ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ: ପଡ଼ୋଶୀଙ୍କ ଆକ୍ରମଣରେ ଯୁବକ ମୃତ

201

ଧର୍ମଗଡ଼: ସାମାନ୍ୟ ବଚସାକୁ କେନ୍ଦ୍ର କରି ଘଟିଯାଇଛି ହତ୍ୟାକାଣ୍ଡ । ପଡ଼ୋଶୀ ଘର ଲୋକଙ୍କ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି । ଆଜି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ଖଇରପଦର ପଚାଂୟତ ଅନ୍ତର୍ଗତ ଖଇରପଦର ଗାଁରେ ଘଟିଯାଇଛି ଏଭଳି ଏକ ନୃସଂଶ ହତ୍ୟାକାଣ୍ଡ । ଖବର ପାଇ ଧର୍ମଗଡ଼ ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ମୃତକଙ୍କ ଶବ ଜବତ କରିବା ସହ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏ ସଂକ୍ରାନ୍ତରେ ଏକ ହତ୍ୟା ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି ।

Leave A Reply

Your email address will not be published.