ଭୁବନେଶ୍ୱର: ବରିଷ୍ଠ IFS ଅଭୟକାନ୍ତଙ୍କୁ ଦିଆଯାଇପାରେ ଅବସର। ତାଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ ପାଇଁ ରାଜ୍ୟ ସରକାର କେନ୍ଦ୍ରକୁ ସୁପାରିଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସୁପାରିଶ କରିଛନ୍ତି। କିଛି ଦିନ ତଳେ ଅଭିଯୋଗ ହୋଇଥିଲା ଯେ, ବରିଷ୍ଠ IFS ଅଭୟଙ୍କ ଆୟ ବହିର୍ଭୁତ ସଂପତ୍ତି ଠୁଳ କରିଛି ଭିଜିଲାନ୍ସ। ଏହା ପରେ ଅଭୟଙ୍କୁ ସସପେଣ୍ଡ କରିଛନ୍ତି ରାଜ୍ୟ ସରକାର। ତେବେ ତାଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ସୁପାରିଶ କରାଯିବା ହେଉଛି ଜଣେ ସର୍ବଭାରତୀୟ ସେବା ଅଧିକାରୀଙ୍କୁ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନର ଏହା ପ୍ରଥମ ଘଟଣା ।
Sign in
Sign in
Recover your password.
A password will be e-mailed to you.