Browsing Category

ରାଜ୍ୟ

ଷ୍ଟାଣ୍ଡଅପ୍ ଇଣ୍ଡିଆ ଯୋଜନାରେ ୧ଲକ୍ଷ ୧୦ ହଜାର ୧୯ଜଣ ବ୍ୟାଙ୍କରୁ ଋଣ ନେଲେଣି

ନୂଆଦିଲ୍ଲୀ: ଦେଶରେ ଷ୍ଟାଣ୍ଡଅପ ଯୋଜନା ପ୍ରଚଳନ ହେବା ଦିନଠାରୁ ୨୦୨୧ ମସିହା ଜାନୁୟାରୀ ୩୧ତାରିଖ ସୁଦ୍ଧା ୧,୧୦,୦୧୯ଜଣ ବିଭିନ୍ନ ତାଲିକାଭୁକ୍ତ ବ୍ୟାଙ୍କରୁ ଏହି ଯୋଜନାରେ ଋଣ ପାଇସାରିଲେଣି । ଏହି ଯୋଜନାରେ ହିତାଧିକାରୀମାନେ ୧୦ଲକ୍ଷରୁ ୧କୋଟି ପର୍ଯ୍ୟନ୍ତ ଟଙ୍କା ବ୍ୟବସାୟ ଆରମ୍ଭ କିମ୍ବା…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୭,୯୨୧ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୭,୯୨୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୩୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୨,୬୨,୭୦୭ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…

୪ ଦିନ ବନ୍ଦ ରହିବ ବ୍ୟାଙ୍କ!

ଭୁବନେଶ୍ୱର: ଚଳିତ ସପ୍ତାହରେ ୪ ଦିନ ବନ୍ଦ ରହିପାରେ ବ୍ୟାଙ୍କ । ମାର୍ଚ୍ଚ ୧୫ (ସୋମବାର) ଓ ୧୬ ତାରିଖ ମଙ୍ଗଳବାର ୨ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ଅଲ୍ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେସନ । ଏନେଇ ସୂଚନା ଦେଇଛନ୍ତି ଏଆଇବିଓସିର ଓଡ଼ିଶା ୟୁନିଟ୍ ସଭାପତି ଦାମୋଦର…

ମିଶନ ନୂଆପଡ଼ା: ଭେଟିଦେବେ ୪ହଜାର କୋଟିର ପ୍ରକଳ୍ପ

ଭୁବନେଶ୍ୱର: ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆପଡା ଜିଲ୍ଲା ଗସ୍ତରେ ଯିବେ । ସେଠାରେ ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଭେଟିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇ ଏକ ଭିଡିଓ ଅପଲୋଡ୍…

ଏଥର ଜାଗରରେ ଗହଳି ଓ ମେଳା ମନା

ଭୁବନେଶ୍ୱର: ବିଭିନ୍ନ ରାଜ୍ୟରେ ପୁଣିଥରେ କରୋନା କୋପ ଆରମ୍ଭ ହୋଇଯାଇଥିବା ବେଳେ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଆଉ ମାତ୍ର ଦିନେ ପରେ ପାଳିତ ହେବ ଜାଗର । ଏଥିନିମନ୍ତେ ପ୍ରାକ୍ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଏଥର ଜାଗରରେ କିନ୍ତୁ ମେଳା ଓ ଗହଳିକୁ…

ପାରାଦୀପରେ ହେବ ପ୍ଲାଷ୍ଟିକ୍ ପାର୍କ

-ଖର୍ଚ୍ଚ ହେବ ୧୦୬ କୋଟି ଭୁବନେଶ୍ୱର: ୧୦୬ କୋଟି ପାରାଦୀପରେ ବିଶାଳ ପ୍ଲାଷ୍ଟିକ ପାର୍କ ପ୍ରତିଷ୍ଠା ହେବ । ଆଜି ଏନେଇ ଇଣ୍ଡିଆନ ଅଏଲ୍ ଏବଂ ଇଡ୍କୋ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ପୂର୍ବରୁ ପାରାଦୀପ ସମେତ ଦେଶର ୪ଟି ସହରରେ ପ୍ଲାଷ୍ଟିକ ପାର୍କ ପ୍ରତିଷ୍ଠା ନେଇ କେନ୍ଦ୍ର ସରକାର…

ସବୁ ଜିଲ୍ଲାରେ ପ୍ରତିଷ୍ଠା ହେବ ଦୀପା

ଭୁବନେଶ୍ୱର: ଜିଲ୍ଲାସ୍ତରରେ ପୁଞ୍ଜିନିବେଶକୁ ଶୃଙ୍ଖଳିତ କରିବା ପାଇଁ ରାଜ୍ୟ ସରକାର ଏକ ଉତ୍ସର୍ଗୀକୃତ ଜିଲ୍ଲା ପୁଞ୍ଜିନିବେଶ ପ୍ରୋତ୍ସାହନ ସଂସ୍ଥା (ଦୀପା) ଗଠନ ନିମନ୍ତେ ଘୋଷଣା କରିଛନ୍ତି । ଏହା ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରତିଷ୍ଠା ହେବ । ଜିଲ୍ଲାପାଳଙ୍କ ନେତୃତ୍ୱରେ ଗଠନ ହେବାକୁ ଥିବା…

ଚାଷୀଙ୍କ ଆନ୍ଦୋଳନ ସ୍ଥଳରେ ଫୁଟିଲା ଗୁଳି

ନୂଆଦିଲ୍ଲୀ: କେନ୍ଦ୍ରର ତିନି କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଚାଷୀଙ୍କ ଆନ୍ଦୋଳନ ୧୦୦ ଦିନ ଅତିକ୍ରମ କରିଛି । ରବିବାର ରାତିରେ କିନ୍ତୁ ଆନ୍ଦୋଳନରତ ସ୍ଥାନରେ ଫାଇରିଂ ହୋଇଥିବା ସୂଚନା ରହିଛି । କିଏ କରିଛି ଏ ବାବଦରେ ସୂଚନା ମିଳିନାହିଁ । ହେଲେ କାରରେ ତିନି ଚାରି ଜଣ ଆସି ଫାଇରିଂ…

ପୁଣିଥରେ ଜାରି ହେବ ଲକଡାଉନ!

ମୁମ୍ବାଇ: ଦିନକୁ ଦିନ ମହାରାଷ୍ଟ୍ର ସମେତ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବିଶେଷ କରି ମୁମ୍ବାଇରେ ୧୩୧ ଦିନ ମଧ୍ୟରେ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେବା ପରେ ସ୍ଥାନୀୟ ପ୍ରଶାସନର ଚିନ୍ତା ବଢ଼ିଯାଇଛି । ୨୪ ଘଣ୍ଟାରେ ୧୩୬୧ ଜଣଙ୍କ ଟେଷ୍ଟ ରିପୋର୍ଟ ମୁମ୍ବାଇରେ…

ବାଟଲା ହାଉସ ମାମଲା, ଆରିଜ ଖାନ୍ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ: ୨୦୦୮ ମସିହା ଦିଲ୍ଲୀ ବାଟଲା ହାଉସ୍ ଏନକାଉଣ୍ଟର ମାମଲାରେ ରାୟ ଶୁଣାଇଛନ୍ତି ଦିଲ୍ଲୀର ସାକେତ କୋର୍ଟ । ସୋମବାର ରାୟ ଶୁଣାଣି କରି କୋର୍ଟ ଅଭିଯୁକ୍ତ ଆରିଜ ଖାନକୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଦିଲ୍ଲୀର ହୋଇଥିବା ଏହି ସିରିଏଲ ବ୍ଲାଷ୍ଟ ମାମଲାରେ ଇଣ୍ଡିଆନ ମୁଜାହିଦ୍ଦିନ…