Sign in
Sign in
Recover your password.
A password will be e-mailed to you.
Browsing Category
ନ୍ୟୁଜ୍
ଛାତ୍ରଛାତ୍ରୀଙ୍କୁ ୫-ଟି ଅଧ୍ୟକ୍ଷଙ୍କ ପରାମର୍ଶ କଠିନ ପରିଶ୍ରମର ବିକଳ୍ପ ନାହିଁ
ପାରଳାଖେମୁଣ୍ଡି, ଯୁବପିଢୀଙ୍କ ଭିତରେ କ୍ରୀଡା, କଳା, ସାହିତ୍ୟ, ସଂସ୍କୃତି ଓ ସାମାଜିକ ସେବା କାର୍ଯ୍ୟର ଭାବଧାରା ଉଦ୍ରେକ କରି ଯୁବଶକ୍ତିକୁ ଆଗକୁ ଆଗେଇ ନେବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ନୂଆ-ଓ, ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ମୁଖ୍ୟ…
ଗୋପାଳପୁରରେ ହେବ ଗ୍ରୀନ ଆମୋନିଆ ପ୍ଲାଣ୍ଟ
ଭୁବନେଶ୍ୱର ମେକ ଇନ୍ ଓଡ଼ିଶାକୁ ବଡ଼ ସଫଳତା । ଓଡ଼ିଶାରେ ହେବ ବିଶ୍ୱର ପ୍ରଥମ ଗ୍ରୀନ ଆମୋନିଆ ପ୍ଲାଣ୍ଟ। ଗଞ୍ଜାମ ଜିଲ୍ଲା ଗୋପାଳପୁରରେ ଆମୋନିଆ ପ୍ଲାଣ୍ଟ ଖୋଲାଯିବ। ଏଥିାଇଁ ୩୪୦ ଏକର ଜାଗା ଆବଣ୍ଟନ କରାଯାଇଛି। ଏସିଏମଇ ଗ୍ରୁ ଜାପାନର ଆଇଏଚଆଇ ସହ ମିଶି ଏକ ପ୍ରକଳ୍ପରେ କାମ କରିବେ। ଏଥିାଇଁ…
ଦିଲ୍ଲୀ ସହକାରୀ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଚିଠି ନେଇ ଚର୍ଚ୍ଚା ଏପ୍ରିଲ ୧୬ରେ ଲୋକସଭା ନିର୍ବାଚନ!
ନୂଆଦିଲ୍ଲୀ, ଏପ୍ରିଲ ୧୬ ତାରିଖରେ ସମ୍ଭାବ୍ୟ ସାଧାରଣ ନିର୍ବାଚନ ନେଇ ଚର୍ଚ୍ଚା ଜୋର ଧରିଛି। ଦିଲ୍ଲୀସହକାରୀ ମୁଖ୍ୟ ନିର୍ବାଚନ ଅଧିକାରୀ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ନିକଟକୁ ପଠାଇଥିବା ଚିଠି ଭାଇରାଲ ହେବା ପରେ ନିର୍ବାଚନ ଏପ୍ରିଲ ୧୬ରେ ହେବ ବୋଲି ଆଶଙ୍କା ପ୍ରକାଶ ପାଇଛି। ଏହି ଚିଠିଟି…
ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ନବୀନଙ୍କ ପ୍ରଥମ ଶ୍ରୀକ୍ଷେତ୍ର ଗସ୍ତ ରାଜ୍ୟବାସୀଙ୍କ ମଙ୍ଗଳ କାମନା କଲେ
ପୁରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ଆଜି ପ୍ରଥମ ଥର ପାଇଁ ପୁଣି ଶ୍ରୀକ୍ଷେତ୍ର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମହାପ୍ରଭୁଙ୍କ ଆଶୀର୍ବାଦ ଲୋଡିବା ସହ ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି କାମନା କରିଛନ୍ତି। ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ…
୫-ଟି ଅଧ୍ୟକ୍ଷଙ୍କ ପାରଳା ଗସ୍ତକୁ ନେଇ ବୈଠକ
ପାରଳାଖେମୁଣ୍ଡି, ଗଜପତି ଜିଲ୍ଲାକୁ ୫- ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ମଙ୍ଗଳବାର ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନକୁ ଗ୍ରସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ବିଭିନ୍ନ ସ୍ତରରେ ତତ୍ପରତା ଦେଖା ଦେଇଥିବା ବେଳେ ସମସ୍ତ ବନ୍ଦୋବସ୍ତ ମଧ୍ୟ କରାଯାଉଛି। ପାରଳା ବିଧାନସଭା ନିର୍ବାଚନ…
ମୁମ୍ବାଇ ମୀରା ରୋଡ୍ ମାରପିଟ ଘଟଣାରେ୧୩ ଗିରଫ
ମୁମ୍ବାଇ ମୀରା ରୋଡ୍ରେ ହୋଇଥିବା ମାରପିଟ୍ ଘଟଣାରେ ସୋମବାର ପୁଲିସ ୧୩ ଜଣଙ୍କୁ ଗିରଫ କରିଛି। ରାଜ୍ୟରେ ଯିଏ ବି ଆଇନଶୃଙ୍ଖଳା ପରିସ୍ଥିତି ବିଗାଡ଼ିବାକୁ ଚାହିଁବ ସରକାର ତା ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣାଇବେ ବୋଲି ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ୍…
ରାଜ୍ୟ କ୍ୟାବିନେଟ ବୈଠକରେ ୧୪ ପ୍ରସ୍ତାବକୁ ମୋହର ଓଡ଼ିଶା ବାୟୋଟେକ୍ନୋଲୋଜି ପଲିସିକୁ ମଞ୍ଜୁରୀ
ଭୁବନେଶ୍ୱର,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାବସିଥିବା ରାଜ୍ୟ କ୍ୟବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର ବାଜିଥିବା ଜଣାପଡ଼ିଛି । ଏ ନେଇ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ରାଜ୍ୟରେ କଫିଚାଷ ବୃଦ୍ଧି ନେଇ ପ୍ରସ୍ତାବକୁ…
ସିଧା ପ୍ରସାରଣ ଦେଖିଲେ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷ
ଭୁବନେଶ୍ୱର, ଦୀର୍ଘ ୫୦୦ ବର୍ଷର ପ୍ରତିକ୍ଷାର ଅନ୍ତ ହୋଇଛି। ଅଯୋଧ୍ୟାରେ ନବନିର୍ମିତ ଭବ୍ୟ ରାମ ମନ୍ଦିରରେ ରାମଲାଲା ବିରାଜମାନ କରିଛନ୍ତି। ନିର୍ଦ୍ଧାରିତ ସମୟରେ ମନ୍ତ୍ର ଉଚ୍ଚାରଣ ଓ ଶଙ୍ଖନାଦ ମଧ୍ୟରେପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରିଛନ୍ତି। ଭଗବାନ…
ଭକ୍ତିପୂର୍ଣ୍ଣ ପରିବେଶରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା
ନୂଆଦିଲ୍ଲୀ,ଏକ ଭକ୍ତିପୂର୍ଣ୍ଣ ପରିବେଶରେ ସୋମବାର ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ନୂତନ ବିଗ୍ରହର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଛି। ନିଜ ଜନ୍ମଭୂମିରେ ବିରାଜମାନ ହୋଇଛନ୍ତି ରାମଲାଲା। ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ରୀତିନୀତିରେ ମୁଖ୍ୟ କର୍ତ୍ତା ଭାବେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ…
ରାମମନ୍ଦିରକୁ ବିସ୍ଫୋରଣରେ ଉଡ଼ାଇଦେବାକୁ ଧମକ ଦେଇ ଯୁବକ ଗିରଫ
ଅରାରିଆ : ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପୂର୍ବରୁ ମନ୍ଦିରକୁ ବିସ୍ଫୋରଣରେ ଉଡ଼ାଇଦେବାକୁ ଧମକ ଦେଇଥିବା ବିହାର ଅରାରିଆ ଜିଲାର ଜଣେ ୨୧ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରଇଛି। ଇନ୍ତେଖାବ୍ ଆଲାମ ନାମକ ଯୁବକ ପୋଲିସକୁ ଫୋନ୍ କରି ଏଭଳି ଧମକ ଦେଇଥିଲେ। ତାଙ୍କୁ ବଲୁଆ…