Sign in
Sign in
Recover your password.
A password will be e-mailed to you.
Browsing Category
ନ୍ୟୁଜ୍
ଚାରି ବର୍ଷ ପରେ ପୁଣି ଥରେ ଚନ୍ଦ୍ରକୁ ଯିବ ଭାରତ, ଲଞ୍ଚ ହେବ ଚନ୍ଦ୍ରାୟନ -୩
ନୂଆଦିଲ୍ଲୀ: ଚାରି ବର୍ଷ ପରେ ପୁଣି ଥରେ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିବ ଭାରତ । ଆସନ୍ତା ଜୁଲାଇରେ ଚନ୍ଦ୍ରାୟନ -୩ ଲଞ୍ଚ କରିବ ଇସ୍ରୋ । ଚନ୍ଦ୍ରାୟନ-୨ ମିଶନରୁ ମିଳିଥିବା ଶିକ୍ଷା ଓ ବିଶ୍ବସ୍ତରୀୟ ବିଶେଷଜ୍ଞଙ୍କ ପରାମର୍ଶକୁ ଆଧାର କରି ଚନ୍ଦ୍ରାୟନ-୩ର ପରୀକ୍ଷଣ କରାଯାଇଛି ।…
ରାଷ୍ଟ୍ରପତିଙ୍କ ବାର୍ତ୍ତା, ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ
ନୂଆଦିଲ୍ଲୀ: ଦେଶକୁ ମିଳିଛି ନୂଆ ସଂସଦ ଭବନ । ନୂଆ ସଂସଦ ଭବନ ଉଦଘାଟନକୁ ନେଇ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ଖୁସିବ୍ୟକ୍ତ କରିଛନ୍ତି । ଭାରତର ଗଣତନ୍ତ୍ରର ଯାତ୍ରାରେ ଏଷହା ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭବନ ଉଦଘାଟନକୁ ରାଷ୍ଟପତି ସ୍ୱାଗତ…
ଆଜି ନବୀନ ସରକାରଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ
ଭୁବନେଶ୍ବର: ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ପୂରିଲା ୪ ବର୍ଷ । ୨୦୧୯ ମେ’ ୨୯ ତାରିଖ । ରାଜନୀତି ପଣ୍ଡିତଙ୍କ ବୁଦ୍ଧି ହଜାଇଦେଇଥିଲା ଫଳାଫଳ । ୧୧୨ ଆସନରେ ବାଜି ମାରି ଲଗାତାର ପଞ୍ଚମ ଥର ପାଇଁ କ୍ଷମତାସୀନ ହୋଇଥିଲା ବିଜୁ ଜନତା ଦଳ ।
ଆରମ୍ଭ ହୋଇଥିଲା ନବୀନ ଶାସନର ଆଉ ଏକ ସଫଳ…
୨୦୦୦ ଟଙ୍କିଆ ନୋଟ୍ ଜମା କରିବାକୁ ବ୍ୟାଙ୍କ ଯାଉଛନ୍ତି କି ? ତେବେ ଜାଣନ୍ତୁ SBI, HDFC, ICICI ଓ PNB ବ୍ୟାଙ୍କର ନିୟମ
ନୂଆଦିଲ୍ଲୀ: ଆରବିଆଇ ଦ୍ୱାରା ୨୦୦୦ ଟଙ୍କିଆ ନୋଟ୍ ବନ୍ଦ ହେବା ପରେ ଏହାକୁ ୨୩ ମଇରୁ ପ୍ରତ୍ୟାହାର ଆରମ୍ଭ ହୋଇଥିଲା । ଲୋକମାନେ ଏ ସମ୍ପର୍କରେ ବ୍ୟାଙ୍କକୁ ଆସିବା ଆରମ୍ଭ କରିଛନ୍ତି । ମେ ୨୩ ରୁ ସେପ୍ଟେମ୍ବର ୩୦ ମଧ୍ୟରେ ୨୦୦୦ ଟଙ୍କିଆ ନୋଟ୍ ବ୍ୟାଙ୍କ ଯାଇ ବଦଳାଇବାକୁ ନିର୍ଦ୍ଦେଶ…
ଆଜି ଜାରି ହେବ ୭୫ ଟଙ୍କିଆ କଏନ୍
ନୂଆଦିଲ୍ଲୀ: ଆଜି ଜାରି ହେବ ୭୫ ଟଙ୍କିଆ କଏନ । କଏନେଜ୍ ରୁଲସ ୨୦୨୩ ଅନୁଯାୟୀ ଏହି ସ୍ମାରକୀ ମୁଦ୍ରା ଜାରି କରାଯିବ । ଏହାର ନିର୍ମାଣ ଟଙ୍କାଶାଳରେ କରାଯିବ । ରୂପା, ତମ୍ବା, ନିକେଲ୍ ଓ ଦସ୍ତା ଧାତୁ ମିଶ୍ରଣରେ ତିଆରି କରାଯିବ ୭୫ ଟଙ୍କିଆ କଏନ । ଗତକାଲି ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଜାଏ ନେଇ…
ଶିଖରଚଣ୍ଡୀ ସୌନ୍ଦର୍ଯ୍ୟକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
ଭୁବନେଶ୍ୱର: ବଦଳିବ ରୂପରେଖ, ସୁନ୍ଦର ହେବ ଶିଖରଚଣ୍ଡୀ। ଭୁବନେଶ୍ବର ଉପକଣ୍ଠ ଶିଖରଚଣ୍ଡୀ ପାହାଡର ସୌନ୍ଦର୍ଯ୍ୟକରଣ କାମର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । କାର୍ଯ୍ୟକ୍ରମରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ବିଧାୟକ ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ ପ୍ରମୁଖ ସାମିଲ…
ଖୁବଶୀଘ୍ର ପ୍ରତି ଜିଲ୍ଲାରେ ଖୋଲିବ ଅଡିଟୋରିୟମ ଓ କଲ୍ୟାଣ ମଣ୍ଡପ
ଭୁବନେଶ୍ବର: ପ୍ରତି ଜିଲ୍ଲାରେ ହେବ ଅଡିଟୋରିୟମ୍ ଏବଂ କଲ୍ୟାଣ ମଣ୍ଡପ । ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ବିଭାଗର କାର୍ଯ୍ୟ ସମୀକ୍ଷା ପରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ । ଏହାସହ ବିଭାଗୀୟ କାର୍ଯ୍ୟର ମଧ୍ୟ ହିସାବ ଦେଇଛନ୍ତି ।…
ଗାଁରେ ଗଡିବ ମୋ ବସ
ଭୁବନେଶ୍ୱର: ଗାଁରେ ଗଡିବ ମୋ ବସ। ଲକ୍ଷ୍ମୀ ସ୍କିମରେ ଗ୍ରାମାଞ୍ଚଳରେ ପରିବହନର ସୁବିଧା ପାଇଁ ମୋ ବସ୍ ଚାଲିବ। ବ୍ଲକରୁ ପ୍ରତି ପଞ୍ଚାୟତକୁ ମୋ ବସ୍ ଚାଲିବ। ପ୍ରଥମ ପର୍ଯ୍ୟାୟରେ ପାଇଲଟ ପ୍ରୋଜେକ୍ଟ ଭାବେ ରାଜ୍ୟର ୬ଟି ଜିଲ୍ଲାକୁ ହାତକୁ ନିଆଯାଇଛି। କୋରାପୁଟ, ନବରଙ୍ଗପୁର, ରାୟଗଡା,…
ପୁରୁଣା ଢାଞ୍ଚାକୁ ଫେରିଲା ମାଟ୍ରିକ୍ ପରୀକ୍ଷା
କଟକ: ବଦଳିଲା ମାଟ୍ରିକ୍ ପରୀକ୍ଷା ଢାଞ୍ଚା । ପୁରୁଣା ଢାଞ୍ଚାକୁ ଫେରିଲା ମାଟ୍ରିକ୍ ପରୀକ୍ଷା । ଚଳିତ ବର୍ଷ ପୁରୁଣା ପଦ୍ଧତିରେ ହେବ ଦଶମ ପରୀକ୍ଷା । ବର୍ଷ ଶେଷକୁ ଗୋଟିଏ ଫାଇନାଲ ପରୀକ୍ଷା ହେବ । ତେବେ ଚଳିତ ବର୍ଷ ଆଉ ଦଶମ ଶ୍ରେଣୀରେ ହେବନି ସମ୍ମେଟିଭ୍ ୧ ଓ ୨ ପରୀକ୍ଷା । କରୋନା ପାଇଁ…
ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଦାନ କରାଗଲା ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ
ନୂଆଦିଲ୍ଲୀ: ବୈଶ୍ବିକ ନେତୃତ୍ବ ଲାଗି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ 'ଦି କମ୍ପାନିଅନ୍ ଅଫ୍ ଦି ଅର୍ଡର୍ ଅଫ୍ ଫିଜି' ପ୍ରଦାନ କରାଯାଇଛି। କୌଣସି ଅଣ-ଫିଜି ନାଗରିକଙ୍କ କ୍ଷେତ୍ରରେ ଏହା ହେଉଛି ଗୋଟାଏ ଦୁର୍ଲଭ ସମ୍ମାନ।…