ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଚୌଧୁରୀ ଟିକରପଡ଼ା ସେବା ସମବାୟ ସମିତିର ସମ୍ପାଦକ ଓ ଡାଟା ଏଂଟ୍ରି ଅପରେଟର ଧାନ ମଣ୍ଡିର ଲକ୍ଷାଧିକ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ସେମାନଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ସମ୍ପାଦକ ଚନ୍ଦ୍ରଧ୍ୱଜ ସାହୁଙ୍କୁ ନିଲମ୍ବିତ କରାଯିବା ସହିତ ଡାଟା ଏଂଟ୍ରି ଅପରେଟର ଦିଲ୍ଲୀପ କୁମାର ସାହୁଙ୍କୁ କାର୍ଯ୍ୟରୁ ବହିଷ୍କୃତ କରାଯାଇଛି ।
Sign in
Sign in
Recover your password.
A password will be e-mailed to you.