଡ

ଇସଲାମାବାଦ: ପାକିସ୍ତାନର ଏକ ଆତଙ୍କବାଦ ନିରୋଧୀ ଅଦାଲତ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ତଥା ଆତଙ୍କୀ ସଂଗଠନ ଲସ୍କର ଏ ତୋଇବାର ମୁଖ୍ୟ ଜକି-ଉର-ରେହମାନ ଲଖଭିଙ୍କୁ ୧୫ ବର୍ଷର ଜେଲଦଣ୍ଡରେ ଦଣ୍ଡିତ କରିଛି । ଲଖଭି ଉପରେ ଜରିମାନା ମଧ୍ୟ ଲଗାଯାଇଛି । ଲାହୋରର ଏହି ଅଦାଲତ ଆତଙ୍କୀ…

ଭାରତ-ଅଷ୍ଟ୍ରେଲିଆ ସିଡ୍‌ନୀ ଟେଷ୍ଟ: ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୩୩୮ ରନରେ ଅଲଆଉଟ, ଦ୍ଵିତୀୟ ଦିନ ଖେଳ ଶେଷ ସୁଦ୍ଧା…

ସିଡ୍‌ନୀ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚାରି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ୍ ସିଡନୀ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଉଛି । ଦ୍ୱିତୀୟ ଦିନର ଖେଳ ଶେଷ ହେବା ବେଳକୁ ଭାରତ ୨ ୱିକେଟ୍ ହରାଇ ୯୬ ରନ୍ ସଂଗ୍ରହ କରିଥିଲା । ଦୁଇ ଦିନର ଖେଳ ପରେ ମ୍ୟାଚ୍ ସମାନ…