Sign in
Sign in
Recover your password.
A password will be e-mailed to you.
Browsing Category
weather
୧୩ରେ ଲଘୁଚାପ, ଆଜିଠୁ ବଡ଼ ବର୍ଷା
ଭୁବନେଶ୍ୱର, : ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ । ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଦକ୍ଷିଣ…
ଆସୁଛି ଆଉ ଏକ ଲଘୁଚାପ, ବର୍ଷା ନେଇ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାର
ଭୁବନେଶ୍ୱର, : ଆଗାମୀ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ (ବାତ୍ୟା ୱିଫାର ଅବଶିଷ୍ଟାଂଶ ଘୂର୍ଣ୍ଣିବଳୟ ରୂପରେ ପ୍ରବେଶ କରିବାର ସମ୍ଭାବନା ରହିଛି) ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର…
ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, : ଦକ୍ଷିଣ ପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେବ । ଆସନ୍ତା ଦୁଇ ଦିନ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି…
ଆଉ ଏକ ଲଘୁଚାପ: ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, : ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ସଂଲଗ୍ନ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି…
ଆଉଏକ ଘୁର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା
ଭୁବନେଶ୍ୱର, : ଜଳବାୟୁ ପରିବର୍ତ୍ତନ ବିଶ୍ୱସ୍ତରରେ ପ୍ରମୁଖ ସମସ୍ୟା ପାଲଟିଛି । କିନ୍ତୁ ଏହାର ପ୍ରଭାବରେ ସ୍ଥାନୀୟସ୍ତରରେ ସମସ୍ୟା ହେଉଛି । ବାୟୁମଣ୍ଡଳ ତାପମାତ୍ରା ବଢୁଛି । ଓଡ଼ିଶା ମଧ୍ୟ
ଏଥିରୁ ବାଦ୍ ପଡ଼ିନାହିଁ । ଏହା ଫଳରେ ହିଟ୍ ୱେଭର ଇଣ୍ଟନସିଟି ବଢୁଛି । ରାତିର ତାପମାତ୍ରା ବଢୁଛି ।…
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ
ଭୁବନେଶ୍ୱର, : ଆଗାମୀ ୭ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା ଓ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଅତି ଭୀଷଣ ବର୍ଷା ନେଇ ୬ ଜିଲ୍ଲା…
ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, : ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ…
୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା: ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର, : ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାଶ୍ୱର୍ବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ
ଭୁବନେଶ୍ୱର, : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଗୁରୁବାର ସୃଷ୍ଟି ହୋଇଛି ଗଭୀର ଅବପାତ । ଏହି ଅବପାତ ୨୦ କିମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଦୀଘାଠାରୁ ୧୧୦ କିମି ପୂର୍ବ ଦକ୍ଷିଣପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇ ଉତ୍ତର ଦିଗରେ ଗତି କରି…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ୱର, : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଉତ୍ତର ଦିଗରେ ଗତି କରି ଆସନ୍ତା ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବାର…