ଓଡ଼ିଶାରେ ଆଉ ଜଣେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ

One more Covid positive detected in Odisha

186

ଭୁବନେଶ୍ୱର, : ଓଡ଼ିଶାରେ ଚିହ୍ନଟ ହେଲେ ଆଉ ଜଣେ କରୋନା ପଜିଟିଭ୍‌। ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ଶନିବାର ରାଜ୍ୟରୁ ପ୍ରଥମ କରୋନା ସଂକ୍ରମିତଙ୍କୁ ନେଇ ସୂଚନା ଦିଆଯାଇଥିଲା। ତେବେ ତାଙ୍କର ସ୍ୱାସ୍ଥବସ୍ଥା ଠିକ୍‌ ରହିଛି ଏବଂ ସେ ହସ୍ପିଟାଲ ନଯାଇ ଘରେ ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା। ଶନିବାର ଓଡିଶାରୁ ପ୍ରଥମ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ମାସ୍କ ପିନ୍ଧିବାକୁ ପ୍ରସ୍ତାବ ଦେଇଥିଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗୟ ବହୁବିଧ ରୋଗରେ ପୀଡ଼ିତ ବୟସ୍କମାନେ ବାହାରକୁ ବାହାରିଲେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.