Sign in
Sign in
Recover your password.
A password will be e-mailed to you.
Browsing Category
New Justice
ଚେୟାରରେ ବସି ବିତର୍କ କରିବାକୁ ଆଇନଜୀବୀଙ୍କୁ ପରାମର୍ଶ
ନୂଆଦିଲ୍ଲୀ ଭାରତର ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡ ତାଙ୍କ କାର୍ଯ୍ୟ ପାଇଁ ହେଡଲାଇନରେ ରହିଛନ୍ତି। ନିକଟରେ ସେ ଭାରତ ଗସ୍ତ ପାଇଁ ଖବରରେ ଥିଲେ। କିନ୍ତୁ ଏଥର ସେ ଅନ୍ୟ ଏକ କାରଣରୁ ଖବରରେ ଅଛନ୍ତି। ସୁପ୍ରିମକୋର୍ଟରେ ଶୁଣାଣି ସମୟରେ ବେଳେବେଳେ ସେ ନରମ ରୁହନ୍ତି ଏବଂ ବେଳେ ବେଳେ ସେ…
ବଢ଼ିବ ଆଶା ଓ ଅଙ୍ଗନୱାଡ଼ି ଦିଦିଙ୍କ ଦରମା
ଭୁବନେଶ୍ୱର, ଖୁବ୍ଶୀଘ୍ର ମଧୁବାବୁ ପେନସନ ଯୋଜନାରେ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ସହ ଅଙ୍ଗନବାଡ଼ି ଓ ଆଶାଦିଦିଙ୍କ ଦରମା ବଢିବ। ଏନେଇ ନବରଙ୍ଗପୁରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଘୋଷଣା କରିଛନ୍ତି। ଅଙ୍ଗନବାଡ଼ି, ଆଶାଦିଦି, କମ୍ୟୁନିଟି ସେଣ୍ଟର, ଏମ୍ବିକେ ଓ ସିଆରପିଙ୍କ ଦରମା…
ଆକାଶପଥରେ ଯୋଡି ହେଲା ଲାଲଗଡ
ଏହା ପରେ ଆଜି ମାଲକାନଗିରିକୁ ମଧ୍ୟ ଆକାଶପଥରେ ସଂଯୋଗ କରାଯିବାପରେ ସାରା ରାଜ୍ୟର ଦୂରବର୍ତୀ ଅଂଚଳଗୁଡିକରେ ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିବ। ଓଡିଶାରେ ଶିଳ୍ପ କ୍ଷେତ୍ରରେ ଅଭିବୃଦ୍ଧି ପାଇଁ ଏହା ଖୁବ୍ ଗୁରୁତ୍ୱୂର୍ଣ୍ଣ। ମାଲକାନଗିରି ବିମାନ ବନ୍ଦର ୨୩୩ ଏକର ଅଂଚଳରେ ପରିବ୍ୟାପ୍ତ…
ଗାଁ ଦାଣ୍ଡରୁ ବଡ଼ଦାଣ୍ଡ
ସବୁଠୁ ଶୁଭୁଛି ଜୟଜଗନ୍ନାଥ ପୁରୀ, ନବୀନ ପଟ୍ଟନାୟକଙ୍କ ଡ୍ରିମ ପ୍ରୋଜେକ୍ଟ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଇତି ମଧ୍ୟରେ ପୂର୍ଣ୍ଣାଙ୍ଗ ହେବାକୁ ଯାଉଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦ୍ଘାଟନକୁ ନେଇ ଏବେ ପୁରୀ ସହର ହୋଇଉଠିଛି ଚଳଚଞ୍ଚଳ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ…
ଗୁଣି ଗାରେଡି ସନ୍ଦେହରେ ଆକ୍ରମଣ
ଭୁବନେଶ୍ୱର,ରାଜଧାନୀ ଭୁବନେଶ୍ୱର ସହିଦ ନଗର ତାରିଣୀ ବସ୍ତିରେ ଗୁଣି ଗାରେଡି ସନ୍ଦେହରେ ପରିବାରକୁ ଆକ୍ରମଣ। ୩୦ରୁ ୪୦ଜଣ ଲୋକ ସଂଘବଦ୍ଧ ଭାବେ ପୁରା ପରିବାରକୁ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି। ମାଡ଼ମାରି ମୁହଁ ଫଟାଇବା ସହ ପରିବାରର ଝିଅକୁ ଦୁର୍ବ୍ୟବହାର ନେଇ ଶହୀଦନଗର ଥାନାରେ ଏତଲା…
ନବନିଯୁକ୍ତ ଇଞ୍ଜିନିୟରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୫୦୪ ନିୟର ଆଜି ସରକାରୀ ଚାକିରୀରେ ଯୋଗ ଦେଇଛନ୍ତି। ପଞ୍ଚାୟତିରାଜ ବିଭାଗ ଅଧୀନରେ ୩୯୮ ଜଣଙ୍କୁ ନିଯୁକ୍ତି ମିଳିଥିବା ବେଳେ ୭୮ ଜଣଙ୍କୁ ଓଡ଼ିଶା ମ୍ୟୁନିସି।ଲ ଇଞ୍ଜିନିୟରିଂ କ୍ୟାଡରରେ ନିଯୁକ୍ତି ଦିଆଯାଇଛି। ୨୮ ଜଣଙ୍କୁ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗର ଜନସ୍ୱାସ୍ଥ୍ୟ…
ନିଶାରେ ଅପରାଧ ଘଟାଇଥିବା ଦର୍ଶାଇଲେ ମଧ୍ୟ ଦଣ୍ଡାଦେଶରୁ ମିଳିବନି ମୁକ୍ତ
ନୂଆଦିଲ୍ଲୀ,୨୩ା୧୧: ସୁପ୍ରିମକୋର୍ଟ କହିଛନ୍ତି ମଦ୍ୟପାନ କରି ନିଶାରେ ଥିବା ସମୟରେ ଏହି ଅପରାଧ ହୋଇଛି ବୋଲି ଯୁକ୍ତି କରି ଦଣ୍ଡକୁ ଏଡାଯାଇପାରିବ ନାହିଁ । ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶ ବିରୁଦ୍ଧରେ ଜଣେ ବ୍ୟକ୍ତିଙ୍କ ଆବେଦନକୁ ଶୀର୍ଷକୋର୍ଟ ଖାରଜ କରି ଏଭଳି କହିଛନ୍ତି । ଜଣେ ବ୍ୟକ୍ତିଙ୍କୁ…
୮ ତାରିଖକୁ ଘୁଞ୍ଚିଲା ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି
ଭୁବନେଶ୍ୱର, : ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ଅଭିଯୋଗରେ ଗିରଫ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଛି । ୮ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାଯାଇଛି । ଅପଡେଟ୍ କେସ ଡାଏରି ଓ ପୁରୁଣା କେସ୍ ରେକର୍ଡ…
ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଓଡିଶା ହାଇକୋର୍ଟର ମୁଖ୍ୟ ବି·ରପତି
ଭୁବନେଶ୍ୱର,୨ା୧୧(ଡିକେ ନୁ୍ୟଜ):ସୁପ୍ରିମକୋର୍ଟ ମୁଖ୍ୟ ବି·ରପତି ଜଷ୍ଟିସଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ସଞ୍ଜୟ କିଶାନ କୌଶଲ ଓ ଜଷ୍ଟିସ ସଞ୍ଜିବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଆଜିପାଟନା ହାଇକୋର୍ଟର ବି·ରପତି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶାହାଇକୋର୍ଟ ମୁଖ୍ୟ…