Sign in
Sign in
Recover your password.
A password will be e-mailed to you.
Browsing Category
ନ୍ୟୁଜ୍ ବୁଲେଟିନ୍
ଶିଶୁ ଓ ଗର୍ଭବତୀ ମହିଳାଙ୍କ ଖାଦ୍ୟ ବାଟ ମାରଣା ଅଭିଯୋଗ, ଅଙ୍ଗନୱ।ଡି କେନ୍ଦ୍ର ରେ ପ୍ରତିବାଦ କଲେ ହିତାଧିକାରୀ।
ଧର୍ମଗଡ଼ : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ମହିମା ପଞ୍ଚାୟତ ଘଣ୍ଟିଗୁଡା ଠାରେ ଥିବା ଅଙ୍ଗନୱ।ଡି କେନ୍ଦ୍ର ରେ କାର୍ଯ୍ୟରତ ଅଙ୍ଗନୱ।ଡି ଦିଦି ଶିଶୁ,ପ୍ରସୂତି ଓ ଗର୍ଭବତୀ ମହିଳା ମାନଙ୍କ ପାଇଁ ଆସୁଥିବା ଖାଦ୍ୟ କୁ ବାଟ ମାରଣା କରୁଥିବା ନେଇ ଅଭିଯୋଗ କରି ଆଜି ଘଣ୍ଟିଗୁଡା ଗ୍ରାମ ର ମହିଳା…
ଝାଡ଼ଖଣ୍ଡରେ ରଜ, ସ୍ମୃତିର ଦିନ ମନେ ପଡ଼େ ପିଲାଦିନ ଅମୃତ ମୁହୂତ୍ତ
ରଜ ଆସେ ଝିପି ଝିପି ବର୍ଷା ଝିଟିକାରେ । କଳା ଘନ ମେଘାଚ୍ଛନ୍ନ ଅଳସ ଲଗ୍ନରେ । ଲାଲଟୁକୁଟୁକୁ ସାଧବ ବୋହୁର ଧୀର ଚାଲି ଅମୃତ ବେଳାରେ । ଗାୟଳ ଟୋକାର ଗୋରୁପଲ ତା ପିଠିରେ ବଗ, କଜଳପାତିଙ୍କ ପୋକଯୋଜ ଖାଇବାର ଆନନ୍ଦ ପର୍ବରେ ଝାଡ଼ଖଣ୍ଡ ରାଜ୍ୟର ରଜ ପର୍ବ ଆସେ । ଜୁଆଡ଼େ ଚାହିଁବ ପାନ, ପିଠା, ଅଳତା,…
ସିଏସଆଇଆର-ଆଇଏମଏମଟି ପକ୍ଷରୁ ରେଡ୍ ମଡ୍ ରିପୋର୍ଟ ପ୍ରକାଶିତ
ଭୁବନେଶ୍ୱର, : ବୈଜ୍ଞାନିକ ତଥା ଔଦ୍ୟୋଗିକ ଗବେଷଣା ପରିଷଦ - ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ (ସିଏସଆଇଆର-ଆଇଏମଏମଟି) ଦ୍ୱାରା ରେଡ୍ ମଡ୍ ରିପୋର୍ଟ ପ୍ରକାଶନ ବୈଠକ ଆୟୋଜିତ ହୋଇଛି । ଏହା ରେଡ୍ ମଡର ସାମଗ୍ରିକ ବ୍ୟବହାର ପାଇଁ ପ୍ରଯୁକ୍ତିବିଦ୍ୟା ବିକାଶ ଉପରେ ଜାତୀୟ ପ୍ରକଳ୍ପର ସଫଳ…
ଭୁବନେଶ୍ୱର-ଆବୁଧାବିକୁ ଡାଇରେକ୍ଟ ଫ୍ଲାଇଟ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, : ଓଡ଼ିଶା ବିମାନ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ଅଧ୍ୟାୟ । ଭୁବନେଶ୍ୱର ବିମାନବନ୍ଦରରୁ ସିଧା ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ ଉଡ଼ିଲା ବିମାନ । ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ପତାକା ଦେଖାଇ ଭୁବନେଶ୍ୱର- ଆବୁଧାବି ସିଧା…
ପହଲଗାମ୍ ଆକ୍ରମଣ ପରେ ଉତ୍ତରାଖଣ୍ଡରେ ସୁରକ୍ଷା କଡ଼ାକଡ
ଉତ୍ତରାଖଣ୍ଡ,: ପହଲଗାମ୍ଆ ଆତଙ୍କୀ ଆକ୍ରମଣ ପରେ ଏବେ ଉତ୍ତରାଖଣ୍ଡରେ ସୁରକ୍ଷା କଡ଼ାକଡ଼ି କରିଛି ପୋଲିସ । ଭ୍ୟାଲି ଅଫ୍ ଫ୍ଲାୱାର୍ସ ନିକଟସ୍ଥ ଘଙ୍ଗାରିଆଠାରେ ଉତ୍ତରାଖଣ୍ଡ ପୋଲିସ ଏକ ୬ ଜଣିଆ ଆତଙ୍କ ବିରୋଧୀ ଦଳ ମୁତୟନ କରିଛି ଏଥିସହ ଭ୍ୟାଲି ନିକଟରେ ଥିବା ଲୋକପ୍ରିୟ ଶିଖ୍ ତୀର୍ଥସ୍ଥଳ…
ବିମାନ କ୍ରାଶରେ ଜଳିଗଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ରୂପାନୀଙ୍କ ସମେତ ୨୪୧
ଅହମ୍ମଦାବାଦ, : ଭାରତ ଇତିହାସର ସବୁଠାରୁ ବଡ଼ ବିମାନ ଦୁର୍ଘଟଣା ପୂରା ଦେଶକୁ ଦୋହଲାଇ ଦେଇଛି । ଅହମଦାବାଦରେ ହୋଇଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଚାଲି ଯାଇଛି ୨୩୦ ଯାତ୍ରୀଙ୍କ ସମେତ ୨୪୧ ଜଣଙ୍କ ଜୀବନ । ୨୩୦ ଯାତ୍ରୀଙ୍କ ବ୍ୟତୀତ ବିମାନରେ ୧୦ ଜଣ କ୍ରୁ ସଦସ୍ୟ ଓ ୨ ଜଣ ପାଲଇଟ ଥିଲେ ।…
କେସିଙ୍ଗା କ୍ଷେତ୍ର ପରିଦର୍ଶନ କରିଲେ ରାଜ୍ଯ ସଭା ସାଂସଦ ସୁଜିତ୍ କୁମାର , ଟ୍ରାଫିକ ସମସ୍ଯା କୁ ନେଇ ଚର୍ଚ୍ଚା
କେସିଙ୍ଗା : କେସିଙ୍ଗା ବାସୀ ଙ୍କ ବହୁତ ଦିନର ଦାବୀ ବାଇପାସ ନିର୍ମାଣ କୁ ନେଇ ରାଜ୍ୟ ସଭା ସାଂସଦ ସୁଜିତ କୁମାର ବୁଦ୍ଧିଜୀବୀ ଓ ବିଭିନ୍ନ ବର୍ଗ ଲକୋଙ୍କ ସହ ବୋରିଂପଦର ସ୍ଥିତ ହୋଟେଲ ସାଇ ବୃନ୍ଦାବନ ଇନ ରେ ଆଲୋଚନା କରିଛନ୍ତି ! ବାଇପାସ ନିର୍ମାଣ ନେଇ ସ୍ଥାନ ପରିଦର୍ଶନ କରିଛନ୍ତି।ସାଂସଦ…
ସରସତୀ ଡିଗ୍ରୀ ବିଦ୍ୟାମନ୍ଦିର ନୀଳକଣ୍ଠ ନଗର ପରିସରରେ ଉପମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ବୃକ୍ଷରୋପଣ କାର୍ଯ୍ୟକ୍ରମ
ବ୍ରହ୍ମପୁର ଅଦ୍ୟ ତା. ୧୨.୦୬.୨୦୨୫ ରିଖ ଗୁରୁବାର ଦିନ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବଦ୍ଧନସିଂହଦେଓଙ୍କ କରକମଳରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ “ମା’ଟିଏ ଗଛଟିଏ” ପରିପ୍ରେକ୍ଷୀରେ ସରସତୀ ଡିଗ୍ରୀ ବିଦ୍ୟାମନ୍ଦିର, ନୀଳକଣ୍ଠନଗର ପରିସର ମଧ୍ୟରେ ଏକ ବୃକ୍ଷରୋପଣ…
ରାଜ୍ୟ ସରକାରଙ୍କ ଶାସନ ୧ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାହାନ ଯାତ୍ରା ର ଶୁଭାରମ୍ଭ।
ଧର୍ମଗଡ଼ : ରାଜ୍ୟରେ ବିଜେପି ସରକାର ୧ ବର୍ଷ ଆଜି ପୂରଣ ହୋଇଥିବା ବେଳେ ଏହି ସ୍ମରଣୀୟ ଦିନ କୁ ପାଳନ ପାଇଁ ପ୍ରତି ବ୍ଲକ ସ୍ତରରେ ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କ ୧ ବର୍ଷ ର ଉପଲବ୍ଧି ଲୋକାଭିମୁଖୀ ଯୋଜନା ବିକାଶତ ଗାଁ ବିକାଶିତ ଓଡିଶା’ ‘ସୁଭଦ୍ରା ଯୋଜନା’, ‘ଅନ୍ତୋଦୟ ଗୃହ ଯୋଜନା’,…
ଶ୍ରୀଜିଉଙ୍କ ହାତୀବେଶ ଦର୍ଶନ କଲେ ଲକ୍ଷ ଲକ୍ଷ ଭକ୍ତ
ପୁରୀ,: ସ୍ନାନ ବେଦୀରେ ବୁଧବାର ଶ୍ରୀଜିଉମାନଙ୍କର ଦୁର୍ଲ୍ଲଭ ହାତୀବେଶ ଅନୁଷ୍ଠିତ ହୋଇଯାଇଛି । ମହାପ୍ରଭୁଙ୍କ ଏହି ବେଶ ଦର୍ଶନ ଲାଗି ଲୋକାରଣ୍ୟ ହୋଇଥିଲା ସମଗ୍ର ବଡ଼ଦାଣ୍ଡ । ସକାଳୁ ସକାଳୁ ପ୍ରଚଣ୍ଡ ରୌଦ୍ରତାପ ଓ ଅସହ୍ୟ ଗୁଳୁ ଗୁଳିକୁ ଭ୍ରୁକ୍ଷେପ ନକରି ଲକ୍ଷଲକ୍ଷ ଶ୍ରଦ୍ଧାଳୁ ଆଜି…