ଆସନ୍ତା କାଲି ଠାରୁ ବିଧାୟକଙ୍କର ହେବ କୋଭିଡ୍ ଟେଷ୍ଟ

160
ଭୁବନେଶ୍ୱର: ବିଧାନସଭା ବଜେଟ୍ ଅଧିବେଶନ ପୂର୍ବରୁ ସୋମବାର ଠାରୁ ବିଧାୟକ ମାନଙ୍କର କୋବିଡ ଟେଷ୍ଟ ହେବ । ଆଗାମୀ ୧୭ ତାରିଖ ପର୍ଯ୍ୟନ୍ତ ବିଧାନସଭା ପରିସରରେ କୋଭିଡ୍ ଟେଷ୍ଟ ହେବ । ବିଧାୟକମାନଙ୍କ ସହିତ ସେମାନଙ୍କର ସୁରକ୍ଷାକର୍ମୀ, ଡ୍ରାଇଭରମାନଙ୍କର ମଧ୍ୟ କୋଭିଡ୍ ପରୀକ୍ଷା କରାଯିବ । ଉଲ୍ଲେଖନୀୟ ଯେ ଆଗାମୀ ୧୮ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ।
Leave A Reply

Your email address will not be published.