Browsing Category

ନ୍ୟୁଜ୍

ଭାରତରେ ଟି-୨୦ ମ୍ୟାଚ୍‌ ଖେଳିବେନି ୱାର୍ଣ୍ଣର

ନୂଆଦିଲ୍ଲୀ, ୨୧ା୧୧: ଭାରତରେ ନିଜର ୧୦୦ତମ ଟି-୨୦ ମ୍ୟାଚ୍‌ ଖେଳିବେ ନାହିଁ ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟର ଡାଭିଡ ୱାର୍ଣ୍ଣର । ରବିବାର ବିଶ୍ୱକପ ଶେଷ ହୋଇଥିବା ବେଳେ ଗୁରୁବାର ଠାରୁ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ଟିକିଆ ଟି-୨୦ ସିରିଜ ଆରମ୍ଭ ହେବ । ଏଥିପାଇଁ ଘୋଷଣା ହୋଇଥିବା ଅଷ୍ଟ୍ରେଲିଆର…

ଓଡ଼ିଶାରେ ଖୋଲିବ ଏଆଇଏଫ୍‌ଏଫ୍‌-ଫିଫା ଟ୍ୟାଲେଣ୍ଟ ଏକାଡେମୀ

ଭୁବନେଶ୍ୱର, ୨୧ା୧୧ : କଳିଙ୍ଗଷ୍ଟାଡିୟମରେ ମଙ୍ଗଳବାର ଭାରତ ଓ କତାର ମଧ୍ୟରେ ଫିଫା ବିଶ୍ୱକପ୍‌ କ୍ୱାଲିଫାୟର ମ୍ୟାଚ୍‌ ପୂର୍ବରୁ ଏଆଏଫ୍‌ଏଫ୍‌-ଫିଫା ଟ୍ୟାଲେଣ୍ଟ ଏକାଡେମୀ ଓ ଓଡିଶା ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ତୃଣମୂଳସ୍ତରରୁ ଖେଳାଳି ଚୟନ କରି ସ୍ୱତନ୍ତ୍ର…

ଧାନ କ୍ଷେତରେ ଜଉ ପୋକ : ଚିନ୍ତାରେ ଚାଷୀ

ସାଲେପୁର, : ସାଲେପୁରରେ ଏବେ ଧାନ ଗଛରୁ କ୍ଷୀର ଛାଡିବା ସମୟ । ଠିକ୍‌ ଏତିକି ବେଳେ ଧାନ ଗଛକୁ ସତେ ଯେମିତି କାହାର ନଜର ଲାଗିଯାଇଛି । ବିଲରେ ଜଉ ପୋକ ଲାଗି ଧାନ ଗଛ ଗୁଡିକୁ ସବୁ ଖାଇଯାଉଛନ୍ତି । ଚାଷୀ ମୁଣ୍ଡରେ ସତେ ଯେମିତି ଚଡକ ପଡିଛି । ବର୍ଷକର ଆହାରକୁ ନଷ୍ଟ ହେଉଥିବାର ଦେଖି ମୁଣ୍ଡରେ…

ରାଜ୍ୟ ସହିତ ବିଶ୍ୱକୁ ଯୋଡୁଛି ଓଡିଶାର ଗ୍ରାମୀଣ ହସ୍ତ-ବୟନଶିଳ୍ପ

ନୂଆଦିଲ୍ଲୀ/ଭୁବନେଶ୍ୱର, : ଓଡିଶାର ଗ୍ରାମୀଣ ହସ୍ତଶିଳ୍ପୀ ଓ ବୟନଶିଳ୍ପୀମାନଙ୍କୁ ବିଶ୍ୱ ବଜାର ସୁବିଧା ଉପଲବ୍ଧ କରି ସେମାନଙ୍କୁ ସ୍ଥାୟୀ ଜୀବିକା ସୁଯୋଗ ଦେବା, ସେମାନଙ୍କ ଜୀବନଜୀବିକା ଗୁଣ ବତ୍ତାରେ ଉନ୍ନତି ଆଣିବା ଓ ସେମାନଙ୍କ ଅଭିନବ ଦକ୍ଷତାକୁ ବିଶ୍ୱ ପରିଚୟ ପ୍ରଦାନ କରି ବା ଲକ୍ଷ୍ୟରେ…

ସ୍କୁଲରେ ଛାତ୍ରଛାତ୍ରୀ ପଢ଼ିବେ “ରାମାୟଣ ଓ ମହାଭାରତ’

ନୂଆଦିଲ୍ଲୀ: ଆଗାମୀ ଦିନରେ ସ୍କୁଲରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ରାମାୟଣ ଓ ମହାଭାରତ ଶିକ୍ଷା । ଏନସିଇଆରଟିର ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକରେ ଏ ସମ୍ବନ୍ଧିତ ପାଠ୍ୟକ୍ରମକୁ ଅନ୍ତର୍ଭୁକ୍ତ କରାଯାଇପାରେ । ଉଚ୍ଚ ସ୍ତରୀୟ ନ୍ୟାସନାଲ କାଉନସିଲ୍‌ ଅଫ୍‌ ଏଜୁକେସନାଲ୍‌ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ…

ଭାରତରେ ୨ ବିଲିୟନ ଡଲାର ନିବେଶ କରିବେ ଏଲନ ମସ୍କ

ନୂଆଦିଲ୍ଲୀ: ବିଶ୍ୱର ଏକ ନମ୍ବର ଧନୀ ଏଲନ ମସ୍କଙ୍କ ବିଦ୍ୟୁତ କାର୍‌ ନିର୍ମାଣ କରୁଥିବା କମ୍ପାନୀ ଟେସଲା ସହିତ ବଡ଼ ଚୁକ୍ତି କରିବାର ନିକଟତର ହୋଇଛନ୍ତି । ଏହି ଚୁକ୍ତି ଅନୁଯାୟୀ ଟେସଲା ଭାରତକୁ ଏହାର କାର୍‌ ଆମଦାନୀ କରିବାକୁ ଅନୁମତି ପାଇବ ଏବଂ ଆଗାମୀ ଦୁଇ ବର୍ଷ ମଧ୍ୟରେ ଭାରତରେ ଏହାର ର୍କା…

୨୨ରେ ଖୋଲିବ ଟିଟିଏଲ୍‌ର ଆଇପିଓ

ଭୁବନେଶ୍ୱର, : ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଟାଟା ଗ୍ରୁପର ସହଯୋଗୀ ସଂସ୍ଥା ଟାଟା ଟେକ୍ନୋଲୋଜି ଲିମିଟେଡ୍‌ (ଟିଟିଏଲ୍‌)ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଚଳିତ ବର୍ଷ ନଭେମ୍ବର ୨୨ରେ ଖୋଲିବ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି । ବିଶେଷ କରି କମ୍ପାନୀର…

ସାମ୍ନାକୁ ଆସିଲା ଟନେଲରେ ଫସିଥିବା ଶ୍ରମିକଙ୍କ ପ୍ରଥମ ଭିଡ଼ିଓ

ଉତ୍ତରକାଶୀ,୨୧ା୧୧: ଉତ୍ତରାଖଣ୍ଡର ଉତ୍ତରକାଶୀରେ ସିଲ୍କୟାରା ଟନେଲରେ ଫସି ରହିଥିବା ୪୧ ଜଣ ଶ୍ରମିକଙ୍କ ପ୍ରଥମ ଭିଡିଓ ମଙ୍ଗଳବାର ଜାରି କରାଯାଇଛି । ଟନେଲ୍‌ ଦେଇ ଏକ ୬ ଇଞ୍ଚ ଚଉଡା ପାଇପ୍‌ ଖଞ୍ଜା ଯାଇଛି । ଏହି ପାଇପ୍‌ ମାଧ୍ୟମରେ ଶ୍ରମିକମାନଙ୍କୁ ଖେଚୁଡ଼ି ଓ ପାଣି ପଠାଯାଇଥିଲା । ଏଥିରେ ଏକ…

ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଆରମ୍ଭ ଖର୍ଚ୍ଚ ହେବ ୪୪୮ କୋଟି, ଉପକୃତ ହେବେ ଲକ୍ଷାଧିକ ମତ୍ସ୍ୟଜୀବୀ

ଭୁବନେଶ୍ୱର,୨୧ା୧୧ : ବିଶ୍ୱ ମତ୍ସ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନାରେ ମତ୍ସ୍ୟଜୀବୀ ମାନଙ୍କ ପାଇଁ ୧୬ଟି କାର୍ଯ୍ୟକ୍ରମ ରହିଛି ଏବଂ ଏବର୍ଷ ଏଥିପାଇଁ ୪୪୮ କୋଟି…

୩ଟି ଟ୍ରେନର ଶୁଭାରମ୍ଭ କଲେ ରାଷ୍ଟ୍ରପତ

ଭୁବନେଶ୍ୱର,୨୧ା୧୧ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ମଙ୍ଗଳବାର) ବାଦାମପାହାଡ଼ ରେଳ ଷ୍ଟେସନରୁ ତିନୋଟି ନୂଆ ଟ୍ରେନ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନଗୁଡ଼ିକ ହେଲା ବାଦାମପାହାଡ଼ଟାଟାନଗର ମେମୁ, ବାଦାମପାହାଡ଼ରାଉରକେଲା ସାପ୍ତାହିକ ଏକ୍ସପ୍ରେସ୍‌; ଏବଂ…