Browsing Category

Village Development

ପାତ୍ର ପଡାରେ ଘୁମୁସର ବିକାଶ ପରିଷଦ ଓ ଘୁମୁସର ଉନ୍ନୟନ ମଞ୍ଚ ପକ୍ଷରୁ ଆଲୋଚନାଚକ୍ର

ଭୁବନେଶ୍ୱର, ପାତ୍ରଡାସ୍ଥିତ ଏଏ କନ୍‌ଭେନସନଠାରେ ଘୁମୁସର ବିକାଶ ପରିଷଦ ଓ ଘୁମୁସର ଉନ୍ନୟନ ମଞ୍ଚ ମିଳିତ ଆନୁକୂଲ୍ୟରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ବରିଷ୍ଠ ଆଇନଜିବୀ ସୋମନାଥ ନାୟକ ସଭାପତିତ୍ୱ କରିଥିବା ବେଳେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଏଥିରେ ଅଂଶଗ୍ରହଣ କରିଥିଲେ…

ରୂପାନ୍ତରଣରେ କଳାହାଣ୍ଡି ଏକ ନମ୍ବର: ୫-ଟି ଅଧ୍ୟକ୍ଷ ସମ୍ବଲପୁରରେ ବିରୋଧୀଙ୍କୁ ତେରଚ୍ଛା ବାଣ

ଭବାନୀପାଟଣା, ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଶୁକ୍ରବାର କଳାହାଣ୍ଡି ଜିଲ୍ଲା ଗସ୍ତରେ ଆସି ରୂପାନ୍ତରଣରେ କଳାହାଣ୍ଡି ଏକ ନମ୍ବର ଜିଲ୍ଲା ବୋଲି କହିଛନ୍ତି । ଏହି ଗସ୍ତ ସମୟରେ ଶ୍ରୀ ପାଣ୍ଡିଆନ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ବିମାନ ଯୋଗେ ଆସି ସ୍ଥାନୀୟ ରିଜର୍ଭ ପୋଲିସ ପଡିଆରେ…

କୃଷି ଓଡ଼ିଶା ୨୦୨୪ ଉଦ୍‌ଘାଟିତ ଫୋକସ୍‌ରେ ମହିଳା ସଶକ୍ତିକରଣ

ଭୁବନେଶ୍ୱର, ମା'ମାନଙ୍କ ଉନ୍ନତି କେବଳ ଏକ ପରିବାରକୁ ନୁହେଁ, ସାରା ସମାଜକୁ ତାହାର ଲାଭ ମିଳିଥାଏ। ସେମାନଙ୍କ ସଶକ୍ତୀକରଣ ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱୂର୍ଣ୍ଣ କାର୍ଯ୍ୟକ୍ରମ। ମିଶନ ଶକ୍ତି ଜରିଆରେ ମା'ମାନେ ବିକାଶର ସବୁ କ୍ଷେତ୍ରରେ ସହଯୋଗୀ ହୋଇପାରିଛନ୍ତି। କୃଷି କ୍ଷେତ୍ରରେ ସେମାନଙ୍କୁ…

ଆକାଶପଥରେ ଯୋଡି ହେଲା ଲାଲଗଡ

ଏହା ପରେ ଆଜି ମାଲକାନଗିରିକୁ ମଧ୍ୟ ଆକାଶପଥରେ ସଂଯୋଗ କରାଯିବାପରେ ସାରା ରାଜ୍ୟର ଦୂରବର୍ତୀ ଅଂଚଳଗୁଡିକରେ ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିବ। ଓଡିଶାରେ ଶିଳ୍ପ କ୍ଷେତ୍ରରେ ଅଭିବୃଦ୍ଧି ପାଇଁ ଏହା ଖୁବ୍‌ ଗୁରୁତ୍ୱୂର୍ଣ୍ଣ। ମାଲକାନଗିରି ବିମାନ ବନ୍ଦର ୨୩୩ ଏକର ଅଂଚଳରେ ପରିବ୍ୟାପ୍ତ…

ସ୍ୱାଭିମାନ ଅଞ୍ଚଳରେ ରୂପ।ନ୍ତରଣର ନୂଆ ଅଧ୍ୟାୟ

୯ରେ ମାଲକାନଗିରି ବିମାନ ବନ୍ଦର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ:ବିକାଶର ନୂଆ ଯାତ୍ରାରେ ଖୁବ୍‌ଶୀଘ୍ର ଯୋଡ଼ି ହେବ ମାଲକାନଗିରି। ଲାଲଗଡ଼ରୁ ଉଡ଼ିବ ବିମାନ। ଏଥି।ଇଁ ମାଲକାନଗିରି ଏୟାରପୋର୍ଟ ନିର୍ମାଣ କାମ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ମାଲକାନଗିରି ବିମାନବନ୍ଦରରୁ ବିମାନ ଉଡ଼ାଣର…

ଜଳାଶୟ ପୁନରୁଦ୍ଧାର ଏବଂ ବର୍ଜ୍ୟଜଳ ପରି·ଳନାକୁ ସର୍ବୋଚ୍ଚ ପ୍ରାଥମିକତା

ଭୁବନେଶ୍ୱର,  : ଜଳାଶୟ ପୁନରୁଦ୍ଧାର ଏବଂ ବର୍ଜ୍ୟ ଜଳ ପରି•ଳନାର ଗୁରୁତ୍ୱ ଉପରେ ଆଲୋକପାତ କରିବା ପାଇଁ ମୁକ୍ତା ପ୍ରଫେସନାଲମାନଙ୍କ ଦିନିକିଆ ଓରିଏଣ୍ଟେସନ କର୍ମଶାଳା ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଏହି କର୍ମଶାଳାର ଉଦ୍ଦେଶ୍ୟ ଥିଲା ମୁକ୍ତା ପ୍ରଫେସନାଲଙ୍କୁ କ୍ଷେତ୍ର ସ୍ତରରେ ଏହି…

ଏକାମ୍ର ବିକାଶ ପାଇଁ ଖର୍ଚ୍ଚ ହେବ ୨ଶହ କୋଟି

ଭୁବନେଶ୍ୱର,୧୪ା୧୨ : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାମ୍ର ନିର୍ବାଚନମଣ୍ଡଳୀରେ ପ୍ରାୟ ୨ଶହ କୋଟି ଟଙ୍କାର ବିଭିନ୍ନ ଜନକଲ୍ୟାଣ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏଥିପାଇଁ ଲିଙ୍ଗିପୁର ପଞ୍ଚାୟତର ନାଥପୁର ଜାଡୁମଲ୍ଲୀ ମନ୍ଦିର ନିକଟରେ ଏକ ସାଧାରଣ ସଭାର ଆୟୋଜନ କରାଯାଉଛି ।…

ଗଙ୍ଗୁଆ ଓ ଦୟାର ସଂଯୋଗ ସ୍ଥଳରେ ହେବ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ

ଭୁବନେଶ୍ୱର,୭ା୧୨ : ଦୟା ନଦୀ ପାଣିକୁ ପ୍ରଦୂଷଣମୁକ୍ତ ରଖାଯିବା ଉପରେ ୫-ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଗୁରୁତ୍ୱାରୋପ କରିଛନ୍ତି । ଏ ସମ୍ପର୍କରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନଗର ଉନ୍ନୟନ ବିଭାଗ ଏବଂ ଭୁବନେଶ୍ୱର ମହାନଗର…

ଗୋପାଳପୁରରେ ହେବ ଶିଳ୍ପ କରିଡର

ଭୁବନେଶ୍ୱର,୫ା୧୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି । ଏଥିସହିତ ଆଜିର କ୍ୟାବିନେଟ୍‌ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର…

ଅଧିକ ଦକ୍ଷ କାରିଗର ନିଯୁକ୍ତ କରିବାକୁ ପରାମର୍ଶ |

ପୁରୀ,୨ା୧୨ : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଆଜି ପୁରୀ ଗସ୍ତରେ ଆସି ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଥିଲେ । ଏହି ଅବସରରେ ଶ୍ରୀ ପାଣ୍ଡିଆନ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ଦିଗରେ…