ଜଗତସିଂହପୁର ଜିଲ୍ଲାରେ ନୂଆ ୪ କରୋନା ଆକ୍ରାନ୍ତ ଚିହ୍ନଟ : ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୧୨୧ କୁ ବୃଦ୍ଧି, ୯୦୬୩ ଆକ୍ରାନ୍ତ ସୁସ୍ଥ ହେଲେଣି, ସକ୍ରିୟ ମାମଲା ୨୦

161

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ଆଜି ନୂଆ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୧୨୧ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ଏହି ୪ ଆକ୍ରାନ୍ତଙ୍କ ମଧ୍ୟରେ ବାଲିକୁଦା ବ୍ଲକରୁ ଜଣେ, ଜଗତସିଂହପୁରରୁ ଜଣେ, ନାଉଗାଁରୁ ଜଣେ ଏବଂ ତିର୍ତ୍ତୋଲ ବ୍ଲକରୁ ଜଣେ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୧୨୧ କୁ ବୃଦ୍ଧି ପାଇଛି । ଅଦ୍ୟାବଧି ୯୦୬୩ ଆକ୍ରାନ୍ତ ସୁସ୍ଥ ହେଲେଣି । ଜିଲ୍ଲାରେ କରୋନାଜନିତ ସକ୍ରିୟ ମାମଲା ୨୦ ରହିଛି । ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮ ରହିଛି ।

Leave A Reply

Your email address will not be published.