Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବିଜେଡିର ସଚିବାଳୟ ଘେରାଉ ଉଦ୍ୟମ
ଭୁବନେଶ୍ୱର, : ବାଲେଶ୍ୱର ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୁତିଜନିତ ମୃତ୍ୟୁ ପ୍ରତିବାଦରେ ବିଜେଡି ପକ୍ଷରୁ ବୁଧବାର \"ସଚିବାଳୟ ଘେରାଉ\' ଉଦ୍ୟମକୁ ପୋଲିସ ବିଫଳ କରିଛି । ବ୍ୟାରିକେଡ୍ ଭାଙ୍ଗିବା ପାଇଁ ପ୍ରୟାସବେଳେ ପୋଲିସ ସହ ମୁହାଁମୁହିଁ ଓ ଧସ୍ତାଧସ୍ତିବେଳେ ପୋଲିସର ପାଣିମାଡ଼, ଟିୟର…
୨୦୨୫-୨୬ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର, : ରାଜ୍ୟର ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାର ସୁଯୋଗ ଦେବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ୨୦୨୫ -୨୬ ଆର୍ôଥକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଆଜି ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ଅଡିଟରିୟମରେ ଆୟୋଜିତ ଏକ ସାମ୍ବାଦିକ…
୨୧ରୁ ସଂସଦର ମୌସୁମୀ ଅଧିବେଶନ
ନୂଆଦିଲ୍ଲୀ, : ଆରମ୍ଭ ହେବାକୁ ଯାଉଛି ସଂସଦର ମୌସୁମୀ ଅଧିବେଶ । ପିଏମ୍ ମୋଦିଙ୍କ ନେତୃତ୍ୱାଧୀନ ଏନଡିଏ ସରକାର ଓ ବିରୋଧ ଦଳ ଏଥିପାଇଁ ଆରମ୍ଭ କରିଛନ୍ତି ପ୍ରସ୍ତୁତି । ୨୧ ଜୁଲାଇରୁ ଆରମ୍ଭ ହୋଇ ୨୧ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ସରକାର ଚଳିତ ଏଥର ୮ଟି ନୂଆ ବିଲ୍ ଆଗତ କରିବାକୁ…
ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନେଇ ମନ୍ତ୍ରୀସ୍ତରୀୟ ସବ୍କମିଟିର ପ୍ରଥମ ବୈଠକ
ଭୁବନେଶ୍ୱର, : ଭୁବନେଶ୍ୱର ମେଟ୍ରୋ ରେଳ ପ୍ରୋଜେକ୍ଟ ନିମନ୍ତେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀସ୍ତରୀୟ ବୈଠକ ବୁଧବାର ଲୋକସେବା ଭବନ କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏକ ସବ୍ କମିଟି ଗଠନ…
ପରଲୋକରେ ବଲିଉଡ ଅଭିନେତା ଧୀରଜ କୁମାର
ମୁମ୍ବାଇ, : ମନୋରଞ୍ଜନ ଇଣ୍ଡଷ୍ଟ୍ରିରୁ ଆସିଲା ଦୁଃଖଦ ଖବର । ପରଲୋକରେ ବଲିଉଡର ଜଣାଶୁଣା ଅଭିନେତା ତଥା ପ୍ରଯୋଜକ ଧୀରଜ କୁମାର । ୭୯ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ସେ ଗତ କିଛି ଦିନ ହେବ ‘ଏକ୍ୟୁଟ ନିମୋନିଆ\'ରେ ପୀଡ଼ିତ ଥିଲେ ବୋଲି ଜଣାଯାଇଛି । ସୋମବାର ତାଙ୍କୁ ମୁମ୍ବାଇର ଅନ୍ଧେରୀରେ…
୧୦୮ ଆମ୍ବୁଲାନ୍ସ କିଣିବା ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ
ଭୁବନେଶ୍ୱର, : ନୂଆ ୧୦୮ ଆମ୍ବୁଲାନ୍ସ କିଣିବା ପାଇଁ ସରିଲା ଟେଣ୍ଡର ପ୍ରକ୍ରିୟା । କାଗଜପତ୍ର ପାଇଁ ଲାଗିବ ଆଉ ଏକ ସପ୍ତାହ । ଟେଣ୍ଡର ସରିବାର ୬୦ ଦିନରେ ଆସିବ ୪୩୨ଟି ନୂଆ ଆମ୍ବୁଲାନ୍ସ । ଏମ୍ରି ଗ୍ରୀନ୍ ହେଲ୍ଥ ସର୍ଭିସ ସଂସ୍ଥା ୧୦୮ ଆମ୍ବୁଲାନ୍ସ ଓଡ଼ିଶା ମୁଖ୍ୟ ସବ୍ୟସାଚୀ ବିଶ୍ୱାଳ ଏହି…
ଓଡ଼ିଶା ଦେଶର ତୃତୀୟ ଶସ୍ତା ବଜାର
ଭୁବନେଶ୍ୱର, : ଗତ ଜୁନ୍ ମାସରେ ରାଜ୍ୟରେ ଦରଦାମ୍ ସ୍ଥିତି ବେଶ୍ ନିୟନ୍ତ୍ରଣରେ ଥିଲା । ଗାଁଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ, ସବୁଆଡ଼େ ବଜାରରେ ଅପେକ୍ଷାକୃତ ଶସ୍ତାରେ ଜିନିଷ ଉପଲବ୍ଧ ହେଉଥିଲା । କେନ୍ଦ୍ର ପରିସଂଖ୍ୟାନ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଖୁଚୁରା ମୁଦ୍ରାସ୍ଫୀତି…
ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, : ଦକ୍ଷିଣ ପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେବ । ଆସନ୍ତା ଦୁଇ ଦିନ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି…
କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ରେ ସମ୍ମାନିତ କଲେ ରାଷ୍ଟ୍ରପତି
କଟକ, ୧୫ା୭ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର କଟକ ଠାରେ ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ ଅତିଥି ଭାବେ ଯୋଗଦାନ କରିଛନ୍ତି । ଏହି ଅବସରରେ ସେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ରେ ସମ୍ମାନିତ କରିଛନ୍ତି । ରାଷ୍ଟ୍ରପତି…
ଐତିହାସିକ ମହାକାଶଯାତ୍ରା ପରେ ପୃଥିବୀକୁ ଫେରିଲେ ଶୁଭାଂଶୁ
ନୂଆଦିଲ୍ଲୀ, ୧୫ା୭ : ପୃଥିବୀ ପୃଷ୍ଠରେ ସୁରକ୍ଷିତ ଭାବେ ଅବତରଣ କରିଛନ୍ତି ଭାରତର ଦ୍ୱିତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା । ସେ ପ୍ରଥମ ଭାରତୀୟ ଭାବେ ଜୁନ ୨୫ରେ ସ୍ପେସଏକ୍ସର ଡ୍ରାଗନ ସ୍ପେସକ୍ରାଫ୍ଟ ଜରିଆରେ ଫ୍ଲୋରିଡାରେ ଥିବା କେନେଡୀ ସ୍ପେସ ସେଣ୍ଟରରୁ ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନ…