Browsing Category

ରାଜ୍ୟ

କଟକ ବଡ଼ ମେଡିକାଲର ନର୍ସିଂ କଲେଜ ବନ୍ଦ

କଟକ : କଟକ ବଡ଼ ମେଡିକାଲର ନର୍ସିଂ କଲେଜକୁ ବନ୍ଦ କରାଯାଇଛି । କରୋନା ସଂକ୍ରମଣ ବଢ଼ିବା ପରେ ACS (ସ୍ୱାସ୍ଥ୍ୟ ବିଭାଗ)ଙ୍କ ନିର୍ଦ୍ଦେଶ କ୍ରମେ ନର୍ସିଂ କଲେଜକୁ ବନ୍ଦ କରାଯାଇଥିବା ଅନୁଷ୍ଠାନର ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହିତ ଆଜି ସଂଧ୍ୟା ସୁଦ୍ଧା ହଷ୍ଟେଲ…

ରାଜ୍ୟରେ ୧୩୭୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବା ବେଳେ ଗତ ୨୪ ଘଣ୍ଟାରେ ୧୩୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ କରୋନାରେ ରାଜ୍ୟରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ୧୩୭୪ ଜଣଙ୍କ…

୧୪ ଦିନିଆ ମାସ୍କ ଅଭିଯାନ ଆରମ୍ଭ ପାଇଁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ

-ବେକରେ ଝୁଲେଇ କି ନୁହେଁ, ମାସ୍କକୁ ଠିକ୍ ଭାବେ ନାକକୁ ଘୋଡେଇ ପିନ୍ଧିବା -ସରକାର ବାହାରେ ଜଗିଛନ୍ତି, ମା’ ମାନେ ଘର ଭିତରେ ପରିବାରର ଲୋକଙ୍କୁ ଜଗନ୍ତୁ ଭୁବନେଶ୍ୱର: ମାସ୍କ ହିଁ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କବଚ । ମାସ୍କ ପିନ୍ଧିଲେ କରୋନାକୁ ବିନା ଲକ୍‌ଡାଉନ୍ ରେ ରୋକିପାରିବା ।…

ଗୋପାଳପୁର ଓ ସୋନପୁର ବେଳାଭୂମି ପ୍ରତ୍ୟେକ ଶନିବାର ଓ ରବିବାର ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ

-ରାମଲିଙ୍ଗମ୍ ପାର୍କ ଓ ତାମ୍ପରା ହ୍ରଦ ସୋମବାର ବନ୍ଦ -ମା ତାରାତାରିଣୀଙ୍କ ମନ୍ଦିର ପ୍ରତ୍ୟେକ ବୁଧବାର ବନ୍ଦ ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ କରୋନା ପ୍ରକୋପ ବୃଦ୍ଧିକୁ ନେଇ ପ୍ରଶାସନ ପକ୍ଷରୁ ନୂତନ କଟକଣା ଜାରୀ କରାଯାଇଛି । ଗୋପାଳପୁର ଓ ସୋନପୁର ବେଳାଭୂମି ପ୍ରତ୍ୟେକ ଶନିବାର ଓ ରବିବାର…

ମା ବୁଢ଼ୀ ଠାକୁରାଣୀଙ୍କ ସାତ ଦିନିଆ ଯାତ୍ରା ଆଜିଠୁ ଆରମ୍ଭ : ଠାକୁରାଣୀଙ୍କ ସ୍ଥାୟୀ ମନ୍ଦିର ଠାରୁ ଦେଶୀ ବେହେରାଙ୍କ ଘର…

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରର ଆରାଧ୍ୟ ଦେବୀ ମା ବୁଢ଼ୀ ଠାକୁରାଣୀଙ୍କ ସାତ ଦିନିଆ ଯାତ୍ରା ଆଜି ଠାରୁ ଆରମ୍ଭ ହୋଇଛି । ସେଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ବିଳମ୍ବିତ ରାତିରେ ଠାକୁରାଣୀଙ୍କ ତଥାକଥିତ ପିତା ଦେଶୀ ବେହେରା (ପି. ଦୂର୍ଗାପ୍ରସାଦ) ଏବଂ ତାଙ୍କ ପତ୍ନୀ…

ପିପିଲି ଉପନିର୍ବାଚନ : ୧୨ ରେ ପ୍ରଚାର କରିବେ ମୁଖମନ୍ତ୍ରୀ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ପ୍ରଚାରରେ ସାମିଲ ହେବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଉପ-ନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ ୬ଟି ଜିଲ୍ଲା ପରିଷଦ ଜୋନ ଓ ପିପିଲି ଏନଏସିରେ ପ୍ରଚାର କରିବେ…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୧,୩୧,୯୬୮ ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧,୩୧,୯୬୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୭୮୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୩୦,୬୦,୫୪୨ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…

ସୀମାନ୍ତରେ ୩ ଜଣ ସ୍ୱାସ୍ଥ୍ୟକର୍ମୀଙ୍କୁ ଅପହରଣ କଲେ ମାଓବାଦୀ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲ୍ଳାରେ ଆଜି ପୁଣି ଲାଲବାହିନୀର ଆତଙ୍କରାଜ ଦେଖିବାକୁ ମିଳିଛି । ଯବାନଙ୍କୁ ଅପରହଣ କରି ମୁକ୍ତ କରିବାକୁ ୨୪ ଘଂଟା ନ ବିତୁଣୁ ପୁଣି ଆଉ ୩ ଜଣଙ୍କୁ ଅପହରଣ କରି ନେଇଛନ୍ତି ନକ୍ସଲ । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ…

ରାଜ୍ୟରେ ଗୋଟିଏ ଦିନରେ ୧୨୮୨ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୨୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୮୮୯୦ ରୋଗୀ ସୁସ୍ଥ ହୋଇ…

ଓଡିଶା ଆସିଲେ ଆରଟିପିସିଆର ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

- ଦ୍ୱିତୀୟ କରୋନା ଟୀକା ପ୍ରମାଣପତ୍ର ମଧ୍ୟ ଦେଖାଇପାରିବେ - ୧୦ରୁ ୩୦ ଯାଏଁ ଓଡିଶା - ଛତିଶଗଡ ଗାଡି ଚଳାଚଳ ବନ୍ଦ - ୧୬ ଜିଲ୍ଲାରେ ଟିଏମସି ଖୋଲିବାକୁ ନିର୍ଦ୍ଦେଶ ଭୁବନେଶ୍ୱର: ଏଣିକି ଓଡ଼ିଶା ଆସିବାକୁ ହେଲେ କୋଭିଡ୍ ନେଗେଟିଭ ରିପୋର୍ଟ ଆଣିବାକୁ ବାଧ୍ୟତାମୂଳକ କରାଯାଇଛି । ଏପ୍ରିଲ…