ଭୁବନେଶ୍ୱର: କମିଶନରେଟ ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ କଟକରେ ୭୪ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସେହିପରି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଅଭିଯୋଗରେ ୨୯୨ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ମୋଟର ଯାନ ଆଇନ୍ ଓ ଓଡିଶା ସହରାଂଚଳ ପୋଲିସ ଆଇନ୍ ଉଲ୍ଲଂଘନ କରିଥିବା ୭୬୬ ଜଣଙ୍କ ଠାରୁ ଜୋରିମାନା ଆଦାୟ କରାଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
Sign in
Sign in
Recover your password.
A password will be e-mailed to you.