Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଖୁବ୍ଶୀଘ୍ର ରିଲିଜ୍ ହେବ “ଦି ଗର୍ଲଫ୍ରେଣ୍ଡ
ହାଇଦ୍ରାବାଦ, : ଅଭିନେତ୍ରୀ ରଶ୍ମିକା ମନ୍ଦାନା ସମ୍ପ୍ରତି ନିଜର ଆଗାମୀ ରୋମାଣ୍ଟିକ ଡ୍ରାମା ଫିଲ୍ମ "ଦି ଗର୍ଲଫ୍ରେଣ୍ଡ'କୁ ନେଇ ଚର୍ଚ୍ଚାରେ ଅଛନ୍ତି । ଏହି ଫିଲ୍ମକୁ ନେଇ ରଶ୍ମିକାଙ୍କ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି । ଫିଲ୍ମକୁ ଯଥାଶୀଘ୍ର ରିଲିଜ୍ କରିବା ପାଇଁ ସେମାନେ…
ଗ୍ୟାଙ୍ଗମ୍ୟାନ୍ ରୁ ଆଇପିଏସ
ବରଗଡ, : ରେଳ ଧାରଣାରେ କାମ କରୁଥିଲେ । ମୁଣ୍ଡ ଉପରେ ଥିଲା ପରିବାରର ବୋଝ । ତା\' ସତ୍ତ୍ୱେ ସ୍ୱପ୍ନ ଦେଖିବା ଛାଡ଼ିନଥିଲେ । ଗୋଟିଏ ପରେ ଗୋଟିଏ ଚାକିରି କରି ନିଜ ଲକ୍ଷ୍ୟ ପଛରେ ଧାଇଁଥିଲେ । ଶେଷରେ ୨୦୧୬ରେ ୟୁପିଏସସି ପରୀକ୍ଷାରେ ସଫଳତା ହାସଲ କରି ୨୦୧୭ ବ୍ୟାଚ୍ ଆଇପିଏସ୍ ହୋଇଥିଲେ ବରଗଡ଼…
ମାଟି ମାଫିଆଙ୍କ ଭୂ-ସ୍ୱର୍ଗ ପାଲଟିଛି ବନ୍ଦର ନଗରୀ ପାରାଦ୍ୱୀପ
ପାରାଦୀପ,: ମାଟି ମାଫିଆଙ୍କ ଭୂ-ସ୍ୱର୍ଗ ପାଲଟିଛି ପାରାଦୀପ । ଏହି ମାଟି ମାଫିଆମାନେ ଆଇନ କାନୁନକୁ ଜଳାଞ୍ଜଳି ଦେଇ ରାତି ଦିନ ଏକ କରି ଦୈନିକ ଶହ ଶହ ଟ୍ରିପ ମାଟି ବାଲି ଉଠାଇ ବିକ୍ରି କରୁଛନ୍ତି । ପାରାଦ୍ୱୀପ ଅଞ୍ଚଳ ମାଟି ମାଫିଆଙ୍କର ଚରା ଭୁଇଁ ପାଲଟିଛି । ଯାହା ଫଳରେ ସରକାରଙ୍କର କୋଟି…
ପ୍ରଧାନମନ୍ତ୍ରୀ ୨୯ ମଇରେ ସିକିମ ରାଜ୍ୟ ଦିବସ ସମାରୋହରେ ଯୋଗଦେବେ
ନୂଆଦିଲ୍ଲୀ,: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୨୯ ତାରିଖରେ ସିକିମର ରାଜ୍ୟ ଦିବସ ସମାରୋହରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ସିକିମ ଗସ୍ତ ରାଜ୍ୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିବସ ହେବ । ସିକିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ମଙ୍ଗଳବାର ଦିନ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ…
ଏଜିଆର୍ ରିହାତି ମାମଲା: ଟେଲିକମ୍ କମ୍ପାନୀଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍କା
ନୂଆଦିଲ୍ଲୀ,: ଏଜିଆର୍ (ଆଡଜଷ୍ଟେଡ୍ ଗ୍ରସ ରେଭିନ୍ୟୁ) ରିହାତି ମାମଲାରେ ୩ ଘରୋଇ ଟେଲିକମ୍ କମ୍ପାନୀଙ୍କୁ ସୁପ୍ରିମକୋର୍ଟରୁ ଆଜି ବଡ଼ ଝଟ୍କା ଲାଗିଛି । ଏଜିଆର୍ରେ ରିହାତି ପାଇବା ପାଇଁ ଭୋଡାଫୋନ ଆଇଡିଆ ଓ ଏୟାରେଟଲ କରିଥିବା ଆବେଦନ ଏବଂ ଏଥିରେ ପକ୍ଷଭୁକ୍ତ ହେବାପାଇଁ ଟାଟା…
କଡ଼ ଲେଉଟାଇଲାଣି କରୋନା ମୁମ୍ୱାଇରେ ୫୩ ପିଜିଟିଭି, ୨ ମୃତ
ମୁମ୍ବାଇ, : ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ । ପୁଣି ଜୀବନ ନେଲା କରୋନା ଭାଇରସ୍ । ମୁମ୍ବାଇରେ କରୋନା ଆତଙ୍କ ଦେଖିବାକୁ ମିଳିଛି । ୫୩ଜଣ ପଜିଟିଭ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ମୁମ୍ବାଇର କେଇଏମ୍ ହସ୍ପିଟାଲରେ ଦୁଇ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବା ସୂଚନା…
ମନରେଗା ଶ୍ରମିକ ଙ୍କୁ ଉତ୍ସାହିତ କରିବା ପାଇଁ ମାଟି ବୋହିଲେ ଜୟନ୍ତପୁର ମହିଳା ସରପଞ୍ଚ
ଧର୍ମଗଡ଼ : ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ରାଜ୍ୟ ରେ ଗ୍ରାମାଞ୍ଚଳରେ ଥିବା ଶ୍ରମିକ ପରିବାର କୁ ରୋଜଗାର ଯୋଗାଉଥିବା ବେଳେ ପ୍ରତି ପଞ୍ଚାୟତ ରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନା ରେ ଅନେକ ସମୟରେ ଶ୍ରମିକଙ୍କ ମଜୁରୀ ମିଳିବାରେ କିଛି ବ୍ୟତିକ୍ରମ ଦେଖିବାକୁ ମିଳୁଥିବା…
ପାକିସ୍ତାନ ଗୁଇନ୍ଦା ସଂସ୍ଥା ପାଇଁ କାମ କରୁଥିବା ୟୁପି ଯୁବକ ଗିରଫ
ନୂଆଦିଲ୍ଲୀ,: ପାକିସ୍ତାନକୁ ତଥ୍ୟ ଯୋଗାଉଥିବା ଅଭିଯୋଗରେ ଆଉ ଜଣେ ଭାରତୀୟ ବ୍ୟକ୍ତି ଗିରଫ ହୋଇଛନ୍ତି । ପାକିସ୍ତାନର ଇଣ୍ଟର-ସର୍ଭିସେସ୍ ଇଣ୍ଟେଲିଜେନ୍ସ (ଆଇଏସ୍ଆଇ) ପାଇଁ ଗୁପ୍ତଚର କାର୍ଯ୍ୟରେ ସମ୍ପୃକ୍ତ ଥିବା ଜଣେ ବ୍ୟକ୍ତିଙ୍କୁ ଉତ୍ତର ପ୍ରଦେଶ ଆତଙ୍କବାଦ ନିରୋଧୀ ସ୍କ୍ୱାଡ୍ (ଏଟିଏସ୍)…
ବାଂଲାଦେଶରୁ ଆସୁଥିବା ୪୨% ଉତ୍ପାଦ ଉପରେ ରୋକ୍ ଲଗାଇଲା ଭାରତ
ନୂଆଦିଲ୍ଲୀ,: ଭାରତ ବାଂଲାଦେଶରୁ ଆସୁଥିବା ୪୨% ସାମଗ୍ରୀକୁ ନିଷେଧ କରିଛି । ଏହା ପ୍ରାୟ ୭୭୦ ନିୟୁତ ଡଲାର (ପ୍ରାୟ ୬୬ ହଜାର କୋଟି ଟଙ୍କା) ମୂଲ୍ୟର ସାମଗ୍ରୀ କାରବାରକୁ ପ୍ରଭାବିତ କରିବ । ଏହାର ଅର୍ଥ ହେଉଛି ଯେ ଭାରତ ଏବେ ବାଂଲାଦେଶରୁ କିଛି ଜିନିଷ କମ୍ ପରିମାଣରେ କିଣିବ । ଏହି…