Browsing Category

କ୍ରୀଡା

କବାଡିରୁ ଅବସର ନେଲେ କିମ୍ବଦନ୍ତୀ ପ୍ରଦୀପ ନରୱାଲ

ନୂଆଦିଲ୍ଲୀ, ୩ା୬: ଡୁବକି କିଙ୍ଗ ଭାବେ ପରିଚିତ ଷ୍ଟାର କବାଡି ଖେଳାଳି ପ୍ରଦୀପ ନରୱାଲ ବେଶ ଭାବବିହ୍ୱଳ ଢଙ୍ଗରେ ଅବସର ଘୋଷଣା କରିଛନ୍ତି । ଭାରତ ପାଇଁ ଏକାଧିକ ବିଶ୍ୱକପ ଓ ଏସିଆନ ଗେମ୍ସ ଖେଳିଥିବା ପ୍ରଦୀପ ପ୍ରୋ କବାଡି ଲିଗର ଅନ୍ୟତମ ଷ୍ଟାର ଖେଳାଳି । ସେ ଏକାକୀ ନିଜ ଟିମକୁ ଜିତାଇବାରେ…

ଦେବଗଡରେ ୨୦୫ କୋଟିର ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର, ୩ା୬ : ଅଭିଭକ୍ତ ସମ୍ବଲପୁର ଜିଲ୍ଲାର ଦେବଗଡ଼କୁ ଏବେ ଦିଆଯାଇଛି ବିକାଶର ପ୍ରାଥମିକତା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦେବଗଡ଼ ଜିଲ୍ଲା ଗସ୍ତରେ ଆସି ସେଠାରେ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତି ପ୍ରସ୍ତର…

ଆଇପିଏଲ ଟ୍ରଫି ଜିତିଲେ କିଙ୍ଗ୍ କୋହଲ

ଅହମ୍ମଦାବାଦ, : ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମଠାରେ ମଙ୍ଗଳବାର ଇତିହାସ ସୃଷ୍ଟି କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ପଞ୍ଜାବ କିଙ୍ଗସକୁ ୬ ରନରେ ହରାଇ ଚାମ୍ପିୟନ ହୋଇଛି ବିରାଟ କୋହଲିଙ୍କ ଦଳ ଆରସିବି । ଏହା ସହିତ ଆରସିବିର ଦୀର୍ଘ ୧୮ ବର୍ଷ ପ୍ରତୀକ୍ଷାର ଅନ୍ତ ହୋଇଛି ।…

ଭଦ୍ରକରେ ଗ୍ରୀଷ୍ମକାଳୀନ କ୍ରିକେଟ୍ ପ୍ରଶିକ୍ଷଣ ଶିବିର ଉଦଘାଟିତ

ଭଦ୍ରକ : ଭଦ୍ରକ ଜିଲ୍ଲା କ୍ରିକେଟ୍ ଆସୋସିଏସନ୍, ଜିଲ୍ଲା ପ୍ରଶାସନ ଓ ଓଡିଶା କ୍ରିକେଟ୍ ଆସୋସିଏସନ୍ ର ମିଳିତ ସହଯୋଗରେ ଆୟୋଜିତ, ଗ୍ରୀଷ୍ମକାଳୀନ କ୍ରିକେଟ୍ ପ୍ରଶିକ୍ଷଣ ଶିବିର ଜୁନ୍ ୨ ତାରିଖ, ସୋମବାର, ସକାଳ ୮ଟା ବେଳେ ରେଳବାଇ କ୍ରୀଡାଙ୍ଗନରେ ଉଦଘାଟିତ ହୋଇଯାଇଛି। ଭଦ୍ରକ ଜିଲ୍ଲାର ବନ୍ତ,…

ପାକିସ୍ତାନରେ ହିନ୍ଦୁ କ୍ରିକେଟରଙ୍କ ୨ ଗୋଡ଼ କାଟି ଦେଲେ

ଇସଲାମାବାଦ୍, : ପାକିସ୍ତାନର ଜଣେ ହିନ୍ଦୁ କ୍ରିକେଟର ତାଙ୍କର ଦୁଇଟି ଗୋଡ ହରାଇଛନ୍ତି । ମୋହିନ୍ଦର କୁମାର ନାମକ ଏହି କ୍ରିକେଟର ପାକିସ୍ତାନ ପାଇଁ ପ୍ରଥମ ଶ୍ରେଣୀ ଏବଂ "ଲିଷ୍ଟ ଏ' ଖେଳିଛନ୍ତି । ପାକିସ୍ତାନ ପାଇଁ ଘରୋଇ କ୍ରିକେଟ ଖେଳିଥିବା ପୂର୍ବତନ କ୍ରିକେଟର ଏବଂ କୋଚ ମୋହିନ୍ଦର କୁମାରଙ୍କ…

ଶୁବମନ ଗିଲଙ୍କୁ ଭାରତୀୟ ଟେଷ୍ଟ ଟିମର ନୂଆ ଅଧିନାୟକ

ଇଂଲଣ୍ଡ, : ଜୁନ ୨୦ରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ ଟିକିଆ ଟେଷ୍ଟ ସିରିଜ ଆରମ୍ଭ ହେବ । ଏହି ସିରିଜ ସହ ଭାରତ ୨୦୨୫-୨୭ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଅଭିଯାନ ଆରମ୍ଭ ମଧ୍ୟ କରିବ । ଏହା ବ୍ୟତୀତ ପ୍ରଥମଥର ପାଇଁ ଅଧିନାୟକ ରୋହିତ ଶର୍ମା ଓ ଷ୍ଟାର ବ୍ୟାଟର ବିରାଟଙ୍କ କୋହଲିଙ୍କ ଅବସର ପରେ ଭାରତୀୟ…

ଆଇପିଏଲ ୨୦୨୫ରେ ସେନାକୁ ସମ୍ମାନିତ କରିବ ବିସିସିଆଇ

ନୂଆଦିଲ୍ଲୀ, : ଆସନ୍ତା ଜୁନ ୩ରେ ଅହମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ ଆଇପିଏଲ ୨୦୨୫ ସଂସ୍କରଣର ଫାଇନାଲ । ଫାଇନାଲ ମ୍ୟାଚରେ ଭାରତୀୟ ସେନାକୁ ସମ୍ମାନ ଜଣାଇବ ବିସିସିଆଇ । ଫାଇନାଲ ମ୍ୟାଚ୍ ପାଇଁ ଆୟୋଜିତ ହେବାକୁଥିବା ଉଦଯାପନୀ ସମାରୋହରେ ଭାରତୀୟ ସେନାର ପରାକ୍ରମକୁ…

ଏଭଳି ଭୁଲ ବରଦାସ୍ତ କରାଯିବନି: ପ୍ରୀତି ଜିଣ୍ଟା

ନୂଆଦିଲ୍ଲୀ, : ରାଗରେ ନିଆଁବାଣ ହେଲେ ପଞ୍ଜାବ କିଙ୍ଗ୍ସ ମାଲିକାଣୀ ତଥା ଅଭିନେତ୍ରୀ ପ୍ରୀତି ଜିଣ୍ଟା । ଦିଲ୍ଲୀ ବିପକ୍ଷ ମ୍ୟାଚ୍‌ ସମୟରେ ହୋଇଥିବା ଏକ ବଡ଼ ଭୁଲ ଯୋଗୁ ସେ ଚିହିଁକି ଉଠିଥିଲେ । ଏହା ପଛରେ ଦଳର ପରାଜୟ ଥିବା କୁହାଯାଉଥିଲେ ହେଁ ତାହା ଠିକ୍‌ ନୁହେଁ । ପଞ୍ଜାବ ଇନିଂସର ୧୫ତମ…

ଭାରତର ଅଣ୍ଡର ୧୯ ଟିମର ଅଧିନାୟକ ଆୟୁଷ ମହାତ୍ରେ, ଦଳରେ ଅଛନ୍ତି ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ, : ଭାରତର ଅଣ୍ଡର ୧୯ ଟିମର ଅଧିନାୟକ ହୋଇଛନ୍ତି ୧୭ ବର୍ଷୀୟ ଆୟୁଷ ମହାତ୍ରେ । ଆଗାମୀ ଇଂଲଣ୍ଡ ବିପକ୍ଷ ସିରିଜ ପାଇଁ ଗୁରୁବାର ଜୁନିୟର କ୍ରିକେଟ କମିଟି ଆୟୁଷଙ୍କୁ ଅଧିନାୟକ ଭାବେ ନିଯୁକ୍ତ କରିଛି । ଭାରତର ଅଣ୍ଡର ୧୯ ଟିମ ଇଂଲଣ୍ଡ ଗସ୍ତ କରି ପ୍ରଥମେ ଗୋଟିଏ ୫୦ ଓଭର ବିଶିଷ୍ଟ…

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ ଆଇପିଏଲ ଫାଇନାଲ

ଅହମଦାବାଦ, : ଆଇପିଏଲ ୨୦୨୫ର ଫାଇନାଲ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ । ଭାରତ-ପାକିସ୍ତାନ ବିବାଦ ଯୋଗୁ ଆଇପିଏଲ ପ୍ରାୟ ୧୦ ଦିନ ବନ୍ଦ ରହିଥିଲା । ଶନିବାର ଠାରୁ ବଳକା ମ୍ୟାଚଗୁଡ଼ିକ ଘୋଷଣା ହୋଇଥିବା ଭେନ୍ୟୁରେ ଖେଳା ଯାଉଛି । କିନ୍ତୁ ପ୍ଲେ ଅଫ ଓ ଫାଇନାଲ କେଉଁଠି…