ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ

169

-ମୋଟ ମୃତ୍ୟୁ ସଂଖ୍ୟା ୮୩୦୫ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୦୫ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ୨ ଜଣ ମୃତ୍ୟୁବରଣ କରିଥିବା ବେଳେ ଅନୁଗୁଳ ଓ ପୁରୀ ଜିଲ୍ଲାରେ ୧-୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିିଛି ।

Leave A Reply

Your email address will not be published.