Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ
-ଭୁବନେଶ୍ୱର ଲାଇଫ୍ ସାଇନ୍ସ ଇନଷ୍ଟିଚ୍ୟୁଟ୍ ଠାରେ ସେଂଟର ଅଫ୍ ଏକ୍ସିଲେନ୍ସ
-ଅନ୍ ମେରାଇନ୍ ବାୟୋ-ଟେକ୍ନୋଲୋଜି ପ୍ରତିଷ୍ଠା କରାଯାଉ - ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର: ଅପାର ସମ୍ଭାବନାର ରାଜ୍ୟ ଓଡିଶାରେ ସମୁଦ୍ର କୂଳ ତଥା ପ୍ରାକୃତିକ ପରିବେଶ ସୁରକ୍ଷାର ସନ୍ତୁଳନକୁ ଆଖିରେ…
ଟାଙ୍କି ଅଛି ମୋଟର ବ୍ୟବସ୍ଥା ନଥିବାରୁ ନଳାଘାଟରେ ୬ମାସ ହେଲା ଲୋକେ ଜଳକଷ୍ଟ ଭୋଗୁଛନ୍ତି
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନଳାଘାଟ ଗ୍ରାମ ଠାରେ ଗତ ୬ ମାସ ହେଲା ଲୋକେ ଜଳକଷ୍ଟ ଭୋଗୁଥିବାର ଅଭିଯୋଗ ହୋଇଛି । ଏଠାରେ ପିଇବାପାଇଁ ପାଣି ନିମନ୍ତେ ୩୦ହଜାର ଲିଟର ବିଶିଷ୍ଟ ଏକ ପାଣି ଟାଙ୍କି ରହିଥିଲେ ହେଁ ମୋଟର ବ୍ୟବସ୍ଥା…
ରାମଗିରିରେ ନେଟୱାର୍କ ସମସ୍ୟା ଯୋଗୁଁ ଆମ୍ବୁଲାନ୍ସ ସେବା ଛେଳିଗଡ ଗଲା
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ଆର୍.ଉଦୟଗିରି ବ୍ଲକ ରାମଗିରି ଅଞ୍ଚଳରେ ମୋବାଇଲ ନେଟୱାର୍କ ସଠିକ ରହୁନଥିବା ଯୋଗୁଁ ଆମ୍ବୁଲାନ୍ସ ସେବା ଠପ ହୋଇପଡିଛି । ଏହି ଅଞ୍ଚଳରେ ମୋବାଇଲ ନେଟୱାର୍କ ରହୁ ନଥିବା ଯୋଗୁଁ ଏଠାରେ ଯେଉଁ ଆମ୍ବୁଲାନ୍ସଟିକୁ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଦ୍ୱାରା ଉପଯୋଗ…
ବାରିପଦା ଆର୍ବାନ ବ୍ୟାଙ୍କ ପକ୍ଷରୁ ଜମାକାରୀମାନଙ୍କୁ ଜମା ଟଙ୍କା ଫେରସ୍ତ ପ୍ରକ୍ରିୟା ଆରମ୍ଭ
ବାରିପଦା: ବାରିପଦା ଆର୍ବାନ ବ୍ୟାଙ୍କ ପକ୍ଷରୁ ଜମାକାରୀମାନଙ୍କୁ ଟଙ୍କା ଫେରସ୍ତ ପ୍ରକ୍ରିୟା ଫେବୃଆରୀ ୧୭ରୁ ପୁଣିଥରେ ଆରମ୍ଭ ହୋଇଛି । ଏଥି ନିମନ୍ତେ ବାରିପଦା ଡ଼ିଭିଜନ ଉପନିର୍ବନ୍ଧକଙ୍କୁ ଏକ ନିର୍ଦ୍ଦେଶନାମା ଜାରି କରିବା ପରେ ଜମାକାରୀମାନେ ସେମାନଙ୍କର ଜମାରାଶି ଫେରି ପାଇବାର ରାସ୍ତା…
ଆଜି ନାସକମ ଟେକ୍ନୋଲୋଜି ଏବଂ ଲିଡରସିପ ମଂଚକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାସକମ ଟେକ୍ନୋଲୋଜି ଏବଂ ଲିଡରସିପ ମଂଚ (ଏନଟିଏଲଏଫ)କୁ ଆଜି ମଧ୍ୟାହ୍ନ ୧୨:୩୦ ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିବେ ।
ଏନଟିଏଲଏଫର ୨୯ ତମ ଅଧିବେଶନ ୧୭ ରୁ ୧୯ ଫେବୃଆରୀ ୨୦୨୧ ମଧ୍ୟରେ ଆୟୋଜିତ ହେଉଛି । ଏହା…
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୧,୬୧୦ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୧,୬୧୦ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୦୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୯,୩୭,୩୨୦ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…
ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ
-ଚଳିତ ଅଧିବେଶନରେ ରହିବ ପ୍ରଶ୍ନକାଳ
ଭୁବନେଶ୍ୱର: ଆଗାମୀ ବିଧାନସଭା ଅଧିବେଶନରେ ପ୍ରଶ୍ନକାଳ ରହିବ ଓ ବିଧାୟକ ମାନେ ତାରକା ପ୍ରଶ୍ନ ପଚାରି ପାରିବେ । ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସର୍ବଦଳୀୟ ବୈଠକରେ ଉପରୋକ୍ତ…
ବଜେଟ ଅଧିବେଶନ ପୂର୍ବରୁ ସୁରକ୍ଷା ସ୍ଥିତିର ସମୀକ୍ଷା କଲେ ପୋଲିସ ଡିଜି
-ବିଧାନସଭା ପାଇଁ ତ୍ରି ସ୍ତରୀୟ ସୁରକ୍ଷା ବ୍ୟବସ୍ଥା
ଭୁବନେଶ୍ୱର: ଗୁରୁବାର ଠାରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେଉଥିବାରୁ ସୁରକ୍ଷା ସ୍ଥିତିର ସମୀକ୍ଷା କରିଛନ୍ତି ରାଜ୍ୟ ପୋଲିସ ମହା ନିର୍ଦେଶକ । ସେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଜାଂଚ କଲା ବେଳେ ତାଙ୍କ ସହ ପୋଲିସ କମିଶନର,…
ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ୪ ଘଂଟା ଧରି ବନ୍ଦ ରହିବ
ଭୁବନେଶ୍ୱର: ବୁଧବାର ଦିନ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ୪ ଘଂଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆ ଯାଇଛି ।
ମିଳିଥିବା ସୂଚନା ଅନୁସାରେ ମାଘ ଶୁକ୍ଳ ଷଷ୍ଠୀରେ ବଡଦେଉଳରେ ଅନୁଷ୍ଠିତ ହେବାକୁ ଥିବା ଏହି ବନକଲାଗି ନୀତି ପାଇଁ ଦ୍ୱିପହର…
ବିମାନବନ୍ଦର ଓ ଶିଳ୍ପ ପ୍ରତିଷ୍ଠା ପାଇଁ ଗଞ୍ଜାମ ଜିଲ୍ଲାର ସମସ୍ତ ବିଧାୟକଙ୍କୁ ପତ୍ର
ବୁଗୁଡା: ବ୍ରହ୍ମପୁର ଓଡିଶା ଡେଭଲପମେଣ୍ଟ୍ ଫୋରମ ଓ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସାମାଜିକ ଅନୁଷ୍ଠାନ ମିଳିତ ଭାବେ ବ୍ରହ୍ମପୁର ଠାରେ ବିମାନ ବନ୍ଦର ପ୍ରତିଷ୍ଠା, ଗଞ୍ଜାମ ଜିଲ୍ଲାରେ ଦୃତ ଶିଳ୍ପାୟନ, ପର୍ଯ୍ୟଟନ ସ୍ଥଳୀର ବିକାଶ ଏବଂ ରାସ୍ତା ଓ ରେଳବାଇ ର ବିକାଶ ପାଇଁ ଗଞ୍ଜାମ ଜିଲ୍ଲାର ସମସ୍ତ ୧୩…