Browsing Category

ନ୍ୟୁଜ୍ ବୁଲେଟିନ୍

ଆଜି ନବୀନ ସରକାରଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ

ଭୁବନେଶ୍ବର: ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ପୂରିଲା ୪ ବର୍ଷ । ୨୦୧୯ ମେ’ ୨୯ ତାରିଖ । ରାଜନୀତି ପଣ୍ଡିତଙ୍କ ବୁଦ୍ଧି ହଜାଇଦେଇଥିଲା ଫଳାଫଳ । ୧୧୨ ଆସନରେ ବାଜି ମାରି ଲଗାତାର ପଞ୍ଚମ ଥର ପାଇଁ କ୍ଷମତାସୀନ ହୋଇଥିଲା ବିଜୁ ଜନତା ଦଳ । ଆରମ୍ଭ ହୋଇଥିଲା ନବୀନ ଶାସନର ଆଉ ଏକ ସଫଳ…

୨୦୦୦ ଟଙ୍କିଆ ନୋଟ୍ ଜମା କରିବାକୁ ବ୍ୟାଙ୍କ ଯାଉଛନ୍ତି କି ? ତେବେ ଜାଣନ୍ତୁ SBI, HDFC, ICICI ଓ PNB ବ୍ୟାଙ୍କର ନିୟମ

ନୂଆଦିଲ୍ଲୀ: ଆରବିଆଇ ଦ୍ୱାରା ୨୦୦୦ ଟଙ୍କିଆ ନୋଟ୍ ବନ୍ଦ ହେବା ପରେ ଏହାକୁ ୨୩ ମଇରୁ ପ୍ରତ୍ୟାହାର ଆରମ୍ଭ ହୋଇଥିଲା । ଲୋକମାନେ ଏ ସମ୍ପର୍କରେ ବ୍ୟାଙ୍କକୁ ଆସିବା ଆରମ୍ଭ କରିଛନ୍ତି । ମେ ୨୩ ରୁ ସେପ୍ଟେମ୍ବର ୩୦ ମଧ୍ୟରେ ୨୦୦୦ ଟଙ୍କିଆ ନୋଟ୍ ବ୍ୟାଙ୍କ ଯାଇ ବଦଳାଇବାକୁ ନିର୍ଦ୍ଦେଶ…

ଆଜି ଜାରି ହେବ ୭୫ ଟଙ୍କିଆ କଏନ୍

ନୂଆଦିଲ୍ଲୀ: ଆଜି ଜାରି ହେବ ୭୫ ଟଙ୍କିଆ କଏନ । କଏନେଜ୍‌ ରୁଲସ ୨୦୨୩ ଅନୁଯାୟୀ ଏହି ସ୍ମାରକୀ ମୁଦ୍ରା ଜାରି କରାଯିବ । ଏହାର ନିର୍ମାଣ ଟଙ୍କାଶାଳରେ କରାଯିବ । ରୂପା, ତମ୍ବା, ନିକେଲ୍‌ ଓ ଦସ୍ତା ଧାତୁ ମିଶ୍ରଣରେ ତିଆରି କରାଯିବ ୭୫ ଟଙ୍କିଆ କଏନ । ଗତକାଲି ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଜାଏ ନେଇ…

ଶିଖରଚଣ୍ଡୀ ସୌନ୍ଦର୍ଯ୍ୟକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ବଦଳିବ ରୂପରେଖ, ସୁନ୍ଦର ହେବ ଶିଖରଚଣ୍ଡୀ। ଭୁବନେଶ୍ବର ଉପକଣ୍ଠ  ଶିଖରଚଣ୍ଡୀ ପାହାଡର ସୌନ୍ଦର୍ଯ୍ୟକରଣ କାମର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । କାର୍ଯ୍ୟକ୍ରମରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ବିଧାୟକ ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ ପ୍ରମୁଖ ସାମିଲ…

ଖୁବଶୀଘ୍ର ପ୍ରତି ଜିଲ୍ଲାରେ ଖୋଲିବ ଅଡିଟୋରିୟମ ଓ କଲ୍ୟାଣ ମଣ୍ଡପ

ଭୁବନେଶ୍ବର: ପ୍ରତି ଜିଲ୍ଲାରେ ହେବ ଅଡିଟୋରିୟମ୍ ଏବଂ କଲ୍ୟାଣ ମଣ୍ଡପ । ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ବିଭାଗର କାର୍ଯ୍ୟ ସମୀକ୍ଷା ପରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ । ଏହାସହ ବିଭାଗୀୟ କାର୍ଯ୍ୟର ମଧ୍ୟ ହିସାବ ଦେଇଛନ୍ତି ।…

ଆହୁରି ୪ ଦିନ କାଳବୈଶାଖୀ, ୨୪ ହଜାରରୁ ଅଧିକ ଥର ମାରିଛି ବିଜୁଳି

ଭୁବନେଶ୍ବର: ରାଜଧାନୀରେ କାଳବୈଶାଖୀ ତାଣ୍ଡବ । ଭୁବନେଶ୍ବର ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇଛି । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପବନରେ ଭିଜିଛି ଭୁବନେଶ୍ବର । ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଦ୍ବାରା କେତେକ ସ୍ଥାନରେ ଗଛ ମଧ୍ୟ ଭାଙ୍ଗିପଡ଼ିଛି ।…

ଗାଁରେ ଗଡିବ ମୋ ବସ

ଭୁବନେଶ୍ୱର: ଗାଁରେ ଗଡିବ ମୋ ବସ। ଲକ୍ଷ୍ମୀ ସ୍କିମରେ ଗ୍ରାମାଞ୍ଚଳରେ ପରିବହନର ସୁବିଧା ପାଇଁ ମୋ ବସ୍ ଚାଲିବ। ବ୍ଲକରୁ ପ୍ରତି ପଞ୍ଚାୟତକୁ ମୋ ବସ୍ ଚାଲିବ। ପ୍ରଥମ ପର୍ଯ୍ୟାୟରେ ପାଇଲଟ ପ୍ରୋଜେକ୍ଟ ଭାବେ ରାଜ୍ୟର ୬ଟି ଜିଲ୍ଲାକୁ ହାତକୁ ନିଆଯାଇଛି। କୋରାପୁଟ, ନବରଙ୍ଗପୁର, ରାୟଗଡା,…

ପୁରୁଣା ଢାଞ୍ଚାକୁ ଫେରିଲା ମାଟ୍ରିକ୍ ପରୀକ୍ଷା

କଟକ: ବଦଳିଲା ମାଟ୍ରିକ୍ ପରୀକ୍ଷା ଢାଞ୍ଚା । ପୁରୁଣା ଢାଞ୍ଚାକୁ ଫେରିଲା ମାଟ୍ରିକ୍ ପରୀକ୍ଷା । ଚଳିତ ବର୍ଷ ପୁରୁଣା ପଦ୍ଧତିରେ ହେବ ଦଶମ ପରୀକ୍ଷା । ବର୍ଷ ଶେଷକୁ ଗୋଟିଏ ଫାଇନାଲ ପରୀକ୍ଷା ହେବ । ତେବେ ଚଳିତ ବର୍ଷ ଆଉ ଦଶମ ଶ୍ରେଣୀରେ ହେବନି ସମ୍ମେଟିଭ୍ ୧ ଓ ୨ ପରୀକ୍ଷା । କରୋନା ପାଇଁ…

କାଲିଠୁ ବଦଳାଇ ହେବ ୨ ହଜାର ଟଙ୍କିଆ ନୋଟ

ନୂଆଦିଲ୍ଲୀ: ବଜାରରୁ ଫେରିବ ୨ ହଜାର ଟଙ୍କିଆ ନୋଟ । କିନ୍ତୁ ବୈଧ ରହିବ ନୋଟ । ଗ୍ରାହକଙ୍କଠାରୁ ୨ହଜାର ଟଙ୍କିଆ ନୋଟ ଗ୍ରହଣ କରିବାକୁ ଦୋକାନୀ ମନା କରିପାରିବେ ନାହିଁ । ୨ହଜାର ଟଙ୍କିଆ ନୋଟ ବନ୍ଦ କରାଯିବା କରେନ୍ସି ମ୍ୟାନେଜମେଣ୍ଟର ଏକ ପ୍ରକ୍ରିୟା ବୋଲି କହିଛନ୍ତି ଆରବିଆଇ…

ଆଜିଠୁ ଜାମ୍ମୁ-କାଶ୍ମୀରରେ ଜି-୨୦ ସମ୍ମିଳନୀର ତୃତୀୟ ଟୁରିଜିମ ଓ୍ବାର୍କସପ୍

ଶ୍ରୀନଗର : ଆଜିଠୁ ଜାମ୍ମୁ-କାଶ୍ମୀରରେ ଜି-୨୦ ସମ୍ମିଳନୀର ତୃତୀୟ ଟୁରିଜିମ ଓ୍ବାର୍କସପ୍ । ଶ୍ରୀନଗରରେ ଆୟୋଜିତ ହୋଇଥିବା ଏହି ଓ୍ବାର୍କସପରେ ସାମିଲ ହେବାକୁ ଜି-୨୦ ରାଷ୍ଟ୍ରସମୁହର ପ୍ରାୟ ୬୦ ଜଣ ଡେଲିଗେଟସ ପହଞ୍ଚିଛନ୍ତି । ବୈଠକ ଯୋଗୁ ପୁରା ଶ୍ରୀନଗରର ସୁରକ୍ଷା ଛାଉଣୀରେ ରହିଛି ।…