Sign in
Sign in
Recover your password.
A password will be e-mailed to you.
Browsing Category
ନ୍ୟୁଜ୍
ୟୁନିଅନ ବ୍ୟାଙ୍କ୍ ଡକାୟତି ଘଟଣାରେ ଲୁଟେରା ଟିମର ୬ ଜଣ ଗିରଫ
ବାଲେଶ୍ଵର: ତାଳସାରି ସାମୁଦ୍ରିକ ଥାନା ଅଧୀନରେ ଥିବା ଚନ୍ଦନେଶ୍ଵର ୟୁନିଅନ ବ୍ୟାଙ୍କ୍ ଡକାୟତି ଘଟଣାରେ ବାଲେଶ୍ଵର ପୁଲିସକୁ ବଡ଼ ସଫଳତା ମିଳିଛି। ପୁଲିସର ସ୍ୱତନ୍ତ୍ର ଟିମ୍ ବ୍ୟାଙ୍କ୍ ଲୁଟେରା ଟିମର ୬ ଜଣଙ୍କୁ ଗିରଫ କରିଛି ବୋଲି ଏସପି ସାଗରିକା ନାଥ ସାମ୍ବାଦିକ ସମ୍ମିଳନୀରେ ସୂଚନା…
୪ ପରେ ବଦଳିବ ପାଗ, ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା
ଭୁବନେଶ୍ବର: ଗୁଳୁଗୁଳିରୁ ମିଳିବ ତ୍ରାହି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା ବିସ୍ତୃତି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ଏଥିପାଇଁ…
ବିଶ୍ୱସ୍ତରୀୟ ଛଟେଇରେ ୨.୧୨ ଲକ୍ଷରୁ ଅଧିକ କର୍ମଚାରୀ ହରାଇଛନ୍ତି ଚାକିରି, ଭାରତର ସଂଖ୍ୟା ଜାଣି ହୋଇଯିବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ: ୨୦୨୩ ବର୍ଷର ଅଧା ଅତିକ୍ରମ କରିସାରିଛି ଏବଂ ବର୍ଷର ପ୍ରଥମ ଛଅ ମାସରେ ବିଶ୍ୱସ୍ତରୀୟ ଚାକିରି ସଙ୍କଟ ଏତେ ଗଭୀର ହୋଇଛି ଯେ, ଚାରିଆଡେ ଚିନ୍ତାର କାରଣ ପାଲଟିଛି। ବର୍ଷର ପ୍ରଥମ ଛଅ ମାସରେ, ୨.୧୨ ଲକ୍ଷରୁ ଅଧିକ କର୍ମଚାରୀ ଦୁନିଆରେ ଚାକିରି ହରାଇଛନ୍ତି, ବଡ଼ ଟେକ୍ ଫାର୍ମ…
ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି
ପୁରୀ: ଶେଷ ହୋଇଛି ଶ୍ରୀଜିଉଙ୍କ ସୁନାବେଶ । ଶ୍ରୀଭୁଜ, ଶ୍ରୀପୟର, ହରିଡ଼ା ମାଳି, ବାହାଡ଼ା ମାଳି, ଘାଗଡ଼ା ମାଳି, ଶଙ୍ଖ, ଚକ୍ର, ଗଦା, ପଦ୍ମ, ହଳ ମୂଷଳ, ମୁକୁଟ, ସବୁକିଛି ସୁନା । ସୁବର୍ଣ୍ଣ ବିଭୂଷିତ ଦାରୁବ୍ରହ୍ମଙ୍କ ଆଭାରେ ଦାଉ ଦାଉ ଦିଶିଲେ ରଥତ୍ରୟ । ଗତକାଲି ବିଳମ୍ବିତ ରାତି ୧ଟା…
ପୁଣି ସାମ୍ନାକୁ ଆସିଲା ପୁଣି ପୁରୀ ଶ୍ରୀମନ୍ଦିର ଭିତରର ଭିଡିଓ ଭାଇରାଲ
ଶ୍ରୀ ମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ଚାଲିଛି ଟଣା ଓଟରା । ଆଉ ଏହାରି ଭିତରେ ସାମ୍ନାକୁ ଆସିଛି ଏକ ନିନ୍ଦନୀୟ ଘଟଣା । ଶ୍ରୀମନ୍ଦିର ଭିତରେ ରିଲ ଭିଡିଓ । ରୋହିତ ଯୟସ୍ଵାଲ ନାମକ ଜଣେ ବ୍ୟକ୍ତି ତାଙ୍କ Instagarm I'd ରେ ଛାଡିଛନ୍ତି ଏହି ଭିଡ଼ିଓ । ଯାହାକୁ ନେଇ ଜଗନ୍ନାଥ ପ୍ରେମୀ ଘୋର…
ମନ୍ତ୍ରୀ ପଦ ପାଇବା ପାଇଁ ଦଳକୁ ବ୍ଲାକମେଲିଂ କରୁଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ: ଅନୁଭବ ପଟ୍ଟନାୟକ
ଭୁବନେଶ୍ୱର: ମନ୍ତ୍ରୀ ପଦ ପାଇବା ପାଇଁ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଦଳକୁ ବ୍ଲାକମେଲିଂ କରୁଛନ୍ତି ବୋଲି ଖଣ୍ଡପଡ଼ାର ପୂର୍ବତନ ବିଧାୟକ ତଥା ବିଜେଡି ମୁଖପାତ୍ର ଅନୁଭବ ପଟ୍ଟନାୟକ କହିଛନ୍ତି । ଏବେ ମନ୍ତ୍ରିମଣ୍ଡଳରେ ଗୋଟିଏ ମନ୍ତ୍ରୀ ପଦ ଖାଲି ଅଛି । ସେହି ମନ୍ତ୍ରୀ ପଦକୁ…
କାଠମାଣ୍ଡୁରେ ସମ୍ମାନିତ ହେବେ ପଦ୍ମଶ୍ରୀ ହଳଧର ନାଗ
ବରଗଡ: ବିଶ୍ବସ୍ତରୀୟ ମଞ୍ଚରେ ନେପାଳର କାଠମାଣ୍ଡୁରେ ସମ୍ମାନିତ ହେବେ ପଦ୍ମଶ୍ରୀ ହଳଧର ନାଗ । ଏଥିପାଇଁ ଆଜି ସେ କାଠମାଣ୍ଡୁ ଗସ୍ତ କରିଛନ୍ତି । ବରଗଡ ଜିଲ୍ଲା ତଥା ସାରା ଓଡିଶାର ଗର୍ବ ଓ ଗୌରବ ପଦ୍ମଶ୍ରୀ ହଳଧର ନାଗଙ୍କ ଦ୍ବାରା ସମ୍ବଲପୁରୀ ଭାଷାରେ ଲିଖିତ କବିତା ସାରା ବିଶ୍ବରେ ନାମ…
ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ ଇଣ୍ଡିଆକୁ ପ୍ରଶଂସା କଲେ ସୁନ୍ଦର ପିଚାଇ, ଗୁଗୁଲର ବଡ ପ୍ଲାନ ବିଷୟରେ କଲେ ଆଲୋଚନା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୧ ରୁ ୨୩ ଜୁନ୍ ମଧ୍ୟରେ ତିନି ଦିନିଆ ଆମେରିକା ଗସ୍ତରେ ଥିଲେ। ଏହି ସମୟରେ ସେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ଉପରାଷ୍ଟ୍ରପତି କମଲା ହାରିସ ଏବଂ ଅନ୍ୟାନ୍ୟ ବିଶିଷ୍ଟ ନେତା ତଥା ଅଗ୍ରଣୀ ଆମେରିକୀୟ କମ୍ପାନୀଗୁଡିକର ବରିଷ୍ଠ…
ଏହି ୩ ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଲା ଆରବିଆଇ
ନୂଆଦିଲ୍ଲୀ : ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଦେଶର ତିନୋଟି ବଡ ବ୍ୟାଙ୍କ ଉପରେ ଜରିମାନା ଲଗାଇଲା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ)। ତେବେ ସେହି ବ୍ୟାଙ୍କଗୁଡିକ ମଧ୍ୟରେ ଜମ୍ମୁ-କଶ୍ମୀର ବ୍ୟାଙ୍କ, ବ୍ୟାଙ୍କ ଅଫ ମହାରାଷ୍ଟ୍ର ଏବଂ ଆକ୍ସିସ ବ୍ୟାଙ୍କ ରହିଛି। ଆରବିଆଇ…
ସାରା ଓଡ଼ିଶାକୁ ଛୁଇଁ ସାରିଛି ମୌସୁମୀ, ୪ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ବର: ସାରା ଓଡ଼ିଶାକୁ ଛୁଇଁ ସାରିଛି ମୌସୁମୀ । ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାରି ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…