Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀଙ୍କ ସହିତ ୭ ମନ୍ତ୍ରୀ
ଭୁବନେଶ୍ୱର, : ସମାଜର ଶେଷ ଧାଡିରେ ଥିବା ଲୋକମାନେ ଯେପରି ନିଜକୁ କେବେ ଅସହାୟ ନଭାବନ୍ତି ଏବଂ ସାଧାରଣ ଲୋକଟିଏ ଯେପରି ଅନୁଭବ କରିବ ଯେ ସରକାର ସୁଖଦୁଃଖରେ ତା’ସହିତ ସବୁବେଳେ ଅଛନ୍ତି, ଏହି ମହତ ଉଦ୍ଦେଶ୍ୟ ରଖି ଲୋକଙ୍କ ସରକାର କ୍ରମାଗତ ଭାବେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜାରି ରଖିଛନ୍ତି…
ଜଟଣୀର ୨ଟି ପଞ୍ଚାୟତକୁ ରାସ୍ତା ପାଇଁ ୬ କୋଟି ୨୪ ଲକ୍ଷ ଭେଟି ଦେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ
ଜଟଣୀ, : ଜଟଣୀ ନିର୍ବାଚନମଣ୍ଡଳି ଅନ୍ତର୍ଗତ ୨ଟି ପଞ୍ଚାୟତକୁ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ବଡ଼ ଉପହାର । ଜଟଣୀ ନିର୍ବାଚନ ମଣ୍ଡଳିର କଣ୍ଟାବାଡ଼ ପଞ୍ଚାୟତର ଭୋଳା ଗାଁ ଏବଂ ଗଙ୍ଗପଡ଼ା ଗ୍ରାମ ପଞ୍ଚାୟତର ୨ଟି ଗାଁକୁ ରାସ୍ତା ପ୍ରକଳ୍ପ ଭେଟି ଦେଇ ସ୍ଥାନୀୟ ଜନସାଧାରଣଙ୍କ ମୁହଁରେ ହସ ଫୁଟାଇଛନ୍ତି…
ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ
ଖୋର୍ଦ୍ଧା, : ଜିଲ୍ଲା ଏବଂ ପୋଲିସ ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣକ୍ଷଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ମିଳିତ ଜନ ଶୁଣାଣି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜ୍ୟୋତି ଶଙ୍କର ସାହୁ, ଖୋର୍ଦ୍ଧା…
ଟ୍ରାଫିକ ପୋଲିସ ସାଜିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଭୁବନେଶ୍ୱର, : ରାଜଧାନୀ ଭୁବନେଶ୍ୱରର ଇନଫୋସିଟି ଅଞ୍ଚଳରେ ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଏକ ହେଲମେଟ ସଚେତନତା ଅଭିଯାନ ଆୟୋଜିତ ହୋଇଯାଇଛି । ଏହି ଅଭିଯାନରେ ବିଧାୟକ ମହାପାତ୍ର ଟ୍ରାଫିକ ପୋଲିସ ବେଶରେ ନିଜେ ଉପସ୍ଥିତ ରହି ଦୁଇ ଚକିଆ ଗାଡ଼ି ଚାଳକମାନଙ୍କୁ ହେଲମେଟ ବ୍ୟବହାର…
ରମେଶ ଙ୍କ ନଜର ସୋରଡ଼ା ନିର୍ବାଚନ ମଣ୍ଡଳୀ ରେ
ସୋରଡ଼ା : ଗଞ୍ଜାମ ଜିଲ୍ଲା ର ସାନଖେମୁଣ୍ଡି ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ ଗଞ୍ଜାମ ଜିଲ୍ଲାର ସୋରଡ଼ା ଏବଂ ବେଲଗୁଣ୍ଠ ବ୍ଲକର ୨୦୦ ରୁ…
ଡକ୍ଟର ଶ୍ୟାମପ୍ରସାଦ ମୁଖାର୍ଜୀ ଙ୍କ ଜୟନ୍ତୀ ପାଳନ କଲେ ବିଜେପି କର୍ମକର୍ତ୍ତା
ଧର୍ମଗଡ : ମହାନ ଶିକ୍ଷାବିତ,ପ୍ରଖର ରାଷ୍ଟ୍ରବାଦୀ ଏବଂ ଭାରତୀୟ ଜନସଂଘର ସଂସ୍ଥାପକ ଡ଼ଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀ ପାଳନ କରାଯାଇଛି। ଏହି ଅବସରରେ କୋକସରା ବ୍ଲକ କୋକସରା ମଣ୍ଡଳ ବିଜେପି ପକ୍ଷରୁ ମଣ୍ଡଳ ସଭାପତି ବସନ୍ତ ନାଗ ଙ୍କ ଅଧ୍ୟକ୍ଷତାରେ ଡକ୍ଟର ଶ୍ୟାମପ୍ରସାଦ ମୁଖାର୍ଜୀ…
ଓଡ଼ିଶା ବାଚସ୍ପତି ସୁରମା ପାଢ଼ୀଙ୍କୁ ସମସ୍ୟା ଜଣାଇଲେ ଦାରିଙ୍ଗବାଡ଼ି ବ୍ଲକ୍ର କିଶୋରୀ କିଶୋର ସଂଘର ଛାତ୍ରଛାତ୍ରୀ
ବ୍ରହ୍ମପୁର : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍ର କିଶୋର କିଶୋରୀ ସଂଘର ଆଦିବାସୀ ଛାତ୍ର ଛାତ୍ରୀ ମାନେ ମାନ୍ୟବର ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟି ତାଙ୍କ ସମସ୍ୟା ଜଣାଇଛନ୍ତି । ପ୍ରେମ୍ ଓ ଏଡୁକୋ ସଂସ୍ଥା ମିଳିତ ଭାବେ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ବ୍ଲକ୍ରେ ବାଲ୍ୟ ବିବାହ…
ରଥଯାତ୍ରାରେ ଆଇଜି ଡ୍ରୋନର ଆଡଭାନ୍ସଡ ଡ୍ରୋନ ସର୍ଭିଲାନ୍ସ ବ୍ୟବସ୍ଥାକୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର, : ଚଳିତ ବର୍ଷ ରଥଯାତ୍ରା ପୂର୍ବରୁ ପୁରୀରେ ସୁରକ୍ଷା ବ୍ୟସ୍ଥା ଓ ନୀରିକ୍ଷଣ ପ୍ରସ୍ତୁତିକୁ ସମୀକ୍ଷା କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ଓଡିଶାର ଉଚ୍ଚଶିକ୍ଷା ଓ ସଂସ୍କୃତି…
ମୁଖ୍ୟମନ୍ତ୍ରୀଙ୍କୁ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ
ଭୁବନେଶ୍ୱର, : ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଆଜି ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରି ରାଜ୍ୟ ସରକାରଙ୍କ ପ୍ରଥମ ବର୍ଷର ସଫଳତା ଓ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ରାଜ୍ୟପାଳ ଶ୍ରୀ କମ୍ଭମପାଟି…
ଆମରି ଶିଶୁ ୱେବ ପୋର୍ଟାଲ୍ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା
ଭୁବନେଶ୍ୱର, : ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ଠାରେ ଶିଶୁମାନଙ୍କ ଯତ୍ନ, ସୁରକ୍ଷା ଓ ପୁନର୍ବାସ ସେବାକୁ ସୁଦୃଢ କରିବା ଉଦ୍ଦେଶ୍ୟରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କ କରକମଳରେ ଆମରି ଶିଶୁ ୱେବ ପୋର୍ଟାଲ୍…