Browsing Category

School

ତାରାତାରିଣୀ ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଗଞ୍ଜାମ ଜିଲ୍ଲା ": ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ ମହାବିଦ୍ୟାଳୟ ରେ ଆଜି ଯୁକ୍ତ ଦୁଇ ନବାଗତ ଛାତ୍ରଛାତ୍ରୀ ଙ୍କ ନିମନ୍ତେ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଯାଇଛି।ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ଼କ୍ଟର ସୁରେନ୍ଦ୍ର ନାଥ ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ମହାବିଦ୍ୟାଳୟ ର ମୁଖ୍ୟ ଫାଟକ…

ବଡବାରବା ଉଚ୍ଚ ମାଧ୍ୟ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ସମର୍ଦ୍ଧନା ଉତ୍ସାବ

ରାଇକିଆ  : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଅନ୍ତରଗତ ବଡବାରବା ଉଚ ମାଧ୍ୟ୍ୟମିକ ବିଦ୍ୟାଳୟ ରେ ସ୍ବାଗତଂ ସମର୍ଦ୍ଧନା ଉଷାବ ପାଳନ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l ବଡବାରବା ସରପଞ୍ଚ ରବି ଚନ୍ଦ୍ର ନାୟକ ପ୍ରଧାନ ଶିକ୍ଷୟତ୍ରୀ ଚନ୍ଦ୍ରିକା ନାୟକ ସମେତ…

କୋକସରା ଡିଗ୍ରୀ ମହାବିଦ୍ୟାଳୟ ରେ ମା ପାଇଁ ଗଛ ଟିଏ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

ଧର୍ମଗଡ: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସଦର ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଠାରେ ଏନସିସି, ଏନଏସଏସ ଓ ୟୁଥ ରେଡ଼ କ୍ରସ ପକ୍ଷରୁ ଶୁକ୍ରବାର ମା ପାଇଁ ଗଛ ଟିଏ ବନ ମହୋତ୍ସବ କାର୍ଯ୍ୟକ୍ରମ ମହାବିଦ୍ୟାଳୟ ର ଅଧ୍ୟକ୍ଷ ପୁଷ୍ପରାଜ ମେହେର ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଯାଇଛି। ଏହି…

ବିଜେପି ମଣ୍ଡଳ ତରଫରୁ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଟିତ

ଆଠମଲ୍ଲିକ,; ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ ଷୋଳପଦା ଅଞ୍ଚଳ ଠାକୁରଗଡ଼ ବିଜେପି ମଣ୍ଡଳ ପକ୍ଷରୁ ଭାରତୀୟ ଜନତା ପାର୍ଟି ର ସକ୍ରିୟ ସଭ୍ୟ ମାନଙ୍କ ସୌଜନ୍ୟ ରେ ଠାକୁରଗଡ଼ ସରସ୍ଵତୀ ଶିଶୁ ମନ୍ଦିର ପ୍ରାଙ୍ଗଣ ଓ ଦୀନବନ୍ଧୁପୁର ଗ୍ରାମ ର ଖେଳ ପଡିଆ ପରିସର ମଧ୍ୟରେ ବିଭିନ୍ନ ପ୍ରକାର…

ବାରବଖରା ପ୍ରାଥମିକ ବିଦ୍ୟାଳୟ ପୁନଃ ଖୋଲିବାକୁ ବିଆରସିସି ଙ୍କୁ ଦାବିପତ୍ର

ଧର୍ମଗଡ : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍, ଖୁଣ୍ଟିଆ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାରବଖରା ପ୍ରାଥମିକ ବିଦ୍ୟାଳୟକୁ ୨୦ ରୁ କମ୍ ଛାତ୍ରଛାତ୍ରୀ ଥିବା ଦର୍ଶାଇ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ୨୦୨୧ ମସିହାରେ ସ୍କୁଲ ବନ୍ଦ କରାଯାଇଛି। ଏହି ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କୁ ନିକଟସ୍ଥ ଧରୁଆପଡ଼ା…

ବେହେରା ସ୍ଥିତ ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ 

ଧର୍ମଗଡ : ଧର୍ମଗଡ ବ୍ଲକ ବେହେରା ସ୍ଥିତ ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୃକ୍ଷ ଆମ ଜୀବନ ହୋଇଥିବାରୁ ବୃକ୍ଷର ଉପକାରିତା ଓ ତାର ଯତ୍ନ ନେବାରେ  ସମସ୍ତଙ୍କ ଦାୟିତ୍ୱ ରହିଥିବାରୁ ବୃକ୍ଷ ରୋପଣ କରିବାର ଆବଶ୍ୟକତା ରହିଛି। ଏଣୁ…

ସରି ଆସୁଛି ଖରାଛୁଟି: ୨୦ରେ ଖୋଲିବ ସ୍କୁଲ

ଭୁବନେଶ୍ୱର, : ସରି ଆସୁଛି ଖରାଛୁଟି । ୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିବାକୁ ଯାଉଛି । ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ । ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ôଚବେ ଏବଂ ଅପରାହ୍ନ ସାଢ଼େ ୪ଟା ଯାଏ କ୍ୟାମ୍ପସରେ…

ସବୁ ବିଦ୍ୟାଳୟରେ ହେବ ଯୋଗ ଦିବସ

ଭୁବନେଶ୍ୱର, : ଆସନ୍ତା ୨୧ ତାରିଖରେ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ । ଚଳିତବର୍ଷର ବିଷୟବସ୍ତୁ ରହିଛି \"ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ\' । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ…

ମହିଳାଙ୍କ ବିକାଶ ଠାରୁ କୈନ୍ଦ୍ରିକ ବିକାଶ ଦିଗରେ ଅଗ୍ରସର ହେଉଛି ଭାରତ

ନୂଆଦିଲ୍ଲୀ, ୮ା୬ : ଅନେକ ପିଢ଼ି ଧରି, ଭାରତୀୟ ମହିଳାମାନେ ନାନା ପ୍ରତିବନ୍ଧକକୁ ସାମ୍ନା କରି ଆସୁଥିଲେ । ସେମାନଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟସେବା, ନିଯୁକ୍ତି ଏବଂ ନିଷ୍ପତ୍ତି ନେବାରେ ସୀମିତ ସୁଯୋଗ ମିଳୁଥିଲା । ବିଶେଷ କରି ଗ୍ରାମୀଣ ଏବଂ ଅବହେଳିତ ସମ୍ପ୍ରଦାୟରେ ଏହାର ଅଧିକ ପ୍ରଭାବ…

କେସିଙ୍ଗା ସରକାରୀ ବାଳିକା ବିଦ୍ୟାଳୟ ରେ ବିଶ୍ଵ ପରିବେଶ ଦିଵସ ପାଲିତ୍

ଆଜି ସାରା ବିଶ୍ୱ ରେ ଗୋଟିଏ ହିଁ ଚର୍ଚା ପରିବେଶ କେମିତି ଭଲ ରହିବ ସେହି ପରିପେକ୍ଷିରେ ଆଜି ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କେସିଙ୍ଗାରେ ବିଶ୍ୱ ପରିବେଶ ଦିବସ ବିଦ୍ୟାଳୟର ଇକୋ କ୍ଲବ ଭାରପ୍ରାପ୍ତ ଶିକ୍ଷକ ଶ୍ରୀ ସୁନୀଲ୍ କୁମାର ପାତ୍ରଙ୍କ ନେତୃତ୍ବରେ ପାଳିତ ହୋଇଯାଇଛି।…