Browsing Category

ରାଜନୀତି

ବଢିପାରେ ଓଡିଶାର ବିଧାୟକଙ୍କ ଦରମା

ଭୁବନେଶ୍ୱର, 18 ନଭେମ୍ବର – ଓଡିଶା ବିଧାନସଭାର ବିଧାୟକ ମାନଙ୍କର ଦରମା ପଢିବା ପାରେ । ଏ ନେଇ ବିଧାନସଭା ପକ୍ଷରୁ ଗଠିତ କରାଯାଇଥିବା କମିଟିର ସଭାପତି ଅମର ପ୍ରସାଦ ସତପଥୀ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି .ଯେ - ଦରମା ବୃଦ୍ଧି ନେଇ ବିଧାନସଭା ଉପଦେଷ୍ଟା କମିଟି ବଚାର କରୁଛି । ଅନ୍ୟ…

ପଦ୍ମପୁର ମୈଦାନରେ ୧୧ ପ୍ରାର୍ଥୀ

ଭୁବନେଶ୍ୱର, 18 ନଭେମ୍ବର  - ପଦ୍ମପୁର ଉପନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଯାଂଚ ପ୍ରକ୍ରିୟା ଶେଷ ହୋଇଛି । ଉପନିର୍ବାଚନ ପାଇଁ ମୋଟ ୧୩ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ । ସେମାନଙ୍କ ମଧ୍ୟରୁ ସ୍ୱାଧୀନ ପ୍ରାର୍ଥୀ ଜୟନ୍ତ ଥପା ଓ ଦେବବ୍ରତ ସୁନାନୀଙ୍କ ନାମାଙ୍କନ ନାକଚ ହୋଇଯାଇଛି ।…

ବିଶ୍ଵକପ ହକି-୨୦୨୩ ପ୍ରସ୍ତୁତି କାର୍ଯ୍ୟର ତଦାରଖ କଲେ ମୁଖ୍ୟ ଶାସନ ସଚିବ

ରାଉରକେଲା, ୧୭ ନଭେମ୍ବର - ବିଶ୍ଵକପ ହକି-୨୦୨୩ ର ପ୍ରସ୍ତୁତି କାର୍ଯ୍ୟ ରାଉରକେଲାରେ କିଭଳି ଚାଲିଛି ଏହାର ତଦାରଖ କରିବା ନିମନ୍ତେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ପୂର୍ବାହ୍ନରେ ଏକ ସ୍ଵତନ୍ତ୍ର ବିମାନ ଯୋଗେ ରାଉରକେଲାରେ ପହଂଚି ଥିଲେ । କୁହୁଡ଼ି ଯୋଗୁଁ ସେ…

ବିଶିଷ୍ଟ କୂଟନୀତିଜ୍ଞ ଅବସର ବେଉରିଆଙ୍କ ପରଲୋକ

ଭୁବନେଶ୍ବର, 17 ନଭେମ୍ବର – ଦେଶର ପୂର୍ବତନ ରାଷ୍ଟ୍ରଦୂତ, ବିଶିଷ୍ଟ କୂଟନୀତିଜ୍ଞ, ଲେଖକ ତଥା ସ୍ତମ୍ଭକାର ଅବସର ବେଉରିଆଙ୍କର ପରଲୋକ ହୋଇ ଯାଇଛି । ବୁଧବାର ବିଳମ୍ବିତ ରାତ୍ରୀରେ ଭୁବନେଶ୍ୱର ଏକ ଘରୋଇ ହସପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ପରିବାର ପକ୍ଷରୁ ଏହି ସୂଚନା ଦିଆଯାଇଛି।…

ଦେଶକୁ ସୁଦୃଢ଼ କରିବାକୁ ହେଲେ ଆମ ଜନଜାତି ସମୁଦାୟକୁ ସଶକ୍ତ କରିବାକୁ ହେବ : ଅର୍ଜୁନ ରାମ ମେଘୱାଲ

ନୂଆଦିଲ୍ଲୀ, 16 ନଭେମ୍ବର : ଦେଶକୁ ସୁଦୃଢ଼ କରିବାକୁ ହେଲେ ଆମ ଜନଜାତି ସମୁଦାୟକୁ ସଶକ୍ତ କରିବାକୁ ହେବ । ଏହା କହିଛନ୍ତି କେନ୍ଦ୍ର ସଂସ୍କୃତି ଓ ସଂସଦୀୟ ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲ । ଭୁବନେଶ୍ବର ଠାରେ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ସୋଶଲ ସାଇନ୍ସେସ (କିସ)…

ରାସ୍ତା କଡ଼ରୁ ଉଦ୍ଧାର ଶିଶୁଙ୍କୁ ବିଦ୍ୟାଳୟରେ ଭର୍ତ୍ତି କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, ୧୫ ନଭେମ୍ବର - ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଜିଲ୍ଳା ପ୍ରଶାସନ ଦ୍ଵାରା ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ନନହେଁ ପରିସ୍ତେ "ମୁଁ ବି ପଢ଼ିବି " କାର୍ଯ୍ୟକ୍ରମକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଶୁଭାରମ୍ଭ କରିଛନ୍ତି। ସୁରେସ୍ଵରୀ ପ୍ରାଥମିକ…

କେନ୍ଦ୍ର ସରକାରଙ୍କ ପାଖରେ ଅଟକି ରହିଥିଲା ଫସଲ ବୀମା : ସସ୍ମିତ ପାତ୍ର

ଭୁବନେଶ୍ୱର, 15 ନଭେମ୍ବର  – ବରଗଡ଼ ଜିଲ୍ଲା ବିଶେଷ କରି ପଦ୍ମପୁର ନିର୍ବାଚନ ମଣ୍ଡଳୀର ଚାଷୀଙ୍କୁ ବକେୟା ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ତୁରନ୍ତ ପ୍ରଦାନ ନେଇ କେନ୍ଦ୍ର କୃଷି ମନ୍ତ୍ରୀ ନୋରେନ୍ଦ୍ର ସିଂ ତୋମାର ଆଜି ଯେଉଁ ଟୁଇଟ୍ କରିଛନ୍ତି, ସେଥିରୁ ଗୋଟିଏ କଥା ସ୍ପଷ୍ଟ ହୋଇଯାଇଛି ଯେ, ଏଯାଏ…

୩୧ନଂ ଜିଲ୍ଲା ହେବ ପଦ୍ମପୁର ?

ଓଡ଼ିଶାର ୩୧ନଂ ଜିଲ୍ଲା ହେବକି ପଦ୍ମପୁର ? ବିଜେଡିର ସମର୍ଥନ ଘୋଷଣା ପରେ ଜୋର ଧରିଲା ଦାବି । ଉପନିର୍ବାଚନ ପୂର୍ବରୁ ପଦ୍ମପୁରକୁ ଜିଲ୍ଲା ଘୋଷଣା କରିବାକୁ ଅଡି ବସିଛି କ୍ରିୟାନୁଷ୍ଠାନ କମିଟି । ଜିଲ୍ଲା କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ସହ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବିଧାୟକ ସୁଶାନ୍ତ…

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଘୋଷଣା: ମୃତ ପୋଲିଂ ଅଧିକାରୀଙ୍କ ପରିବାରକୁ ମିଳିବ ୧୫ ଲକ୍ଷ ଟଙ୍କା

ଭୁବନେଶ୍ୱର, ୦୩ ନଭେମ୍ବର - ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ନିୟୋଜିତ ପୋଲିଂ ଅଫିସର୍ ନଟବର ମୁଣ୍ଡାଙ୍କ ଅକାଳ ବିୟୋଗ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ହୋଇଥିଲା । ଗତକାଲି ରାତିରେ ନଟବର ମୁଣ୍ଡା ଭୀଷଣ ଅସୁସ୍ଥ ହୋଇପଡ଼ିଥିଲେ । ପରିବାର ଲୋକେ ଗତକାଲି ତାଙ୍କୁ ଭଦ୍ରକ…

ଧାମନଗର: ନବୀନଙ୍କ ମାଷ୍ଟର ଷ୍ଟ୍ରୋକ୍‌, ମହିଳା ସଶକ୍ତିକରଣ କ୍ଷେତ୍ରରେ ପୁଣି ସାଜିଲେ ଉଦାହରଣ

ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ପ୍ରସ୍ତୁତ । ଆଜି କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ନାମାଙ୍କନ ଦାଖଲ କରିଥିବା ବେଳେ ଆସନ୍ତାକାଲି ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ପ୍ରାର୍ଥିପତ୍ର ଦାଖଲ କରିବେ । ପୂର୍ବରୁ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ପ୍ରାର୍ôଥପତ୍ର ଦାଖଲ…