Browsing Category

New Justice

ଯୁକ୍ତ ତିନି କଲେଜରେ ଖୋଲିବ ସେଲଫ୍ ଡିଫେନସ୍ କ୍ଲବ

ଭୁବନେଶ୍ୱର,ରାଜ୍ୟର ପ୍ରତି ଯୁକ୍ତ ତିନି କଲେଜରେ ଛାତ୍ରୀମାନଙ୍କ ପାଇଁ ଖୋଲିବ ସେଲଫ୍ ଡିଫେନସ୍ କ୍ଲବ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୨୦୦ କଲେଜକୁ ଚିହ୍ନଟ କରାଯାଇଛି । ଯେଉଁଥିରେ ୪୩ ସରକାରୀ କଲେଜ ଥିବାବେଳେ ୧୫୨ ଟି ଏଡେଡ କଲେଜ ସାମିଲ ଅଛି । କଲେଜ ଗୁଡ଼ିକରେ ସେଲଫ୍ ଡିଫେନସ୍ କ୍ଲବ୍ ଖୋଲିବା…

୨୬ ତାରିଖ ପର୍ଯ୍ୟନ୍ତ ବଢିଲା ନବୀନ କାର୍ଡ ପଞ୍ଜିକରଣ ଅବଧ

ଭୁବନେଶ୍ୱର, ବିଏସକେୱାଇ ନବୀନ କାର୍ଡ ପଞ୍ଜିକରଣ ପାଇଁ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଆଜି ଅର୍ଥାତ୍ ୧୬ ତାରିଖ ଆବେଦନର ଶେଷ ତାରିଖ ଥିବା ବେଳେ ଏହାକୁ ୨୬ ତାରିଖ ଯାଏଁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ପୂର୍ବରୁ ଜାନୁଆରୀ ୬ ତାରିଖରୁ ଆରମ୍ଭ ହୋଇ ୧୬ ତାରିଖ ପର୍ଯ୍ୟନ୍ତ…

ବିଜୁ ଏକ୍ସପ୍ରେସ ୱେ: ଓଡ଼ିଶାର ଜୀବନ ରେଖା

ବିଜୁ ଏକ୍ସପ୍ରେସ ୱେ କେବଳ ଏକ ରାସ୍ତା ନୁହେଁ ଏହା ହେଉଛି ଏ ଅଞ୍ଚଳର ଜୀବନ ରେଖା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଉକ୍ତିଟି ଆଜି ସତରେ ପରିଣତ ହୋଇଛି । ବିଜୁ ଏକ୍ସପ୍ରେସ ୱେ ପଶ୍ଚିମ ଓଡ଼ିଶା ସମେତ ଆଠଟି ଜିଲ୍ଲା ପାଇଁ ନୂଆ ସମ୍ଭାବନା ଉଜାଗର କରିଛି । ଏହି ପ୍ରେସ ୱେ ସଂପୃକ୍ତ…

୧୭ରେ ସରକାରୀ ଛୁଟି

ଭୁବନେଶ୍ୱର, ଚଳିତ ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରକଳ୍ପ ହେବ ଓଡ଼ିଆ ଅସ୍ମିତାର ଅନନ୍ୟ ନିଦର୍ଶନ । ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ…

ବାଲେଶ୍ୱରରୁ ଲଢ଼ିବେନି ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର, ବାଲେଶ୍ୱରରୁ ଲୋକସଭା ନିର୍ବାଚନ ଲଢ଼ିବେନି ଅଶ୍ୱିନୀ ବୈଷ୍ଣବ । ଆଜି ନିଜେ ଏହି ଚର୍ଚ୍ଚାର ଅବସାନ ଘଟାଇଛନ୍ତି । ଗତ କିଛିଦିନ ଧରି ଚାଲିଥିବା ସସ୍ପେନ୍ସ ଉପରୁ ସେ ଅନ୍ତ ଘଟାଇଛନ୍ତି । ବାଲେଶ୍ୱର ଗସ୍ତର ଦ୍ୱିତୀୟ ଦିନରେ ଦୁଇଟି ଶବ୍ଦରେ ସମସ୍ତ ଚର୍ଚ୍ଚାର ଅବସାନ କରିଛନ୍ତି ।…

ପରିକ୍ରମା ପ୍ରକଳ୍ପ ପ୍ରସ୍ତୁତିର ଅନୁଧ୍ୟାନ କଲେ ୫-ଟି ଅଧ୍ୟକ୍ଷ

ପୁରୀ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣକୁ ମଝିରେ ଆଉ ଦୁଇଦିନ ବାକି ରହିଛି । ଲୋକାର୍ପଣ ପ୍ରସ୍ତୁତିର ଅନୁଧ୍ୟାନ ପାଇଁ ପୁରୀ ଯାଇଥିଲେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ପ୍ରଥମେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିର୍ବାଦ ନେବା ପରେ ପରିକ୍ରମା ପ୍ରକଳ୍ପ ସ୍ଥଳରେ ପହଞ୍ଚି ବିଭିନ୍ନ…

ଜାତୀୟ ଯୁବ ଦିବସ ପାଳିତ

ଖୋର୍ଦ୍ଧା,ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ କାଇପଦର ଶ୍ରୀଜଗନ୍ନାଥ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଓ ଯୁବ ରେଡ଼କ୍ରସର ମିଳିତ ସହଯୋଗରେ ଯୁବ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଦେଶ ଗଠନରେ ଓ ଜାତୀୟ ସଂହତି ସୁରକ୍ଷାରେ ଯୁବ ଶକ୍ତି ସମ୍ପର୍କରେ ଏକ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ…

୧୨ ଅଫିସରଙ୍କୁ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ୱର, ରାଜ୍ୟସରକାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ସ୍ତରରେ ବଦଳି କରିଛନ୍ତି । ୧୨ଜଣ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଝାରସୁଗୁଡ଼ାର ଅତିରିକ୍ତ ଜିଲ୍ଲାପାଳ ଲଙ୍କେଶ୍ୱର ଅମାତଙ୍କୁ ଯାଜପୁର ଜିଲ୍ଲା କଳିଙ୍ଗନଗରରେ…

ପରିକ୍ରମା ପ୍ରକଳ୍ପ : ଶ୍ରୀକ୍ଷେତ୍ର ଉତ୍ସବମୁଖର ଚାରିଆଡ଼େ ଶୁଭୁଛି ଜୟଜଗନ୍ନାଥ ଧ୍ୱନି

ଭୁବନେଶ୍ୱର, ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଶ୍ରୀକ୍ଷେତ୍ରରେ ଆଧ୍ୟାତ୍ମିକ ପରିବେଶ । ଉତ୍ସବମୁଖର ହୋଇପଡ଼ିଛି ପୁରୀ । ଚାରିଆଡ଼େ ଶୁଭୁଛି ଜୟଜଗନ୍ନାଥ ଧ୍ୱନି । ବଡ଼ଦାଣ୍ଡରେ ଭକ୍ତଙ୍କ ଗହଳିଚହଳି ଲାଗି ରହିବା ସହିତ ଚାକଚକ୍ୟ ସାଜସଜ୍ଜାରେ ଝଲସୁଛି ଶ୍ରୀକ୍ଷେତ୍ର । ଆରମ୍ଭ ହୋଇଗଲାଣି…

ଶ୍ରୀରାମଲାଲଙ୍କ ପ୍ରାଣ ପ୍ରତିଷ୍ଠା ନିମନ୍ତେ ୧୧ଦିନିଆ ସ୍ୱତନ୍ତ୍ର ପୂଜାବିଧି ଆରମ୍ଭ

ନୂଆଦିଲ୍ଲୀ,ଜାନୁୟାରୀ ୨୨ ତାରିଖ ଦିନ ଅଯୋଧ୍ୟା ଧାମରେ ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୧ ଦିନ ବ୍ୟାପୀ ସ୍ୱତନ୍ତ୍ର ବିଧିବିଧାନ ପାଳନ ଆରମ୍ଭ କରିଛନ୍ତି। ଏହା ଏକ ବିରାଟ ଦାୟିତ୍ୱ। ଆମ ଧର୍ମ ଗ୍ରନ୍ଥରେ କୁହାଯାଇଛି ଯେ ଭଗବାନଙ୍କ ଆରାଧନା ଓ ପୂଜା…