Browsing Category

କ୍ରୀଡା

ସମ୍ବଲପୁରୀ ଲୁକରେ ଓଡ଼ିଶା ଫୁଟବଲ କ୍ଲବ୍‌ ମହିଳା ଦଳ

ଭୁବନେଶ୍ୱର,୧୭ା୧୨ : ଫୁଟବଲ ଜର୍ସି ସହ ହସ୍ତତନ୍ତର ନିଆରା ସଂଯୋଗ। ଶୁଣିବାକୁ ଟ୍ରେଣ୍ଡି, ଆଉ ଟିକେ ନୂଆ ବି ଲାଗୁଥିବ। ଫୁଟବଲ ଓ ହସ୍ତତନ୍ତ କିଭଳି ସଂଯୋଗ ହୋଇପାରିଛନ୍ତି ତାହାକୁ ନେଇ ମନରେ ପ୍ରଶ୍ନ ବି ଆସୁଥିବ। ଏପରି ଏକ ପରିକଳ୍ପନା କରାଯାଇ ଓଡ଼ିଶା ଫୁଟବଲ୍‌ କ୍ଲବ ମହିଳା ଦଳ (ଓଏଫସି)କୁ…

ଏମ୍‌ଆଇ ଉପରେ ଫ୍ୟାନ୍ସ ଖପ୍ପା; ଜାଳିଦେଲେ ଜର୍ସି

ନୂଆଦିଲ୍ଲୀ,୧୬ା୧୨: ରୋହିତ ଶର୍ମାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହେବାକୁ କ୍ରିକେଟ ପ୍ରେମି ପସନ୍ଦ କରନ୍ତି ନାହିଁ। ବର୍ତ୍ତମାନ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ବିଭିନ୍ନ ଉପାୟରେ ଦଳ ବିରୋଧରେ ନିଜ ନିଜର ବିରୋଧ ଆରମ୍ଭ କରିଛନ୍ତି। ମୁମ୍ବାଇ ଦଳ…

ଟି-୨୦ ବିଶ୍ୱକପରେ ରୋହିତ ସାମିଲ ନେଇ ଦ୍ୱନ୍ଦ

ନୂଆଦିଲ୍ଲୀ,୧୧ା୧୨: ଆସନ୍ତା ବର୍ଷର ଟି-୨୦ ବିଶ୍ୱକପ ୨୦୨୪ ପାଇଁ ଅଧିକ ସମୟ ବାକି ନାହିଁ । ଆଇପିଏଲ ୨୦୨୪ ପରେ ଠିକ ଏହି ଟୁର୍ଣ୍ଣାମେଣ୍ଟ ଆମେରିକା ଏବଂ ୱେଷ୍ଟଇଣ୍ଡିଜ ଦ୍ୱାରା ଆୟୋଜିତ ହେବ । ଟିମ ଇଣ୍ଡିଆ ଏହାର ପ୍ରସ୍ତୁତି ଆରମ୍ଭ କରିସାରିଛି । ଟି-୨୦ ବିଶ୍ୱକପରେ ଭାରତର ଟିମ୍‌ ଚୟନ କ'ଣ…

କେବେ ପଡ଼ିଆକୁ ଫେରିବେ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ?

ନୂଆଦିଲ୍ଲୀ: ଗତ କିଛି ଦିନ ତଳେ ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗ ଦେଇଛନ୍ତି । ମୁମ୍ବାଇ ଫ୍ରାଞ୍ଚାଇଜି ହାର୍ଦ୍ଦିକଙ୍କୁ ଗୁଜରାଟ୍‌ ଟାଇଟନ୍ସ ସହ ଟ୍ରେଡ କରିଛି । ମାତ୍ର ବଡ଼ ପ୍ରଶ୍ନ କଣ ହାର୍ଦ୍ଦିକ ପାଣ୍ଡ୍ୟ ଆଇପିଏଲ୍‌ ସୁଦ୍ଧା ଫିଟ୍‌ ହୋଇଯିବେ? ଏହାକୁ ନେଇ…

ଦକ୍ଷିଣ ଆଫ୍ରିକା ଗସ୍ତରେ ଭାରତୀୟ ଦଳ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ବିପକ୍ଷରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ଶୃଙ୍ଖଳା ସଂପନ୍ନ ପରେ ଡିସେମ୍ବର ୧୦ରୁ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍‌ ଖେଳିବ । ଗୋଟିଏ ମାସର ଲମ୍ବା ସିରିଜ୍‌ ପାଇଁ ଭାରତୀୟ କ୍ରିକେଟ୍‌ ଦଳ ବୁଧବାର ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା ଆରମ୍ଭ କରିଛି ।…

ଭାରତକୁ ସୁଚିତ୍ରାଙ୍କ ସ୍ୱର୍ଣ୍ଣ; ଜୟନ୍ତୀଙ୍କୁ କାଂସ୍ୟ

ଭୁବନେଶ୍ୱର, : ଥାଇଲାଣ୍ଡର ନାଖୋନ ରାଚାସିମାରେ ଚାଲିଥିବା ବିଶ୍ୱ ଆବିଲିଟିସ୍ପୋର୍ଟ ଗେମ୍ସରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଭେଟି ଦେଇଛନ୍ତି ଓଡ଼ିଆ ଝିଅ ସୁଚିତ୍ରା ପରିଡ଼ା । ମଙ୍ଗଳବାର ମହିଳା ଜାଭଲିନ୍‌ ଏଫ୍‌ ୫୩/୫୪/୫୬ ଫାଇନାଲ୍‌ରେ ସେ ୧୬.୮୮ ମିଟର ଫିଙ୍ଗି ପ୍ରଥମ ସ୍ଥାନ ଅଧିକାର…

‘ମୁଁ କୋହଲିଙ୍କୁ ଅଧିନାୟକ ପଦରୁ ବିଦା କରିନି’

ନୂଆଦିଲ୍ଲୀ, ୫ା୧୨: ପୂର୍ବ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ପୁଣି ଥରେ ବିରାଟ କୋହଲିଙ୍କ ଅଧିନାୟକତ୍ୱ ବିବାଦକୁ ନେଇ ମୁହଁ ଖୋଲିଛନ୍ତି । ଗାଙ୍ଗୁଲି କହିଛନ୍ତି, ମୁଁ କୋହଲିଙ୍କୁ ଅଧିନାୟକ ପଦରୁ ବିଦା କରି ନାହିଁ । ଏଥିରେ ମୋର କୌଣସି ହାତ ନାହିଁ । ଏତିକି କହିଥିଲି କି, ନାଲି ବଲ୍‌ ଓ…

ଇଂଲଣ୍ଡକୁ ୪ ୱିକେଟରେ ପରାସ୍ତ କଲା ୱେଷ୍ଟଇଣ୍ଡିଜ

ନର୍ଥ ସାଉଣ୍ଡ,୫ା୧୨: ଅଧିନାୟକ ତଥା ୱିକେଟ କିପର ଶାଇ ହୋପଙ୍କ ଶତକ ଓ ରୋମାରିଓ ଶେଫର୍ଡଙ୍କ ଦ୍ରୁତ ୪୯ ରନ୍‌ ବଳରେ ପ୍ରଥମ ଦିନିକିଆରେ ଇଂଲଣ୍ଡକୁ ୪ ୱିକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍‌ । ବିଶ୍ୱକପ ବିଫଳତା ପରେ ଆଉ ଏକ ପରାଜୟ ହାସଲ କରିଛି ଇଂଲଣ୍ଡ । ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୩୨୫…

ବିପକ୍ଷ ସୀମିତ ଓଭର ସିରିଜରୁ ତେମ୍ବା ବଭୂମା ଆଉଟ |

ନୂଆଦିଲ୍ଲୀ : ଭାରତ ବିପକ୍ଷ ଦନିକିଆ ଓ ଟି-୨୦ ସିରିଜରୁ ଦକ୍ଷିଣ ଆଫ୍ରିକାର ନିୟମିତ ଅଧିନାୟକ ତେମ୍ବା ବଭୂମା ଆଉଟ । ତାଙ୍କୁ ସୀମିତ ଓଭର ସିରିଜରେ ବିଶ୍ରାମ ଦିଆଯାଇଥିବା କଥା କୁହାଯାଉଛି । କିନ୍ତୁ ବାସ୍ତବରେ ବିଶ୍ୱକପରେ ବଭୂମା ନୈରାଶ୍ୟଜନକ ପ୍ରଦର୍ଶନ କରିଥିବାରୁ ତାଙ୍କୁ ଟି-୨୦ ଓ…

୨୦୨୯ ବିଶ୍ୱ ଦୌଡକୁଦ ପ୍ରତିଯୋଗିତା ଆୟୋଜନ ପାଇଁ ଭାରତର ଦାବି |

ନୂଆଦିଲ୍ଲୀ : ୨୦୨୯ ମସିହାର ବିଶ୍ୱ ଦୌଡ଼କୁଦ ପ୍ରତିଯୋଗିତା ଆୟୋଜନ କରିବାକୁ ଭାରତ ନିଷ୍ପତ୍ତି ନେଇଛି । ପ୍ରାଥମିକ ଅବସ୍ଥାରେ ଭାରତ ୨୦୨୭ ସଂସ୍କରଣ ପାଇଁ ଦାବି କରିବ ବୋଲି ଯୋଜନା କରୁଥିଲେ ମଧ୍ୟ ଏଥିରୁ ଓହରିଯାଇଛି । "ହଁ ଆମେ ୨୦୨୯ ବିଶ୍ୱ ଦୌଡ଼କୁଦ ପ୍ରତିଯୋଗିତା ଆୟୋଜନ କରିବାକୁ ଦାବି…